Posted inଖେଳ

୮୬ ବର୍ଷ ବୟସରେ ୪ ସ୍ବର୍ଣ୍ଣ ପଦକ ଜିତିଲେ ସୁବ୍ରମଣ୍ୟମ

ନୂଆଦିଲ୍ଲୀ,୧୭ା୧୧: ଭାରତର ୮୬ ବର୍ଷୀୟ କେ. ସୁବ୍ରମଣ୍ୟମ ଫିଲିପାଇନ୍ସରେ ଅନୁଷ୍ଠିତ ଏସିଆନ ମାଷ୍ଟର୍ସ ଆଥ୍‌ଲେଟିକ୍ସ ମିଟ୍‌ରେ ୪ଟି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସୁବୁ ନାମରେ ପରିଚିତ ସୁବ୍ରମଣ୍ୟମ ୮୫ ବର୍ଷରୁ ଊର୍ଦ୍ଧ୍ୱ କାଟେଗୋରିରେ ଲଙ୍ଗଜମ୍ପ, ଟ୍ରିପଲ ଜମ୍ପ, ହାଇଜମ୍ପ ଓ ଜାଭେଲିନ୍‌ ଥ୍ରୋ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି।

ତାମିଲନାଡୁର ପୋଲାଚି ନାମକ ଏକ ଛୋଟ ସହରରେ ଜନ୍ମ ଗ୍ରହଣ କରିଥିବା ସୁବୁଙ୍କ ବାଲ୍ୟକାଳରୁ କ୍ରୀଡ଼ା ପ୍ରତି ଆଗ୍ରହ ରହି ଆସିଛି। ୮୦ବର୍ଷ ଅତିକ୍ରମ କରିଥିଲେ ସୁଦ୍ଧା ଏବେ ବି ସେ ଆଥ୍‌ଲେଟିକ୍ସକୁ ଗୁରୁତ୍ୱ ଦେଉଛନ୍ତି।

ତାମିଲନାଡୁ କ୍ରୀଡ଼ାମନ୍ତ୍ରୀ ଉଦ୍ୟାନିଧି ଷ୍ଟାଲିନ୍‌ ସୋସିଆଲ ମିଡିଆରେ ତାଙ୍କର ଏକ ପୋଷ୍ଟରେ ସୁବୁଙ୍କ ଉପଲବ୍ଧିକୁ ସ୍ବୀକୃତି ଦେଇଛନ୍ତି। ତାଙ୍କୁ ଅଭିନନ୍ଦନ ଜଣାଇବା ସହ ରାଜ୍ୟ ସରକାରଙ୍କ ତରଫରୁ ଖୁବ୍‌ ଶୀଘ୍ର ସମ୍ବର୍ଦ୍ଧିତ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡବଲ ମର୍ଡର : ସ୍ତ୍ରୀ ସହ ପ୍ରେମିକଙ୍କୁ ଗୁଳି କରିଦେଲେ ସ୍ବାମୀ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ ଥରିଉଠିବ ଛାତି

ଗାଜିଆବାଦ,୨୪।୩: ଗାଜିଆବାଦର ଟ୍ରୋନିକା ସିଟି ପୋଲିସ ଷ୍ଟେଶନ ଅଞ୍ଚଳରେ ଏକ ଡବଲ ମର୍ଡର ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ପ୍ରେମିକଙ୍କୁ…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ଖୁବଶୀଘ୍ର ଖୋଲିବ…ଶୁଣିଲେ ସବୁ ଦେଶ ହୋଇଯିବେ ଖୁସି

ଓ୍ବାଶିଂଟନ୍‌,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆଲୋଚନା ସଫଳ ହେଲେ ହର୍ମୁଜ ପ୍ରଣାଳୀ (ଯାହା ଯୁଦ୍ଧ ଏବଂ ସଂଘର୍ଷ ଯୋଗୁ ପ୍ରାୟ…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ଖାମେନେଇଙ୍କ ମୃତ୍ୟୁର ୪୮ ଘଣ୍ଟା ପୂର୍ବରୁ ଟ୍ରମ୍ପଙ୍କୁ ଫୋନ କରିଥିଲେ ନେତାନ୍ୟାହୁ, କହିଥିଲେ ବଡ଼ ଗୁମର କଥା, ଜାଣନ୍ତୁ…

ଓ୍ବାଶିଂଟନ,୨୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ଆରମ୍ଭ ହେବାର ୪୮ ଘଣ୍ଟା ପୂର୍ବରୁ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ…

ଜୀବନର ନୈତିକ ମୂଲ୍ୟବୋଧ

କଥାରେ ଅଛି-‘ଥିଲେ ଥାଉ ପଛେ ଗୁଣ ହଜାର, ଚରିତ୍ର ନଥିଲେ ସବୁ ଅସାର।’ ସୁତରାଂ ଆମ ଜୀବନରେ ନୈତିକ ମୂଲ୍ୟବୋଧର ଏକ ମୁଖ୍ୟ ଆଧାର ହେଉଛି –…

ଆମେରିକା-ଇରାନ ଡିଲ୍‌ରେ ଏହି ଦେଶ ସାମିଲ, ଜାଣିଲେ ହୋଇଯିବେ ତାଜୁବ

ଓ୍ବାଶିଂଟନ୍‌,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବିବାଦର ମଧ୍ୟସ୍ଥତା ପାଇଁ ପ୍ରୟାସ ଜୋର ଧରିଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri