Posted inଜାତୀୟ

୫ ପର୍ଯ୍ୟାୟ ନିର୍ବାଚନ ଶେଷରେ ଭାଜପା ଜିତିସାରିଛି ଏତିକି ଆସନ: ଦାବି କଲେ ଶାହା

କୋଲକାତା,୨୨।୫: ଦେଶର ବିଭିନ୍ନ ସ୍ଥାନରେ ପାଞ୍ଚ ପର୍ଯ୍ୟାୟ ଭୋଟ ଶେଷ ହେବା ପରେ ଲୋକ ସଭା ନିର୍ବାଚନରେ ଭାଜପା ୩୧୦ଟି ଆସନ ଅତିକ୍ରମ କରିଛି ବୋଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବୁଧବାର ଦାବି କରିଛନ୍ତି। ସେ କହିଛନ୍ତି,ଭୋଟିଂର ଅବଶିଷ୍ଟ ଦୁଇଟି ପର୍ଯ୍ୟାୟ ପରେ ଭାଜପା ୪୦୦ ଆସନର ଲକ୍ଷ୍ୟକୁ ଅତିକ୍ରମ କରିବ। ଲୋକ ସଭା ନିର୍ବାଚନରେ ଭାଜପା ନିଜ ପାଇଁ ୩୭୦ଟି ଆସନ ଜିତିବାର ଲକ୍ଷ୍ୟ ରଖିଥିବାବେଳେ ଏନଡିଏ ପାଇଁ ୪୦୦ଟି ଆସନ ଧାର୍ଯ୍ୟ କରାଯାଇଛି।
ପଶ୍ଚିମବଙ୍ଗର କାନ୍ଥିରେ ଏକ ନିର୍ବାଚନ ରାଲିରେ ସମ୍ବୋଧିତ କରି ଶାହା କହିଛନ୍ତି,ମା’-ମାଟି-ମନୁଷ ସ୍ଲୋଗାନ ଦେଇ କ୍ଷମତାକୁ ଆସିଥିବା ମମତା ଏହି ସ୍ଲୋଗାନକୁ ମୁଲ୍ଲା, ମଦ୍ରାସା ଏବଂ ମାଫିଆରେ ପରିବର୍ତ୍ତନ କରିଛନ୍ତି।
ଅମିତ ଶାହା କହିଛନ୍ତି, ୭୦ ବର୍ଷ ଧରି କଂଗ୍ରେସ ଏବଂ ଟିଏମସି ରାମ ମନ୍ଦିରକୁ ଅଟକାଇବାରେ ଲାଗିପଡିଥିଲେ। ଆପଣମାନେ ମୋଦି ଜୀଙ୍କୁ ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ କରିଥିଲେ, ୫ ବର୍ଷ ମଧ୍ୟରେ ସେ ଏହି ମାମଲାରେ ଜିତିଥିଲେ। ଭୂମି ପୂଜନ କରିଥିଲେ ଏବଂ ଜାନୁଆରୀରେ ମଧ୍ୟ ଏହି ପ୍ରାଣ ପ୍ରତିଷ୍ଠା ହୋଇଥିଲା। ପ୍ରାଣ ପ୍ରତିଷ୍ଠା ପାଇଁ ମମତା ଦିଦିଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଥିଲା। କିନ୍ତୁ ସେ ଅଯୋଧ୍ୟାକୁ ଯାଇ ନଥିଲେ। ଭୋଟ ବ୍ୟାଙ୍କକୁ ଭୟ କରୁଥିବାରୁ ସେ ଯାଇ ନ ଥିଲେ। ତାଙ୍କ ଭୋଟ ବ୍ୟାଙ୍କ ଅନୁପ୍ରବେଶକାରୀ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀରେ କୂଳ ଖାଇ ଚାଲିଛି ସମୁଦ୍ର, ପ୍ରତିଶ୍ରୁତି ଦେଇ ରକ୍ଷଣାବେକ୍ଷଣ ଦାୟିତ୍ୱ ଭୁଲିଗଲା କମ୍ପାନୀ

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ସମୁଦ୍ର ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ତୀବ୍ର ସମୁଦ୍ର କୂଳ…

ଅବସର ନେଇ ଚକିତ କରାଇଲେ ଏହି ୩୮ ବର୍ଷୀୟ ଖେଳାଳି, କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ,୧୭।୯: ଅଷ୍ଟ୍ରେଲିଆର ଅଭିଜ୍ଞ ୱିକେଟ୍‌କିପର-ବ୍ୟାଟର ମାଥ୍ୟୁ ୱେଡ୍ ବିଗ୍‌ ବାଶ୍‌ ଲିଗ୍‌ (BBL)ରୁ ଅବସର ଘୋଷଣା କରିଛନ୍ତି । ଏହା ପୂର୍ବରୁ ସେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ମଧ୍ୟ…

ସେମିକନ୍ ଇଣ୍ଡିଆରେ ବଡ଼ ଘୋଷଣା କଲେ ଅଶ୍ୱିନୀ ବୈଷ୍ଣବ, ଓଡ଼ିଶାରେ ହେବ…

ନୂଆଦିଲ୍ଲୀ,୧୭।୯: ସେମିକଣ୍ଡକ୍ଟର କ୍ଷେତ୍ରରେ ଭାରତର ପରବର୍ତ୍ତୀ ପର୍ଯ୍ୟାୟର ଅଭିଯାନ ଅଧିକ ବ୍ୟାପକ ହେବ। ଦେଶରେ ଅତିକମ୍‌ରେ ୨୦୦ଟି ଷ୍ଟାର୍ଟଅପ୍‌ ଓ କମ୍ପାନୀକୁ ଚିପ୍‌ ଡିଜାଇନ କାର୍ଯ୍ୟରେ ସାମିଲ…

ଆଉ ୨ ଦିନ ପରେ ୩ ରାଶିଙ୍କ ଉପରୁ କଟିଯିବ ଶନିଦଶା! ଅପାର ଧନ ଲାଭ ସହ ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚର ଓ ଗତି ପରିବର୍ତ୍ତନକୁ ବେଶ ଗୁରୁତ୍ୱ ଦିଆଯାଏ। ଅନ୍ୟ ଗ୍ରହମାନଙ୍କ ତୁଳନାରେ ଶନି ଧୀରେ ଗତି କରୁଥିବାରୁ ତାଙ୍କ ରାଶି ପରିବର୍ତ୍ତନର…

ଗୋଟିଏ ଯୁବତୀଙ୍କୁ ଭଲପାଉଥିଲେ, ଈର୍ଷାରେ ପାଣିଟାଙ୍କି ଉପରୁ ଠେଲି ନେଇଗଲେ ବନ୍ଧୁଙ୍କ ଜୀବନ; ତଦନ୍ତ ପରେ…

ରାଉରକେଲା,୧୭।୯(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ଲାଠିକଟା ଅଞ୍ଚଳରେ ଜଣେ ଯୁବକଙ୍କୁ ତାଙ୍କ ନିଜ ବନ୍ଧୁ ନିର୍ମାଣାଧୀନ ପାଣିଟାଙ୍କି ଉପରୁ ଠେଲି ହତ୍ୟା କରିଥିବା ଭଳି ଏକ ସାଂଘାତିକ…

୭୬ ବର୍ଷରେ ବି ଫିଟ୍‌ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଜନ୍ମଦିନରେ ଜାଣନ୍ତୁ ତାଙ୍କ ବିଷୟରେ କିଛି ଅଜଣା କଥା…

ନୂଆଦିଲ୍ଲୀ,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୭ ସେପ୍ଟେମ୍ବର ୧୯୫୦ରେ ଗୁଜରାଟରେ ଜନ୍ମଗ୍ରହଣ କରିଥିଲେ। ଆଜି ତାଙ୍କ ଜନ୍ମଦିନରେ ସାରା ଦେଶରେ ତାଙ୍କ ଜୀବନର ବିଭିନ୍ନ ଦିଗ ଉପରେ…

ଚାରିଆଡେ ଚର୍ଚ୍ଚା; ମୋଦିଙ୍କୁ ଏଭଳି ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବନ୍ଧୁ ପୁଟିନ୍, ବିଶ୍ବରେ ଆପଣଙ୍କ….

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରୁଷିଆରୁ ଆସିଛି ଶୁଭେଚ୍ଛା ବାର୍ତ୍ତା। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜନ୍ମଦିନର ଶୁଭକାମନା ଜଣାଇବା ସହ…

ଜନ୍ମଦିନରେ ମହିଳାଙ୍କୁ ପିଏମ୍‌ ମୋଦିଙ୍କ ବଡ଼ ଉପହାର: ଖାତାକୁ ଗଲା ୩ ହଜାର ଟଙ୍କା

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଜନ୍ମଦିନ ଅବସରରେ ପଶ୍ଚିମବଙ୍ଗର ମହିଳାଙ୍କୁ ବଡ଼ ଉପହାର ଦେଇଛନ୍ତି। ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ସେ ଅନ୍ନପୂର୍ଣ୍ଣା ଯୋଜନାର ହିତାଧିକାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?