ଭୁବନେଶ୍ୱରରେ ଆସସ୍‌ର ସ୍ବତନ୍ତ୍ର ଷ୍ଟୋର୍‌ ଉଦ୍‌ଘାଟିତ

ନୂଆଦିଲ୍ଲୀ,୪।୨: ଅନ୍ତଃରାଷ୍ଟ୍ରୀୟ ଇଲେଟ୍ରୋନିକ୍ସ ସାମଗ୍ରୀ ଉତ୍ପାଦକ କମ୍ପାନୀ ଆସସ୍‌ ଇଣ୍ଡିଆ ପକ୍ଷରୁ ନିକଟରେ ଆଉ ଏକ ଫାସିଲିଟ ସେଣ୍ଟରର ଶୁଭାରମ୍ଭ କରାଯାଇଛି। ଏପରିକି ସମଗ୍ର ଦେଶରେ ବ୍ରାଣ୍ଡ୍‌ର ରିଟେଲ ଉପସ୍ଥିତିକୁ ମଜଭୁତ କରିବା ଦିଗରେ ଏକ ପଦକ୍ଷେପ ସ୍ବରୂପ କମ୍ପାନୀ ଭୁବନେଶ୍ୱରର ଶହୀଦନଗରଠାରେ ବ୍ରାଣ୍ଡ୍‌ର ୬ଷ୍ଠ ଏକ୍ସକ୍ଲୁସିଭ ଷ୍ଟୋର ଉଦ୍‌ଘାଟିତ ହୋଇଯାଇଛି। ଏପରିକି ୨୪୨ବର୍ଗଫୁଟ ଅଞ୍ଚଳରେ ପରିବ୍ୟାପ୍ତ ଏହି ସ୍ବତନ୍ତ୍ର ଷ୍ଟୋର୍‌ରେ ବ୍ୟାପକ ରେଞ୍ଜର ଇଲେକ୍ଟ୍ରୋନିକ ଏବଂ କମ୍ପ୍ୟୁଟର ହାର୍ଡଓ୍ବେର ସମେତ ଆସସ୍‌ର ଫ୍ଲାଗ୍‌ଶିପ ଉପତ୍ାଦ ଯଥା ଭିଭୋବୁକ, ଜେନ୍‌ବୁକ, ଜେନ୍‌ବୁକ-ଫ୍ଲିପ୍‌, ରିପବ୍ଲିକ ଅଫ୍‌ ଗେମର୍ସ(ଆର୍‌ଓଜି) ଲାପ୍‌ଟପ୍‌ ଏବଂ ଆସେସୋରିଜ ଉପଲବ୍ଧ। ଏ ସମ୍ପର୍କରେ ଆସସ୍‌ ଇଣ୍ଡିଆର ସିଷ୍ଟମ ବିଜ୍‌ନେସ ଗ୍ରୁପ୍‌ କଞ୍ଜ୍ୟୁମର ଏବଂ ଗେମିଙ୍ଗ ପିସି ବ୍ୟବସାୟ ମୁଖ୍ୟ ଆର୍ନୋଲ୍ଡ ସୁ କହିଛନ୍ତି, ଭାରତରେ ଆମର ରିଟେଲ ସମ୍ପ୍ରସାରଣ କରି ବେଶ ଆନନ୍ଦିତ ଅଛୁ। ଓଡ଼ିଶା ଆମ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବଜାର ହୋଇଥବାରୁ ଭୁବନେଶ୍ୱରରେ ଏହି ନୂତନ ବ୍ରାଣ୍ଡ ଷ୍ଟୋର୍‌ର ଶୁଭାରମ୍ଭ ଦେଶର ବିଭିନ୍ନ ଅଞ୍ଚଳରେ ଥିବା ଉପଭୋକ୍ତାମାନଙ୍କୁ ସଶକ୍ତୀକରଣ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ। ଏହା ଆମର ନୂଆ ଉଦ୍ଭାବନଗୁଡ଼ିକର ଏକ ଅନନ୍ୟ ଅନୁଭୂତି ପ୍ରଦାନ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri