Posted inଜାତୀୟ

ମହାକାଶରୁ ସ୍ୱାଧିନତା ଦିବସର ଶୁଭେଚ୍ଛା ଜଣାଇଲେ ମହାକାଶଚାରୀ

ନୂଆଦିଲ୍ଲୀ,୧୪ ।୮: ସ୍ୱାଧିନତାର ୭୫ ବର୍ଷ ପୂରଣ ଅବସରରେ ଦେଶ ପାଳନ କରୁଛି ‘ଆଜାଦି କା ଅମୃତ ମହୋତ୍ସବ’ । ସାରା ବିଶ୍ୱରୁ ଭାରତକୁ ଶୁଭେଚ୍ଛା ବାର୍ତ୍ତା ଦିଆଯାଉଛି । ହେଲେ ଏମିତି ଏକ ବାର୍ତ୍ତା ପୃଥିବୀ ଗ୍ରହ ବାହାରୁ ମହାକାଶରୁ ଆସିଛି । ବାର୍ତ୍ତା ଇଟାଲୀର ମହାକାଶଯାତ୍ରୀ ସାମଂଥା କ୍ରିଷ୍ଟୋଫୋରେଟି ଇଣ୍ଟରନ୍ୟାଶନାଲ ସ୍ପେଶ ସେଣ୍ଟରକୁ ପଠାଇଛନ୍ତି । କ୍ରିଷ୍ଟୋଫୋରେଟି ଏହି ବିଶେଷ ଅବସରରେ ଦେଶକୁ ଶୁଭେଚ୍ଛା ଜଣାଇ ମହାକାଶରୁ ଏକ ଭିଡିଓ ବାର୍ତ୍ତା ପଠାଇଛନ୍ତି ।
ଏହି ଭିଡିଓ ବାର୍ତ୍ତାରେ କ୍ରିଷ୍ଟୋଫୋରେଟି କହିଛନ୍ତି, ଭାରତକୁ ସ୍ୱାଧିନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଶୁଭେଚ୍ଛା ଜଣାଇ ଖୁସି ଲାଗୁଛି । କିଛି ଦଶକ ହେବ ଅନ୍ତରାଷ୍ଟ୍ରୀୟ ଏଜେନ୍ସି ଭାରତୀୟ ମହାକାଶ ଅନୁସନ୍ଧାନ ସଙ୍ଗଠନ(ଇସ୍ରୋ)ସହ ମିଶି କିଛି ମହାକାଶ ଓ ବିଜ୍ଞାନ ମିଶନରେ କାମ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

ଗର୍ଲଫ୍ରେଣ୍ଡ୍‌ଙ୍କୁ ମହଙ୍ଗା ଗାଡ଼ି ଉପହାର ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ଦାମ ଜାଣିଲେ ଉଡିଯିବ ହୋଶ୍‌

ମୁମ୍ବାଇ,୩୦।୩: କିଛି ଦିନ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟା ଏକ ଫେରାରି (Ferrari 12Cilindri) କିଣିଛନ୍ତି। ଏହାର ମୂଲ୍ୟ ୧୨ କୋଟି ବୋଲି ଜଣାପଡ଼ିଛି। ଏବେ ତାଙ୍କ କାର…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

ଟ୍ରମ୍ପଙ୍କ ହୃଦୟ ଭାଙ୍ଗିଲେ ନେତାନ୍ୟାହୁ! ଇସ୍ରାଏଲ ଘୋଷଣା କରି କହିଲା….

ନୂଆଦିଲ୍ଲୀ,୩୦ା୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଇସ୍ରାଏଲ ଆମେରିକାକୁ ଏକ ବଡ଼ ଧୋକା ଦେଇଛି। ଇସ୍ରାଏଲ ସ୍ପଷ୍ଟ ଭାବରେ କହିଛି ଯେ ଏହାର ସେନା ଗ୍ରାଉଣ୍ଡ…

ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ

ଶରୀର ପାଇଁ ବେଶ୍‌ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…

ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ

ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ…

୩୧ରେ ସରିଯିବ ଧାନ ସଂଗ୍ରହ ପ୍ରକ୍ରିୟା, ବିକ୍ରି ଅପେକ୍ଷାରେ ହଜାର ହଜାର ବସ୍ତା ଧାନ

ବରଗଡ଼,୩୦।୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉମାତ୍ର ୨ଦିନ ବାକି। ଆସନ୍ତା ୩୧ତାରିଖରେ ଏହି ପ୍ରକ୍ରିୟା ଶେଷ ହୋଇଯିବ। ଅନ୍ୟପଟେ ଏବେ ମଧ୍ୟ ବରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri