ୟାସ୍‌ ପ୍ରଭାବ: ଭାଙ୍ଗିଲା ଗଛ, ଜନଜୀବନ ଅସ୍ତବ୍ୟସ୍ତ

ହାଟଡିହୀ,୨୬।୫(ଡିି.ଏନ୍‌.ଏ.): ବାତ୍ୟା ୟାସ୍‌ର ପ୍ରଭାବ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି । ବଡ଼ ଧରଣର କୌଣସି କ୍ଷୟକ୍ଷତି ହୋଇ ନ ଥିଲେ ହେଁ ପ୍ରବଳ ବର୍ଷା ପବନରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । କେତେକ ସ୍ଥାନରେ ରାସ୍ତା ଓ ଘର ଉପରେ ଗଛ ଉପୁଡି ପଡ଼ିଥିବା କଚ୍ଚା ଘର କାନ୍ଥ ଭାଙ୍ଗି ପଡିଛି। ଅନେକ ସ୍ଥାନରେ ବିଦ୍ୟୁତ ଖୁଣ୍ଟ ପଡ଼ିଛି। ଅଗ୍ନିଶମ ବାହିନୀ ଓ ଏନ୍‌ଡିଆର୍‌ଏଫ ଟିମ ଭାଙ୍ଗି ପଡ଼ିଥିବା ଗଛକୁ କାଟି ସଫା କରୁଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା NEET UG ୨୦୨୬ ପରୀକ୍ଷାଫଳ: ୧୧.୨୧ ଲକ୍ଷ ଛାତ୍ରୀଛାତ୍ର କୃତକାର୍ଯ୍ୟ, ସଫଳତା ହାରରେ ଆଗରେ ମହିଳା

ନୂଆଦିଲ୍ଲୀ,୧୬।୭: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (NEET UG) ୨୦୨୬ ର ପରୀକ୍ଷା ଫଳ ପ୍ରକାଶ ପାଇଛି। ମେଡିକାଲ୍…

ରଥଯାତ୍ରା: ମୀନାବଜାର ଦୋଳିରେ କରେଣ୍ଟ ଲାଗି ଚାଲିଗଲା ନାବାଳକଙ୍କ ଜୀବନ

ପାରଳାଖେମୁଣ୍ଡି,୧୬ା୭(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡିରେ ରଥଯାତ୍ରା ପାଇଁ ପଡିଥିବା ମୀନା ବଜାର ପରିସରରେ ବିଦ୍ୟୁତ୍‌ ଆଘାତରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ଫ୍ରେଣ୍ଡ୍ସ କଲୋନୀ…

ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି…

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ମୁମ୍ବାଇରେ ମହେଶ୍ୱରଙ୍କ ମୃତ୍ୟୁ: ଶୋକସନ୍ତପ୍ତ ପରିବାରକୁ ଭେଟି ଆର୍ଥିକ ସହାୟତା ପ୍ରଦାନ କଲେ ଛତ୍ରପୁର ବିଧାୟକ

ଗଞ୍ଜାମ, ୧୬।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ ବୋରିଗାଁ ଗ୍ରାମର ମହେଶ୍ୱର ନାହାକଙ୍କ ମୁମ୍ବାଇରେ କାର୍ଯ୍ୟରତ ଥିବା ସମୟରେ ହଠାତ୍ ହୃଦଘାତରେ ମୃତ୍ୟୁ…

ତିନି ରଥରେ ଦର୍ଶନ ଦଲେ ଶ୍ରୀଜୀଉ

କର୍ଲାମୁଣ୍ଡା,୧୬ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ର ବିଭିନ୍ନ ସ୍ଥାନରେ ଗୁରୁବାର ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। କର୍ଲାମୁଣ୍ଡା ବସ୍ତିଠାରେ ଭକ୍ତଙ୍କ ସମାଗମରେ ମହାପ୍ରଭୁ…

ଦାରିଙ୍ଗବାଡିରେ ଘୋଷଯାତ୍ରା: ସିମନବାଡି-ଗଦାପୁରରେ ବିଳମ୍ବରେ ଟଣାହେଲା ରଥ,ଲଗାଣ ବର୍ଷା ସତ୍ତ୍ୱେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗୁରୁବାର ପବିତ୍ର ଘୋଷଯାତ୍ରା ଅତି ଧୂମଧାମରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅନ୍ତର୍ଗତ ସିମନବାଡି ପତିତପାବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri