କରୋନା ପ୍ରଥମେ ଯେଭଳି ଘାତକ ଥିଲା ଏବେ ବି ରହିଛି ସେଭଳି: ମୋଦି

ନୂଆଦିଲ୍ଲୀ, ୨୬।୭: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୬୭ ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି ଯେ, କରୋନା ସଂକ୍ରମଣ ପ୍ରଥମେ ଯେଭଳି ଘାତକ ଥିଲା ଏବେ ବି ସେଭଳି ରହିଛି। ତେଣୁ ଜାରି ହୋଇଥିବା ମାର୍ଗଦର୍ଶିକାକୁ ଭଲଭାବେ ପାଳନ କରିବା ଅପରିହାର୍ଯ୍ୟ। ଏହାଦ୍ୱାରା କରୋନା ସଂକ୍ରମଣରୁ ଦୂରେଇ ରହିବା ସମ୍ଭବ ହୋଇପାରିବ। ମାସ୍କ୍‌ ବାହାର କରିବାକୁ ଇଛା ହେଲେ କିଛି କ୍ଷଣ ପାଇଁ କରୋନା ଆକ୍ରାନ୍ତଙ୍କ ଚିକିତ୍ସା କରୁଥିବା ଡାକ୍ତରଙ୍କ ବିଷୟରେ ଚିନ୍ତା କରିବାକୁ ମୋଦି ପରାମର୍ଶ ଦେଇଛନ୍ତି। କରୋନା ଲଢ଼େଇର ଆଗ ଧାଡ଼ିରେ ଥିବା ଏହି ଯୋଦ୍ଧାମାନେ ଲଗାତାର ଘଣ୍ଟା ଘଣ୍ଟା ଧରି ମାସ୍କ୍‌ ପିନ୍ଧୁଛନ୍ତି। ଏହା ମନରେ ପ୍ରେରଣା ସୃଷ୍ଟି କରିବ ବୋଲି ମୋଦି କହିଛନ୍ତି। କରୋନା ଲଢ଼େଇରେ ସଚେତନ ଏବଂ ସତର୍କ ଭାବେ କାର୍ଯ୍ୟ କରିବାକୁ ସେ ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ, ମହିଳାଙ୍କୁ କହିଲେ ଇନଷ୍ଟାଗ୍ରାମରେ….

ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ସମ୍ପ୍ରତ୍ତି କେବଳ ମହିଳାଙ୍କ ବିକାଶ ନୁହେଁ, ବରଂ ମହିଳାମାନଙ୍କ ନେତୃତ୍ୱରେ ସମାଜର ସର୍ବାଙ୍ଗୀନ ବିକାଶ ହେଉଛି। ମହିଳାଙ୍କ ବିକାଶରେ ମିଶନ ଶକ୍ତି ଓ ସୁଭଦ୍ରା…

ଏକାଠି ଖେଳିବେ ସଞ୍ଜୁ ସାମସନ-ବୈଭବ ସୂର୍ଯ୍ୟବଂଶୀ? ଜଣେ ଖେଳାଳିଙ୍କୁ ଦେବାକୁ ପଡିବ ‘ବଳିଦାନ’

ନୂଆଦିଲ୍ଲୀ,୮।୭: ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ସଂଘର୍ଷ କରୁଛି, ପ୍ରଥମ ତିନୋଟି ମ୍ୟାଚରେ ବିଜୟ ହାସଲ କରିପାରି ନାହିଁ। ମଙ୍ଗଳବାର ରାତିରେ ଇଂଲଣ୍ଡ ଭାରତକୁ…

ଚୌଦ୍ୱାର ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିଲେ କାଉନସିଲର ସୁବ୍ରତ ସାମଲ, ଦର୍ଶାଇଲେ ଏହି କାରଣ

ଚୌଦ୍ବାର,୮।୭: ବିଜେଡିରୁ ଇସ୍ତଫା ଦେଲେ ଚୌଦ୍ୱାର ୧୨ନଂ ୱାର୍ଡ କାଉନସିଲର । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୁବ୍ରତ ସାମଲ ଇସ୍ତଫା ପତ୍ର ପଠାଇଛନ୍ତି । ତାଙ୍କର…

ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଏବେଠୁ କର୍ମୀଙ୍କୁ କର୍ଣ୍ଣମନ୍ତ୍ର ଦେବାକୁ ବିଜେଡିର ମେଳି

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ହେବ ଏଥିପାଇଁ ଏବେଠାରୁ ଗାଁଗାଁରେ ଲୋକଙ୍କୁ ବିଭିନ୍ନ ଦଳ ପକ୍ଷରୁ ଦିଆଯାଉଛି ମନ୍ତ୍ରଣା। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ…

‘ରିସେଟ’ର ମୂଲ୍ୟ ଦେଉଛି ଟିମ ଇଣ୍ଡିଆ? ଲଗାତାର ପରାଜୟ ଉପରେ ନୀରବତା ଭାଙ୍ଗିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୮।୭: ଇଂଲଣ୍ଡ ବିପକ୍ଷରେ ୧୨୫ ରନର ଦମ ଦାର ପରାଜୟ ପରେ ଏହା କ୍ରମାଗତ ଚତୁର୍ଥ ଟି-୨୦ ପରାଜୟ, ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର…

EDର ବଡ଼ କାର୍ଯ୍ୟାନୁଷ୍ଠାନ, ଟିଏମସିର ୩ଟି ବ୍ୟାଙ୍କ ଆକାଉଣ୍ଟ୍ ଫ୍ରିଜ୍ କଲା ED

କୋଲକାତା,୮।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ବଡ଼ ଝଟକା ଲାଗିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ତୃଣମୂଳ କଂଗ୍ରେସ (TMC) ସହିତ ଜଡିତ ତିନୋଟି ଆକାଉଣ୍ଟକୁ ଫ୍ରିଜ୍…

ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ପୁଣେ,୮।୭: ମହାରାଷ୍ଟ୍ରର ପିମ୍ପରି-ଚିଞ୍ଚୱାଡରେ ବୁଧବାର ଅପରାହ୍ନରେ ଏକ ବଡ଼ ଦୁର୍ଘଟଣା ଘଟିଛି, ଯେଉଁଠାରେ ‘ଆବର୍ଜନାରୁ ଶକ୍ତି’ ପ୍ରକଳ୍ପ ସ୍ଥାନରେ ନିର୍ମାଣାଧୀନ କୋଠାର ଏକ ଅଂଶ ହଠାତ ଭୁଶୁଡ଼ି…

ରାଇକିଆରେ ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ

ରାଇକିଆ,୮ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ରଥଯାତ୍ରା ପାଇଁ ଜଗନ୍ନାଥ ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri