ପୂର୍ବ ୟୁକ୍ରେନରେ ରୁଷ୍‌ର ବଡ଼ଧରଣର ଆକ୍ରମଣ

କିଭ୍‌,୨୦।୫: ପୂର୍ବ ୟୁକ୍ରେନର ସେବେରୋଦୋନେସ୍କରେ ରୁଷ୍‌ ପୁଣି ଏକ ବଡ଼ଧରଣର ଆକ୍ରମଣ କରିଛି। ଆକ୍ରମଣରେ ୧୨ ଜଣ ପ୍ରାଣ ହରାଇଥିବା ବେଳେ ୪୦ ଜଣ ଆହତ ହୋଇଛନ୍ତି । ଏହାସହ ଦୋନବାସ ଆଡକୁ ରୁଷ୍‌ ସୈନ୍ୟ ଅଗ୍ରସର ହେଉଥିବା ଜଣାପଡିଛି। ଅନ୍ୟପକ୍ଷେ ରୁଷ୍‌ ସୈନ୍ୟ ଜନବସତି ଅଞ୍ଚଳରେ ଏୟାର ଷ୍ଟ୍ରାଇକ କରୁଥିବା ଅଭିଯୋଗ ହୋଇଛି।
ଅନ୍ୟପକ୍ଷେ ଆମେରିକା ୟୁକ୍ରେନକୁ ୪୦ ବିଲିୟନ ଡଲାରର ଏକ ପ୍ୟାକେଜ ଦେବାକୁ ଘୋଷଣା କରିଛି । ରୁଷ୍‌-ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ଦିନ ଧରି ଚାଲିବ ବୋଲି ପେଣ୍ଟାଗନ୍‌ର ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାକ୍ଷରତା ହାରରେ ୨୮ତମ ସ୍ଥାନରେ ଓଡ଼ିଶା, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ…

ଭୁବନେଶ୍ୱର,୧୨ା୫(ସୁଚିସ୍ମିତା ସାହୁ): ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ୨୮ ରାଜ୍ୟ ଓ ୮ କେନ୍ଦ୍ରଶାସିତ ଅଞ୍ଚଳର ସାକ୍ଷରତା ହାର ପ୍ରକାଶ ପାଇଛି। ଓଡ଼ିଶା ୨୮ ନମ୍ବର…

ଟ୍ରମ୍ପଙ୍କ ସହ ବିଶ୍ୱାସଘାତକତା କଲେ ଶେହବାଜ-ମୁନିର! ଶାନ୍ତି ସ୍ଥାପନକାରୀ ଆଳରେ ଆମେରିକାର ପିଠିରେ ଭୁସୁଛନ୍ତି ଛୁରି

ଓ୍‌ବାଶିଂଟନ୍‌,୧୨।୫: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ପ୍ରକାଶ ପାଇଛି, ଯେଉଁଥିରେ ଆମେରିକୀୟ ଅଧିକାରୀଙ୍କ ଉଦ୍ଧୃତି ଦିଆଯାଇଛି ଯେ ପାକିସ୍ତାନ…

ପିସିଆର କର୍ମଚାରୀ ଶିଖିବେ ଆଚାର ସଂହିତା

ଭୁବନେଶ୍ୱର,୧୨ା୫(ତ୍ରିନାଥ ମହାନ୍ତି): ଆଇନଶୃଙ୍ଖଳା ଓ ଅପରାଧ ରୋକିବାରେ ପ୍ରମୁଖ ଭୂମିକା ନେଇଥାନ୍ତି ଥାନା ପିସିଆର୍‌ କର୍ମଚାରୀ। ଥାନା କିମ୍ବା କଣ୍ଟ୍ରୋଲ ରୁମ୍‌କୁ ଖବର ଯିବା ମାତ୍ରେ ସେମାନେ…

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ପ୍ରତିଶ୍ରୁତି ପୂରଣ କରିଲାନି ପ୍ରଶାସନ, ଶତାଧିକ ମହିଳା, ପୁରୁଷ ଏକାଠି ହୋଇ…

ମୋହନା,୧୧।୫( ମନ୍ମଥ ମିଶ୍ର ) : ପ୍ରତିଶ୍ର୍ରୁତି ପୂରଣ କରିଲାନି ପ୍ରଶାସନ। ପ୍ରକଳ୍ପ କାମ ବନ୍ଦ କଲେ ବିସ୍ଥାପିତ ଅଞ୍ଚଳବାସୀ । ଦୀର୍ଘ ବର୍ଷଧରି ଚାଲୁ ରହିଥିବା…

ବ୍ଲକ ପ୍ରଶାସନର ନାକ ତଳେ ନିୟମକୁ ‘ଫୁ’: ଅଧପନ୍ତରିଆ ସଭାଗୃହ, ପଚାରିଲେ ଅଧିକାରୀ କହୁଛନ୍ତି ଏମିତି…

ଥୁଆମୂଳ ରାମପୁର, ୧୧ା୫ (ଦୁର୍ଗା କୀର୍ତ୍ତି) : ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଖୋଦ ବ୍ଲକ ପ୍ରଶାସନର ଆଖି ସାମ୍ନାରେ ଚାଲିଛି ମନମୁଖୀ କାର୍ଯ୍ୟ। କଳାହାଣ୍ଡି ଜିଲା…

ବାଘ ଭୟରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ: ଧରିବାକୁ ଡ୍ରୋନ ଚଳାଇଛି ବନବିଭାଗ, ହେଲେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟର ଜକର ଗ୍ରାମ ନିକଟ ମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri