ପ୍ରଥମ ଦେଖାରେ ପୁଅଙ୍କ କ’ଣ ପ୍ରଭାବିତ କରିଥାଏ ଝିଅଙ୍କୁ

ପହିଲି ପ୍ରେମ ପରି ପ୍ରଥମ ଦେଖା। ପ୍ରେମିକାପ୍ରେମିକାଙ୍କ ମନରେ ଏହା ଏକ ଅଭୁଲା ସ୍ମୃତି ହୋଇ ରହିଥାଏ। କାରଣ ପ୍ରଥମ ଦେଖାରେ ମନକୁ ଯେଉଁ ଭାବନା ଆସିଥାଏ ତାହା ସବୁଦିନ ପାଇଁ ମନରେ ରହିଯାଏ। ତେବେ ଏହି ପ୍ରଥମ ଦେଖାରେ ଝିଅମାନେ ପୁଅଙ୍କ କେଉଁ ଗୁଣରେ ପ୍ରଭାବିତ ହୋଇଥାନ୍ତି, ଜାଣନ୍ତୁ ସେ ସମ୍ପର୍କରେ ..

ଝିଅମାନେ ପୁଅର ଧନ ସମ୍ପତ୍ତି ପରିବର୍ତ୍ତେ ଆତ୍ମବିଶ୍ୱାସକୁ ଦେଖିଥାନ୍ତି। କାରଣ ସେମାନେ ଜାଣିଥାନ୍ତି କୌଣସି ଅସୁବିଧା ସମୟରେ ଏହି ଆତ୍ମବିଶ୍ୱାସହିଁ ଜଣଙ୍କୁ ବିପଦରୁ ବାହାର କରିଥାଏ।

ପୁଅଙ୍କ ବ୍ୟକ୍ତିଗତ ସ୍ବଭାବ ଝିଅମାନେ ଦେଖିଥାନ୍ତି। ଯେପରିକି ପୋଷାକ ପରିଧାନ, କେଶବିନ୍ୟାସ ଆଦି।

ଅନେକ ସମୟରେ ଏହି ପ୍ରଥମ ଭେଟରେ ମହିଳାମାନେ ପୁଅଙ୍କ ଚାରିତ୍ରିକ ଗୁଣକୁ ମଧ୍ୟ ଦେଖିଥାନ୍ତି। ପ୍ରଥମ ଭେଟରେ ଯଦିଓ ଏହା ସମ୍ଭବ ହୋଇ ନ ଥାଏ, ମାତ୍ର ଚାହାଣିରୁ ଏହାକୁ ନେଇ କିଛିଟା ଅନୁମାନ କରିହୁଏ।

ପୁଅଟି କେତେ ବୁଝିବାର, ବ୍ୟବହାରିକ ଗୁଣର ହୋଇଥାନ୍ତି ତାହା ଝିଅ ଦେଖିଥାନ୍ତି। କାରଣ ମନକୁ ବୁଝୁଥିବା ପୁଅ ଝିଅଙ୍କ ପସନ୍ଦ ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri