ଆମେରିକାରେ ପୁଣି ଗୁଳିକାଣ୍ଡ: ଗଲା ୩ ଜୀବନ

ୱାଶିଂଟନ,୧୦।୬: ଆମେରିକାରେ ପୁଣି ଏକ ଗୁଳିକାଣ୍ଡ ଘଟିଛି। ନର୍ଦନ ମ୍ୟାରିଲାଣ୍ଡରେ ଥିବା ଗୋଟିଏ ଫ୍ୟାକ୍ଟ୍ରିରେ ଜଣେ ବନ୍ଧୁକଧାରୀ ଆଖିବୁଜା ଗୁଳିମାଡ କରିଛି। ବନ୍ଧୁକଧାରୀ ଓ ଫ୍ୟାକ୍ଟ୍ରୀର ଜଣେ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ୩ ଜଣଙ୍କ ଜୀବନ ଯାଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ତେବେ ସେମାନେ ଆକ୍ରମଣ ପଛର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। ଏବେ ଏହି ଘଟଣାରେ ତଦନ୍ତ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଔଷଧ କମ୍ପାନୀକୁ ୧୦ କୋଟି କରୋନା ଟିକା ଯୋଗାଇବ ରୁଷିଆ

ମସ୍କୋ,୧୬।୯-କରୋନା ମୁକାବିଲା ପାଇଁ ରୁଷିଆ ଭାରତକୁ ୧୦ କୋଟି ସ୍ପୁଟନିକ-ଭି ଟିକା ଯୋଗାଇ ଦେବ। ଏହି ଟିକା ଭାରତର ଫାର୍ମା କମ୍ପାନୀ ଡକ୍ଟର ରେଡ୍ଡୀ ଲାବୋରେଟୋରିକୁ...

‘ପୁଟିନ ଅମ୍ଳଜାନ ଖୋଜୁଛନ୍ତି’

ଓ୍ବାଶିଂଟନ,୬ା୧: ରୁଷିଆ ୩୬ ଘଣ୍ଟିଆ ଅସ୍ତ୍ର ବିରତି ଘୋଷଣାକୁ ନେଇ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପୁଟିନଙ୍କୁ କଟାକ୍ଷ କରିଛନ୍ତି। ସେ କହିଛନ୍ତି, ୟୁକ୍ରେନ ଆକ୍ରମଣରେ...

ପରସ୍ପରକୁ ଆଖି ଦେଖାଇଲେ ଚାଇନା-ଆମେରିକା

ଓ୍ବାଶିଂଟନ୍‌,୧୯।୩: ଆମେରିକାରେ ନୂତନ ସରକାର ଗଠନ ପରେ ପ୍ରଥମ ଥର ପାଇଁ ଚାଇନା ସହିତ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ଦୁଇ...

ମଝି ଆକାଶରେ ୨ ହେଲିକପ୍ଟର ମଧ୍ୟରେ ଧକ୍କା: ୧୫ ମୃତ

କାବୁଲ, ୧୪।୧୦: ଆଫଗାନିସ୍ତାନରେ ୨ ବାୟୁସେନା ହେଲିକପ୍ଟର ମଧ୍ୟରେ ଧକ୍କା ହୋଇଛି। ଏଥିରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ...

ମୋଦିଙ୍କ ସହ କଥା ହେଲେ ଜେଲେନ୍‌ସ୍କି: କହିଲେ…

କିଭ୍‌/ନୂଆଦିଲ୍ଲୀ,୫।୧୦: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଗତ ୭ମାସରୁ ଉର୍ଦ୍ଧ୍ୱ ହେବ ଯୁଦ୍ଧ ଜାରି ରହିଛି। ଇତିମଧ୍ୟରେ ଏହି ଯୁଦ୍ଧକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

୧୫୦ କୋଟି ସ୍କୁଲ ପିଲାଙ୍କ ପାଠପଢ଼ା ଠପ୍‌

ଓ୍ବାଶିଂଟନ, ୧୯।୭: ଜାରି ରହିଥିବା କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ପୃଥିବୀ ବହୁ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏପରିସ୍ଥଳେ ୧୫୦ କୋଟିରୁ ଅଧିକ...

ରାଜନୀତି ପରେ ଏବେ ବକ୍ସିଂରେ ଟ୍ରମ୍ପ୍‌…

ଓ୍ବାଶିଂଟନ,୯।୯: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବେ ରାଜନୀତି ଛାଡ଼ି ବକ୍ସିଂରେ ଯୋଗଦେବାକୁ ଯାଉଛନ୍ତି। ସେ ବକ୍ସିଂ ରିଙ୍ଗ୍‌ରେ ଫାଇଟ୍‌ କରିବେନି। ମାତ୍ର ବକ୍ସି...

ଖାଦ୍ୟ ସୁରକ୍ଷାର ସମାଧାନ ଉପରେ ଗୁରୁତ୍ୱାରୋପ କଲେ ବିଶ୍ୱ ନେତା…

ନ୍ୟୁୟର୍କ,୨୨।୯ : ୟୁରୋପ, ଆମେରିକା ଏବଂ ଆଫ୍ରିକାର ଅନେକ ନେତା ରୁଷିଆ-ୟୁକ୍ରେନ ଯୁଦ୍ଧ ଏବଂ ଜଳବାୟୁ ପରିବର୍ତ୍ତନ ଯୋଗୁଁ ବୃଦ୍ଧି ପାଉଥିବା ବିଶ୍ୱ ଖାଦ୍ୟ ସଙ୍କଟର...

Advertisement
Archives

Model This Week