ଭୂସ୍ଖଳନରେ ଚାଲିଗଲା ୩୬ ଜୀବନ

ଲିମା,୭।୨: ଦକ୍ଷିଣ ପେରୁର ଏକ ଭୂସ୍ଖଳନରେ ଅତି କମରେ ୩୬ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଭୂସ୍ଖଳନ ଘଟଣାରେ ଅନେକ ଲୋକ ଆହତ ହୋଇଥିବା କୁହାଯାଉଛି। ପ୍ରବଳ ବର୍ଷା ପରେ ପେରୁରେ ଭୂସ୍ଖଳନ ଘଟିଛି। କାମାନା ପ୍ରଦେଶର ମାରିଆନୋ ନିକୋଲାସ ଭାଲକାରସେଲ ପୌରପାଳିକାର ପ୍ରତିରକ୍ଷା ଅଧିକାରୀ ୱିଲସନ ଗୁଟିରେଜ କହିଛନ୍ତି, ମିସ୍କି ନାମକ ଏକ ଦୁର୍ଗମ ଅଞ୍ଚଳରେ ୩୬ଟି ମୃତଦେହ ଉଦ୍ଧାର କରାଯାଇଛି।
ବର୍ତ୍ତମାନ ଡାକ୍ତରଖାନାରେ ଆହତଙ୍କ ଚିକିତ୍ସା ଚାଲିଛି। ଅନେକ ଲୋକଙ୍କୁ ଏକ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ନିଖୋଜ ଲୋକଙ୍କୁ ଖୋଜିବା ପାଇଁ ଦଳ କାର୍ଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri