ପ୍ରଥମେ ଆଳୁ ଗାଡ଼ି ଛାଡ଼ିଲେନି, ପରେ ଆଳୁ ଜଗିବାକୁ ଲଗାଇଲେ…

ପଶ୍ଚିମବଙ୍ଗ,୧୧।୮: ପ୍ରଥମେ ଆଳୁ ଗାଡ଼ି ଛାଡ଼ିଲେନି, ପରେ ଆଳୁ ଟ୍ରକ୍‌ ଜଗିବାକୁ ସିସିଟିଭି ଲଗାଇଲେ। ଗଳାବାଟ ଦେଇ ଅଳୁ ଆସୁଥିବା ଜାଣି ଚିହିଁକି ଉଠିଲା ପଞ୍ଚିମବଙ୍ଗ ସରକାର। ଓଡ଼ିଶା ସୀମା ନୀଳଦା ଗାଁର ରାସ୍ତା ପାର୍ଶ୍ୱରେ ପଶ୍ଚିମବଙ୍ଗ ପୋଲିସ ସିସିଟିଭି ଲଗାଇ ଆଳୁ ଗାଡ଼ି ରୋକିବାକୁ ଯୋଜନା ଚଳାଇଛି। ଲକ୍ଷ୍ମଣନାଥ ଟୋଲ ଗେଟ୍‌ରେ ଜଗି ପଶ୍ଚିମବଙ୍ଗ ପୋଲିସ ଆଳୁ ଗ।ଡ଼ି ଓଡ଼ିଶାକୁ ଛାଡ଼ୁନାହିଁ । ହେଲେ କିଛି ଛୋଟ ଛୋଟ ଗାଡ଼ି ଆଳୁ ଓଡ଼ିଶାକୁ ବିଭିନ୍ନ ବାଟ ଦେଇ ପଶୁଛି । ତେଣୁ ଏହି ସବୁ ଗଳା ବାଟରେ ଏବେ ସିସିଟିଭି ଜରିଆରେ ନଜର ରଖିବାକୁ ଏମିତି ବ୍ୟବସ୍ଥା କରିଛି ପଶ୍ଚିମବଙ୍ଗ ପୋଲିସ । ଅପରପକ୍ଷେ, ରାଜ୍ୟରେ ଆଳୁ ଦର କିଛିଟା କମିଛି । ଆଜି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଆଳୁ କିଲୋ ପିଛା ୩୬ରୁ ୪୦ ଟଙ୍କା ମଧ୍ୟରେ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri