ପ୍ରଥମ ଦେଖାରେ ପୁଅଙ୍କ କ’ଣ ପ୍ରଭାବିତ କରିଥାଏ ଝିଅଙ୍କୁ

ପହିଲି ପ୍ରେମ ପରି ପ୍ରଥମ ଦେଖା। ପ୍ରେମିକାପ୍ରେମିକାଙ୍କ ମନରେ ଏହା ଏକ ଅଭୁଲା ସ୍ମୃତି ହୋଇ ରହିଥାଏ। କାରଣ ପ୍ରଥମ ଦେଖାରେ ମନକୁ ଯେଉଁ ଭାବନା ଆସିଥାଏ ତାହା ସବୁଦିନ ପାଇଁ ମନରେ ରହିଯାଏ। ତେବେ ଏହି ପ୍ରଥମ ଦେଖାରେ ଝିଅମାନେ ପୁଅଙ୍କ କେଉଁ ଗୁଣରେ ପ୍ରଭାବିତ ହୋଇଥାନ୍ତି, ଜାଣନ୍ତୁ ସେ ସମ୍ପର୍କରେ ..

ଝିଅମାନେ ପୁଅର ଧନ ସମ୍ପତ୍ତି ପରିବର୍ତ୍ତେ ଆତ୍ମବିଶ୍ୱାସକୁ ଦେଖିଥାନ୍ତି। କାରଣ ସେମାନେ ଜାଣିଥାନ୍ତି କୌଣସି ଅସୁବିଧା ସମୟରେ ଏହି ଆତ୍ମବିଶ୍ୱାସହିଁ ଜଣଙ୍କୁ ବିପଦରୁ ବାହାର କରିଥାଏ।

ପୁଅଙ୍କ ବ୍ୟକ୍ତିଗତ ସ୍ବଭାବ ଝିଅମାନେ ଦେଖିଥାନ୍ତି। ଯେପରିକି ପୋଷାକ ପରିଧାନ, କେଶବିନ୍ୟାସ ଆଦି।

ଅନେକ ସମୟରେ ଏହି ପ୍ରଥମ ଭେଟରେ ମହିଳାମାନେ ପୁଅଙ୍କ ଚାରିତ୍ରିକ ଗୁଣକୁ ମଧ୍ୟ ଦେଖିଥାନ୍ତି। ପ୍ରଥମ ଭେଟରେ ଯଦିଓ ଏହା ସମ୍ଭବ ହୋଇ ନ ଥାଏ, ମାତ୍ର ଚାହାଣିରୁ ଏହାକୁ ନେଇ କିଛିଟା ଅନୁମାନ କରିହୁଏ।

ପୁଅଟି କେତେ ବୁଝିବାର, ବ୍ୟବହାରିକ ଗୁଣର ହୋଇଥାନ୍ତି ତାହା ଝିଅ ଦେଖିଥାନ୍ତି। କାରଣ ମନକୁ ବୁଝୁଥିବା ପୁଅ ଝିଅଙ୍କ ପସନ୍ଦ ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଖି ସମସ୍ୟା ଦୂର କରେ ଅମୃତଭଣ୍ଡା

ବାଡିବଗିଚାରେ ଅମୃତଭଣ୍ଡା ସହଜରେ ମିଳିଥାଏ। କଞ୍ଚା ହେଉ ବା ପାଚିଲା ଉଭୟ ଶରୀର ପାଇଁ ଲାଭଦାୟକ ହୋଇଥାଏ। ଏଥିରେ ଭିଟାମିନ ଏ, ବି, ସି ଓ...

ସ୍ବାଦ, ଘ୍ରାଣଶକ୍ତି କମିବା କରୋନାର ନୂଆ ଲକ୍ଷଣ

ନୂଆଦିଲ୍ଲୀ,୧୪ା୬: କେନ୍ଦ୍ର ସରକାର କରୋନା ରୋଗର ଲକ୍ଷଣ ମଧ୍ୟରେ ଆଉ ୨ଟିକୁ ସାମିଲ କରିଛନ୍ତି। ତାହା ହେଲା ସଂକ୍ରମିତଙ୍କଠାରେ ହଠାତ୍‌ ସ୍ବାଦ ବାରିବା ଓ ଘ୍ରାଣଶକ୍ତି...

ହାର୍ଟଆଟାକ୍‌ ଓ ମେଦବହୁଳତାରୁ ଦୂରେଇ ରହିବା ପାଇଁ ସପ୍ତାହରେ ଏଥିରୁ ୨ ଥର…

ଛତୁରେ ବହୁ ମାତ୍ରାରେ ପୋଷକତ୍ବ ରହିଛି। ଏହା ଶରୀର ପାଇଁ ବେଶ୍‌ ଲାଭଦାୟକ। ଛତୁ ଶରୀରର ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ସହାୟକ ହୋଇଥାଏ। ସପ୍ତାହରେ...

ଘରକୁ ସ୍ବର୍ଗ କରିବା ପାଇଁ ଏହି ୩ଟି କଥାକୁ ମହତ୍ତ୍ୱ ଦେଇଛନ୍ତି ଚାଣକ୍ୟ, ଜାଣନ୍ତୁ କ’ଣ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଜୀବନ ବିଷୟରେ ଅନେକ କିଛି ଉଲ୍ଲେଖ କରିଛନ୍ତି। ଏହାର ଏକ ଶ୍ଳୋକରେ ଘରକୁ ସ୍ବର୍ଗ ପରି କରିବା ପାଇଁ ତିନୋଟି...

ଚକୋଲେଟ୍‌ କାଜୁ କଟ୍‌ଲୀ

ଆବଶ୍ୟକ ସାମଗ୍ରୀ: ୪.୫ କପ୍‌ କାଜୁ, ୨ କପ୍‌ ଚିନି, ୨୦୦ ମିଲି ପାଣି, ୨ କପ୍‌ ମିଲ୍କ ଚକୋଲେଟ୍‌ କିମ୍ବା ଡାର୍କ ଚକୋଲେଟ୍‌। ପ୍ରସ୍ତୁତି...

ଏହି ୫ ରାଶିର ବ୍ୟକ୍ତିଙ୍କ ଜାତକରେ ଅଛି ପ୍ରେମ ବିବାହ : କୌଣସି ପରିସ୍ଥିତିରେ ଛାଡ଼ନ୍ତି ନାହିଁ ପାର୍ଟନରଙ୍କ ହାତ

ହିନ୍ଦୁ ଧର୍ମରେ ବିବାହ ସମୟରେ ବର ଏବଂ କନ୍ୟାଙ୍କ ଜାତକ ମିଶାଇବା ପରମ୍ପରା ରହିଛି। ତେବେ ଅନେକ ଲୋକ ଜାତକ ସହିତ ଜଡିତ ପରମ୍ପରାକୁ ଅନୁସରଣ...

ଘରେ କେଉଁ ଦିଗରେ କ’ଣ ରହିବା ଆବଶ୍ୟକ ଜାଣନ୍ତୁ: ଏହି ଭୁଲ୍‌ ପାଇଁ ଦେଖାଦେଇପାରେ ଆର୍ଥିକ ସମସ୍ୟା

ବାସ୍ତୁଶାସ୍ତ୍ରରେ ଘରର କେଉଁ ଜିନିଷ କେଉଁ ସ୍ଥାନରେ ରହିବା ଉଚିତ୍‌ ଏହା ବର୍ଣ୍ଣନା କରାଯାଇଛି। ଅନେକ ସମୟରେ ଏହା ମଧ୍ୟ ଠିକ୍‌ ସ୍ଥାନରେ ନ ରହିଲେ...

ଘରୋଇ ଉପାୟ: ହଳଦୀ ଦାଗ କିପରି ଛଡାଇବେ

ମସଲାଦାର ଖାଦ୍ୟ, ତରକାରୀ ଆଦି ଖାଇବାର ମଜା ନେବା ସମୟରେ ବେଳେ ବେଳେ ଆମ ଶାର୍ଟ ବା ଡ୍ରେସ୍‌ ଆଦିରେ ହଳଦୀ ଦାଗ ଲାଗିଯାଏ ।...

Advertisement


Archives

Model This Week