ବର୍ଷର ଶେଷ ଚନ୍ଦ୍ରଗ୍ରହଣ: ଚମକିବ ଏହି ୩ ରାଶିର ଭାଗ୍ୟ, ହେବ ଧନ ବର୍ଷା

ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ୨୮ ଅକ୍ଟୋବର ୨୦୨୩ରେ ପଡ଼ୁଛି। ଏହି ଚନ୍ଦ୍ରଗ୍ରହଣ କୁମାରପୂର୍ଣ୍ଣିମା ଦିନ ହେଉଛି। ଏହା ରାତି ୧ଟା ୬ରୁ ଆରମ୍ଭ ହୋଇ ୨ଟା ୨୨ ମିନିଟ୍‌ରେ ଶେଷ ହେବ। ଭାରତରେ ଏହି ଚନ୍ଦ୍ରଗ୍ରହଣର ସମୁଦାୟ ଅବଧି ୧ ଘଣ୍ଟା ୧୬ ମିନିଟ୍‌ ହେବ ବୋଲି କୁହାଯାଉଛି। ତେବେ ପୂର୍ଣ୍ଣିମା ରାତିରେ ଯେତେବେଳେ ରାହୁ ଏବଂ କେତୁ ଚନ୍ଦ୍ରକୁ ଗ୍ରାସ କରିବାକୁ ଚେଷ୍ଟା କରନ୍ତି, ସେତେବେଳେ ଚନ୍ଦ୍ରଗ୍ରହଣ ଘଟିଥାଏ। ଏଥି ସହିତ, ଚନ୍ଦ୍ରଗ୍ରହଣର କିଛି ଘଣ୍ଟା ପୂର୍ବରୁ ସୂତାକ ଅବଧି ଆରମ୍ଭ ହୁଏ।

ତେବେ ଏହି ଚନ୍ଦ୍ର ଗ୍ରହଣରେ କେତେ ରାଶିପାଇଁ ବହୁତ ଶୁଭ ହେବ ଜୌତିଷ ଶାସ୍ତ୍ରରେ କୁହାଯାଉଛି। ଏହି ସବୁ ରାଶିଙ୍କ ଭାଗ୍ୟ ଚମକି ଉଠିବ। ଏହି ରାଶିର ବ୍ୟକ୍ତିଙ୍କ ଭାଗ୍ୟରେ ଧନ ବର୍ଷା ସହ ସଫଳତା ପ୍ରାପ୍ତି ହେବ ।
ତେବେ ଏହି ସବୁ ରାଶିଗୁଡିକ ହେଲେ …..

ମେଷ ରାଶି : ଏହି ସବୁ ରାଶିର ବ୍ୟକ୍ତିମାନଙ୍କୁ ଧନ ପ୍ରାପ୍ତ ହେବା ସହ ବ୍ୟବସାୟରେ ଲାଭ ହେବ। ଏହା ସହ ଭଉଣୀ ଭାଇଙ୍କଠାରୁ ଆର୍ଥିକ ରାଶି ପ୍ରାପ୍ତ ହେବ। ମାନ ସମ୍ମାନ, ପଦ ମର୍ଯ୍ୟଦା ବଢ଼ିବ। ଚାକିରି, ଏବଂ ବ୍ୟବସାାୟ କ୍ଷେତ୍ରରେ ଉନ୍ନତି ଆସିବ। ଅଚାନକ ଶୁଭ ଖବର ମିଳିବ।

ମିଥୁନ ରାଶି: ମିଥୁନ ରାଶି ପାଇଁ ମଧ୍ୟ ଏହି ଚନ୍ଦ୍ରଗ୍ରହଣ ଅତ୍ୟନ୍ତ ଶୁଭପ୍ରଦ ହେବ। ବ୍ୟବସାୟ ଚାକିରି କ୍ଷେତ୍ରରେ ବ୍ୟକ୍ତିଙ୍କ ଉନ୍ନତି ଘଟିବ। ଚାକିରି ଖୋଜୁଥିବା ଲୋକଙ୍କୁ ଚଳିତବର୍ଷ ଶୁଭ ସମାଚାର ମିଳିବ। ଏହାସହ ପ୍ରମୋଶନ ହେବାରୁ ଆର୍ଥିକ କ୍ଷେତ୍ରରେ ମଧ୍ୟ ଉନ୍ନତି ହେବ। ଅନ୍ୟ ପକ୍ଷରେ ଶିକ୍ଷା କ୍ଷେତ୍ରରେ ଜଡ଼ିତ ପିଲାଙ୍କ ପାଇଁ ଏ ଚନ୍ଦ୍ର ଗ୍ରହଣ କୌଣସି ବରଦାନଠୁ କମ୍‌ ନୁହେଁ।

ଧନୁ ରାଶି: ଏହି ରାଶିର ବ୍ୟକ୍ତିଙ୍କ ଧନ ସହ ଜଡ଼ିତ ସବୁ କ୍ଷେତ୍ରରେ ଲାଭ ହିଁ ଲାଭ ହେବ। ପଦ ମର୍ଯ୍ୟଦାରେ ବୃଦ୍ଧି ଘଟିବ।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri