ପ୍ରଥମ ଦେଖାରେ ପୁଅଙ୍କ ଏସବୁ କଥା ପ୍ରେମିକାଙ୍କୁ କରିଥାଏ ପ୍ରଭାବିତ

ପହିଲି ପ୍ରେମ ପରି ପ୍ରଥମ ଦେଖା। ପ୍ରେମିକାପ୍ରେମିକାଙ୍କ ମନରେ ଏହା ଏକ ଅଭୁଲା ସ୍ମୃତି ହୋଇ ରହିଥାଏ। କାରଣ ପ୍ରଥମ ଦେଖାରେ ମନକୁ ଯେଉଁ ଭାବନା ଆସିଥାଏ ତାହା ସବୁଦିନ ପାଇଁ ମନରେ ରହିଯାଏ। ତେବେ ଏହି ପ୍ରଥମ ଦେଖାରେ ଝିଅମାନେ ପୁଅଙ୍କ କେଉଁ ବ୍ୟବହାରରେ ପ୍ରଭାବିତ ହୋଇଥାନ୍ତି, ଜାଣନ୍ତୁ ସେ ସମ୍ପର୍କରେ ..

ଝିଅମାନେ ପୁଅର ଧନ ସମ୍ପତ୍ତି ପରିବର୍ତ୍ତେ ଆତ୍ମବିଶ୍ୱାସକୁ ଦେଖିଥାନ୍ତି। କାରଣ ସେମାନେ ଜାଣିଥାନ୍ତି କୌଣସି ଅସୁବିଧା ସମୟରେ ଏହି ଆତ୍ମବିଶ୍ୱାସହିଁ ଜଣଙ୍କୁ ବିପଦରୁ ବାହାର କରିଥାଏ।

ପୁଅଙ୍କ ବ୍ୟକ୍ତିଗତ ସ୍ବଭାବ ଝିଅମାନେ ଦେଖିଥାନ୍ତି। ଯେପରିକି ପୋଷାକ ପରିଧାନ, କେଶବିନ୍ୟାସ ଆଦି।

ଅନେକ ସମୟରେ ଏହି ପ୍ରଥମ ଭେଟରେ ମହିଳାମାନେ ପୁଅଙ୍କ ଚାରିତ୍ରିକ ଗୁଣକୁ ମଧ୍ୟ ଦେଖିଥାନ୍ତି। ପ୍ରଥମ ଭେଟରେ ଯଦିଓ ଏହା ସମ୍ଭବ ହୋଇ ନ ଥାଏ, ମାତ୍ର ଚାହାଣିରୁ ଏହାକୁ ନେଇ କିଛିଟା ଅନୁମାନ କରିହୁଏ।

ପୁଅଟି କେତେ ବୁଝିବାର, ବ୍ୟବହାରିକ ଗୁଣର ହୋଇଥାନ୍ତି ତାହା ଝିଅ ଦେଖିଥାନ୍ତି। କାରଣ ମନକୁ ବୁଝୁଥିବା ପୁଅ ଝିଅଙ୍କ ପସନ୍ଦ ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧,୪୦୦ କୋଟିରୁ ଅଧିକ ସମ୍ପତ୍ତିର ମାଲିକ ଡି.କେ. ଶିବକୁମାର, ଜାଣନ୍ତୁ ନୂଆ ମୁଖ୍ୟମନ୍ତ୍ରୀଙ୍କ ନେଟଓ଼୍ବର୍ଥ

ବେଙ୍ଗାଲୁରୁ,୨୮।୫: କର୍ନାଟକ କଂଗ୍ରେସର ପ୍ରମୁଖ ନେତା ତଥା ଉପମୁଖ୍ୟମନ୍ତ୍ରୀ ଡି. କେ. ଶିବକୁମାର (D.K. Shivakumar) ନିଜର ନିର୍ୱାଚନୀ ସପଥପତ୍ର (Affidavit) ଦାଖଲ କରିଛନ୍ତି । ଏହି…

ବଦଳିଲା ପାଗ, IMD ଦେଲା ଚେତାବନୀ, ଆଗାମୀ ୩ ଦିନରେ ଭୟଙ୍କର…

ନୂଆଦିଲ୍ଲୀ, ୨୮।୫: ଆଇଏମଡି ଅନୁଯାୟୀ, କେନ୍ଦ୍ରୀୟ ଉତ୍ତର ପ୍ରଦେଶ ଏବଂ ସଂଲଗ୍ନ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ଜାରି ରହିଛି। ଏକ ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ପ୍ରଦେଶରୁ…

Rule Change 1st June: ଜୁନ ୧ରୁ ବଦଳିଯିବ ୬ଟି ବଡ଼ ନିୟମ ପରିବର୍ତ୍ତନ ହେବ, ଆପଣଙ୍କ ପକେଟକୁ କରିବ ପ୍ରଭାବିତ

ନୂଆଦିଲ୍ଲୀ, ୨୮।୫: ମେ ମାସ ଶେଷ ହେବାକୁ ଯାଉଛି, ଏବଂ ଏହା ସହିତ, ଜୁନ ୧ ରୁ ଅନେକ ବଡ଼ ଆର୍ଥିକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାର ଆଶା…

ଇଦ୍‌-ଉଜ୍‌-ଜୁହାରେ ଏମିତି ମେସେଜ୍‌ ଦେଲେ ପ୍ରଧାନମନ୍ତ୍ରୀ: ଆମ ସମାଜରେ…

ନୂଆଦିଲ୍ଲୀ,୨୮।୫: ସାରା ଦେଶରେ ଆଜି ଇଦ୍‌-ଉଜ୍‌-ଜୁହା ପର୍ବ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଅବସରରେ ନାଗରିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ‘ଏକ୍ସ’ ରେ ଏକ…

କର୍ନାଟକ ରାଜନୀତିରେ ରୋଚକ ଦୃଶ୍ୟ, ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କ ପାଦ ଛୁଇଁଲେ ଶିବକୁମାର

ବେଙ୍ଗାଲୁରୁ, ୨୮।୫: କର୍ନାଟକ ରାଜନୀତିରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚାଲିଥିବା କଳ୍ପନାଜଳ୍ପନା ମଧ୍ୟରେ, ଗୁରୁବାର ବେଙ୍ଗାଲୁରୁସ୍ଥିତ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କ ବାସଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ଜଳଖିଆ ବୈଠକ ଅନୁଷ୍ଠିତ…

ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏମିତି ଅପିଲ କରିଦେଲେ ବିଜୟ, ଦେଖିକି ରହିଗଲେ …

ନୂଆଦିଲ୍ଲୀ,୨୮।୫: ତାମିଲନାଡୁରେ କ୍ଷମତା ଗ୍ରହଣ କରିବା ପରେ, ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ବୁଧବାର ପ୍ରଥମ ଥର ପାଇଁ ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…

ଗାଁ ମୁହାଁ ହାତୀ: ଭୟରେ ଗାଁ ଲୋକେ

ବାଙ୍କୀ,୨୮/୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ଜାତ ମୁଣ୍ଡିଆଠାରେ କାଲି ରାତିରୁ ୪ ଟିକିଆ ହାତୀପଲ ବୁଲୁଥିବା ଦେଖି ଅଞ୍ଚଳବାସୀ ଭାୟଭୀତ ଅବସ୍ଥାରେ ଅଛନ୍ତି ।…

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri