କାନ ଫୋଡ଼ାଇ ଆଜ୍‌ମା ସମସ୍ୟାର ଚିକିତ୍ସା, ବିଏଚୟୁ ୬୦ ଜଣଙ୍କ ଉପରେ କରୁଛି ପରୀକ୍ଷା…

ବାରାଣସୀ, ୨୫।୯ : ଆୟୁର୍ବେଦ, ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ, ବିଏଚୟୁରେ ଅବସ୍ଥିତ କାୟା ମେଡିସିନ ବିଭାଗରେ ଆଜମା ସମସ୍ୟାର ଚିକିତ୍ସା ପାଇଁ ରୂପା କାନଫୁଲର ବ୍ୟବହାର କରାଯାଉଛି। ଏହି ପଦ୍ଧତିକୁ କର୍ଣ୍ଣ ବେଧନ କୁହାଯାଉଛି।

ଏହି ପଦ୍ଧତି ୬୦ ଜଣଙ୍କ ଉପରେବୈଜ୍ଞାନିକ ପ୍ରଣାଳୀରେ ପରୀକ୍ଷା କରାଯାଉଛି। ଏହାର ଫଳାଫଳ ଭଲ ହେଇଛି ବୋଲି କୁହାଯାଉଛି। ଏହା ଦ୍ୱାରା କାନର ସମ୍ପୃକ୍ତ ଅଂଶରେ ଥିବା ଶିରାରେ ଚାପ ପଡ଼ିିଥାଏ ଏବଂ ଆଲର୍ଜି ଓ ଶ୍ୱାସ ସମସ୍ୟାରୁ ମୁକ୍ତି ମିଳିଥାଏ।

ବିଏଚୟୁ ଚିକିତ୍ସା ବିଭାଗର ପ୍ରଫେସର ଡାକ୍ତର ରାଜେନ୍ଦ୍ର ପ୍ରସାଦ କହିଛନ୍ତି ଯେ କାନରେ ରୂପା ରିଙ୍ଗ ଲଗାଇଲେ ଶିରାରେ ଚାପ ସୃଷ୍ଟି ହୋଇଥାଏ। ଯେଉଁ କାରଣରୁ ବାୟୁପଥ ବିସ୍ତାର ହୁଏ ଏବଂ ଫୁସଫୁସରେ ବାୟୁ ପ୍ରବାହ ଭଲ ହୁଏ। ଏହି କାରଣରୁ ନିଶ୍ୱାସ ପ୍ରଶ୍ୱାସ ନେବାରେ ସମସ୍ୟା ଦୂର ହୋଇଥାଏ।

ସେ କହିଛନ୍ତି ଯେ ଏହି ପରୀକ୍ଷା ଚଳିତ ବର୍ଷ ଜୁନ ଠାରୁ ଆରମ୍ଭ ହୋଇଛି। ଶାସ୍ତ୍ରରେ ଏହା ମଧ୍ୟ ଉଲ୍ଲେଖ କରାଯାଇଛି। ଏହା କରିବା ପାଇଁ ପ୍ରାୟ ୪୮ ଦିନ ସମୟ ଲାଗେ। ଡାକ୍ତରଙ୍କ ପରାମର୍ଶରେ, ଏହି କାନଫୁଲ ଦୀର୍ଘ ସମୟ ଧରି କିମ୍ବା ସମଗ୍ର ଜୀବନ ପାଇଁ ପିନ୍ଧାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri