ଭୁବନେଶ୍ୱରରେ ଆସସ୍‌ର ସ୍ବତନ୍ତ୍ର ଷ୍ଟୋର୍‌ ଉଦ୍‌ଘାଟିତ

ନୂଆଦିଲ୍ଲୀ,୪।୨: ଅନ୍ତଃରାଷ୍ଟ୍ରୀୟ ଇଲେଟ୍ରୋନିକ୍ସ ସାମଗ୍ରୀ ଉତ୍ପାଦକ କମ୍ପାନୀ ଆସସ୍‌ ଇଣ୍ଡିଆ ପକ୍ଷରୁ ନିକଟରେ ଆଉ ଏକ ଫାସିଲିଟ ସେଣ୍ଟରର ଶୁଭାରମ୍ଭ କରାଯାଇଛି। ଏପରିକି ସମଗ୍ର ଦେଶରେ ବ୍ରାଣ୍ଡ୍‌ର ରିଟେଲ ଉପସ୍ଥିତିକୁ ମଜଭୁତ କରିବା ଦିଗରେ ଏକ ପଦକ୍ଷେପ ସ୍ବରୂପ କମ୍ପାନୀ ଭୁବନେଶ୍ୱରର ଶହୀଦନଗରଠାରେ ବ୍ରାଣ୍ଡ୍‌ର ୬ଷ୍ଠ ଏକ୍ସକ୍ଲୁସିଭ ଷ୍ଟୋର ଉଦ୍‌ଘାଟିତ ହୋଇଯାଇଛି। ଏପରିକି ୨୪୨ବର୍ଗଫୁଟ ଅଞ୍ଚଳରେ ପରିବ୍ୟାପ୍ତ ଏହି ସ୍ବତନ୍ତ୍ର ଷ୍ଟୋର୍‌ରେ ବ୍ୟାପକ ରେଞ୍ଜର ଇଲେକ୍ଟ୍ରୋନିକ ଏବଂ କମ୍ପ୍ୟୁଟର ହାର୍ଡଓ୍ବେର ସମେତ ଆସସ୍‌ର ଫ୍ଲାଗ୍‌ଶିପ ଉପତ୍ାଦ ଯଥା ଭିଭୋବୁକ, ଜେନ୍‌ବୁକ, ଜେନ୍‌ବୁକ-ଫ୍ଲିପ୍‌, ରିପବ୍ଲିକ ଅଫ୍‌ ଗେମର୍ସ(ଆର୍‌ଓଜି) ଲାପ୍‌ଟପ୍‌ ଏବଂ ଆସେସୋରିଜ ଉପଲବ୍ଧ। ଏ ସମ୍ପର୍କରେ ଆସସ୍‌ ଇଣ୍ଡିଆର ସିଷ୍ଟମ ବିଜ୍‌ନେସ ଗ୍ରୁପ୍‌ କଞ୍ଜ୍ୟୁମର ଏବଂ ଗେମିଙ୍ଗ ପିସି ବ୍ୟବସାୟ ମୁଖ୍ୟ ଆର୍ନୋଲ୍ଡ ସୁ କହିଛନ୍ତି, ଭାରତରେ ଆମର ରିଟେଲ ସମ୍ପ୍ରସାରଣ କରି ବେଶ ଆନନ୍ଦିତ ଅଛୁ। ଓଡ଼ିଶା ଆମ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବଜାର ହୋଇଥବାରୁ ଭୁବନେଶ୍ୱରରେ ଏହି ନୂତନ ବ୍ରାଣ୍ଡ ଷ୍ଟୋର୍‌ର ଶୁଭାରମ୍ଭ ଦେଶର ବିଭିନ୍ନ ଅଞ୍ଚଳରେ ଥିବା ଉପଭୋକ୍ତାମାନଙ୍କୁ ସଶକ୍ତୀକରଣ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ। ଏହା ଆମର ନୂଆ ଉଦ୍ଭାବନଗୁଡ଼ିକର ଏକ ଅନନ୍ୟ ଅନୁଭୂତି ପ୍ରଦାନ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

Bank Strike Update: ୧୪ ଯାଏ ବ୍ୟାଙ୍କ ବନ୍ଦ! ଜରୁରୀ କାମ ଥିଲେ କଣ କରିବେ?

ନୂଆଦିଲ୍ଲୀ,୧୨।୯: ଯଦି ଆପଣଙ୍କ ବ୍ୟାଙ୍କରେ ଚେକ୍ କ୍ଲିୟରାନ୍ସ, କ୍ୟାସ, ଜମା କିମ୍ୱା ଉଠାଣ, ପାସବୁକ୍ ଅପଡେଟ୍ ଭଳି କୌଣସି ଜରୁରୀ କାମ ବାକି ଅଛି, ତେବେ ଆପଣଙ୍କୁ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ ପର୍ଯ୍ୟଟକ ଛାନିଆ

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଆଜି ୫ ରାଶିଙ୍କୁ କ୍ୟାରିୟର-ବ୍ୟବସାୟରୁ ପ୍ରଚୁର ଧନଲାଭ; ପ୍ରବଳ ଇନକମ୍‌କୁ ଚାକିରିରେ ବଡ଼ ପଦବୀର ଅଫର୍‌

୧୨ ସେପ୍ଟେମ୍ୱର, ୨୦୨୬ରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଏବଂ ଶନିବାର ଦିନ ପଡୁଛି। ପଞ୍ଚାଙ୍ଗ ଅନୁଯାୟୀ, ଏହି ତିଥିରେ ତ୍ରିପୁଷ୍କର ଯୋଗର ଶୁଭ…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?