Posted inଖେଳ

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି । ଯାହାକୁ ଅପେକ୍ଷା କରି ରହିଛନ୍ତି କୋଟି କୋଟି ପ୍ରଶଂସକ । ଭାରତ ଏବଂ ପାକିସ୍ତାନ ମଧ୍ୟରେ ଲିଗ୍ ପର୍ଯ୍ୟାୟ ମୁକାବିଲା ଆସନ୍ତାକାଲି ଶ୍ରୀଲଙ୍କାର କଲମ୍ବୋରେ ଖେଳାଯିବ । ତେବେ ଏହା ପୂର୍ବରୁ ବଡ଼ ଖବର ସାମ୍ନାକୁ ଆସିଛି ।

ତେବେ ଭାରତ-ପାକିସ୍ତାନ ମ୍ୟାଚ୍‌ ପୂର୍ବରୁ ବଡ଼ ଭବିଷ୍ୟବାଣୀ ସାମ୍ନାକୁ ଆସିଛି । ଗ୍ରହ ଓ ନକ୍ଷତ୍ର ଗଣନା ଅନୁଯାୟୀ, ଭାରତ ଏବଂ ପାକିସ୍ତାନ ମଧ୍ୟରୁ କିଏ ଜିତିବ ସେ ନେଇ ବଡ଼ ଭବିଷ୍ୟବାଣୀର ରିପୋର୍ଟ ଗଣେଶସ୍ପିକ୍ସ ଡଟ୍‌ କମ୍‌ ନାମକ ଏକ ସାଇଟ୍‌ରେ ପ୍ରକାଶ ପାଇଛି ।

ଭାରତୀୟ ଦଳର ନବମ ଘରେ ଚନ୍ଦ୍ର ରହିଛନ୍ତି । ଯାହାକି ଆତ୍ମବିଶ୍ବାସ, ସମୃଦ୍ଧି ଏବଂ ନିର୍ଣ୍ଣାୟକ ନିଷ୍ପତ୍ତି ନେବାରେ ସହଯୋଗ କରିବ । ସେହିଭଳି ସପ୍ତମ ଘରେ ସୂର୍ଯ୍ୟ ଅଛନ୍ତି । ଯାହାକି ଶତ୍ରୁକୁ ମୁକାବିଲା କରିବାରେ ବେଶ୍‌ ସହାୟକ ହେବ । ସେହିଭଳି ୧୦ମ ଘରେ ଭାରତ ପାଇଁ ସାମାନ୍ୟ କଷ୍ଟସାଧ୍ୟ ରହିଛି ।

ସେହିଭଳି ପାକିସ୍ତାନ ଦଳର ଲଗ୍ନ ୫ମ ଘରେ ରହିଛି । ଯାହାକି ସୃଜନଶୀଳୀ ପ୍ରତୀକ ତଥା ଅନୁକୂଳ ବାତାବରଣ ପ୍ରଦାନ କରିଥାଏ । ୧୦ମ ଘରେ ଚନ୍ଦ୍ର ରହିଥିବାରୁ ଭଲ ପ୍ରଦର୍ଶନ କରିବେ । ତେଣୁ ଲଢେଇ ଜୋରଦାର ହେବ କିନ୍ତୁ ଭାରତ ଏହି ମ୍ୟାଚ୍‌ ଜିତିବାକୁ ସକ୍ଷମ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri