ରାତିରେ ଜବତ ହେଲା ଛତିଶଗଡ଼ରରୁ ଆସୁଥିବା ୪ ଧାନ ଗାଡ଼ି

ପଦ୍ମପୁର,୫।୭: ଛତିଶଗଡ଼ରୁ ବରଗଡ଼କୁ ଆସୁଥିବା ୪ଟି ଧାନ ବୋଝେଇ ଟ୍ରକ୍‌କୁ ପଦ୍ମପୁର ପୋଲିସ ସୋମବାର ରାତ୍ରିରେ ଜବତ କରିଛି। ସ୍ଥାନୀୟ ଯୋଗାଣ ନିରୀକ୍ଷକ ସୁନୀତା ନାହକଙ୍କ ଉପସ୍ଥିତିରେ ଟ୍ରକ୍‌ଗୁଡ଼ିକୁ ଏକ ରାଇସ୍‌ ମିଲରେ ଜିମା ଦିଆଯାଇଛି। ଛତିଶଗଡ଼ ପଟୁ ନଂ.ସିଜି୦୪ଜି ୫୯୦୩, ନଂ.ଓଆର୦୯ଏନ ୨୯୮୫, ନଂ.ଓଆର୧୭ସି ୭୯୬୫ ଏବଂ ନଂ.ଓଆର୦୯ଏନ୨୯୦୫ ନମ୍ବର ବିଶିଷ୍ଟ ଟ୍ରକ୍‌ରେ ବହୁ ପରିମାଣର ଧାନ ବୋଝେଇ ହୋଇ ବରଗଡ଼ ଆସୁଥିବା ନେଇ ପଦ୍ମପୁର ପୋଲିସକୁ ସୂଚନା ମିଳିଥିଲା। ଏନେଇ ପଦ୍ମପୁର ଥାନା ଅଧିକାରୀ ରାଜେନ୍ଦ୍ର କୁମାର ସିଆଳ ଏବଂ ଅନ୍ୟ ପୋଲିସ କର୍ମଚାରୀ ଚଢାଉ କରି ଉକ୍ତ ଧାନ ବୋଝେଇ ଟ୍ରକ୍‌ ଗୁଡ଼ିକୁ ଧରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉଚ୍ଚ ଶିକ୍ଷାନୁଷ୍ଠାନରେ କମିଲା ଖରା ଛୁଟି

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ରାଜ୍ୟରେ ଉଚ୍ଚ ଶିକ୍ଷାନୁଷ୍ଠାନରେ ଖରା ଛୁଟି କମାଇଲେ ସରକାର। ଜୁନ୍‌ ୧ରୁ ୧୬ ପର୍ଯ୍ୟନ୍ତ ଖରା ଛୁଟି ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏ...

ଜେଲ ଗଲେ ପୂର୍ବତନ ବିଜେଡି ବିଧାୟକ

ଫୁଲବାଣୀ ଅଫିସ,୨୩ା୨- ପଥଚାରୀଙ୍କୁ ମାଡ଼ ମାରିବା ସହ ଲୁଟ ଅଭିଯୋଗରେ ମଙ୍ଗଳବାର ଫୁଲବାଣୀର ପୂର୍ବତନ ବିଜେଡି ବିଧାୟକ ଦେବେନ୍ଦ୍ର କହଁର ଗିରଫ ହୋଇଛନ୍ତି। ଟାଉନ୍‌ ଥାନା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ମନ୍ତ୍ରୀଙ୍କ ପ୍ରଚାର

କାମାକ୍ଷାନଗର,୧୦ା୨(ଡି.ଏନ.ଏ)  ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ଲାଗି ପ୍ରଚାର ମଙ୍ଗ ଧରିଛନ୍ତି ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ପ୍ରଫୁଲ୍ଲ ମଲ୍ଲିକ। ବୁଧବାର...

ଭଞ୍ଜନଗରରେ କରୋନା ଭୟ: ପରୀକ୍ଷା କରାଇବାକୁ କଟକ ଗଲେ ଡାକ୍ତରୀ ଛାତ୍ର

ଭଞ୍ଜନଗର,୧୫।୨ (ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ସହରରେ କରୋନା ଭୂତାଣୁ ଭୟ ଦେଖାଦେଇଛି। ଗତ ଜାନୁୟାରୀ ୧୪ରେ ଚାଇନାରୁ ଫେରିଥିବା ଜଣେ ଡାକ୍ତରୀ ଛାତ୍ରଙ୍କୁ କରୋନା...

ପୁରୀ ସୁରକ୍ଷା ମଞ୍ଚ- ପ୍ରଶାସନ ବୈଠକ ବିଫଳ: ଜିଲାପାଳ କହିଲେ ‘ବ୍ୟବସାୟିକ କୋଠା ଉଚ୍ଛେଦ ପ୍ରକ୍ରିୟା ଜାରି ରହିବ’

ପୁରୀ ଅଫିସ,୪।୯: ପୁରୀରେ ଚାଲିଥିବା ଉଚ୍ଛେଦ ଅଭିଯାନକୁ ନେଇ ସୁରକ୍ଷା ମଞ୍ଚ ଏବଂ ପ୍ରଶାସନ ମଧ୍ୟରେ ହୋଇଥିବା ବୈଠକ ବିଫଳ ହୋଇଛି। ଉଚ୍ଛେଦ ବନ୍ଦ ନେଇ...

ହାତୀ ଆକ୍ରମଣରେ ବୃଦ୍ଧ ଗୁରୁତର

ପରଜଙ୍ଗ,୭।୧(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଲୋଧଣି ପଞ୍ଚାୟତ ପାଳସାହି ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି।...

ଟ୍ରେନ୍‌ ଆଗକୁ ଡେଇଁ ରେଳ କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ

ରାଉରକେଲା ଅଫିସ,୧୫।୧: ସୁନ୍ଦରଗଡ଼ ଜିଲା ବନ୍ଧମୁଣ୍ଡା ରେଳ ଷ୍ଟେଶନରେ ଜଣେ ରେଳ କର୍ମଚାରୀ ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଟ୍ରେନ୍‌ରେ ତାଙ୍କର ଗୋଟିଏ...

ପଥର ଖୋଲରୁ ୨ ମୃତଦେହ ଉଦ୍ଧାର

ଆର.ଉଦୟଗିରି,୨୬ା୧(ଡି.ଏନ.ଏ.)-ଗଜପତି ଜିଲା ଆର.ଉଦୟଗିରି ଥାନା ଖମ୍ଭାରିସାହି ଗ୍ରାମ ନିକଟସ୍ଥ ତିତ୍‌ଲି ଆମ୍ବ ପର୍ବତର ଏକ ପଥର ଖୋଲରୁ ଶନିବାର ପୋଲିସ ଜଣେ ମହିଳା ଓ ପୁରଷଙ୍କ...

Advertisement
Archives

Model This Week