Posted inUncategorized

ଚଳିତ ଆର୍ଥିକବର୍ଷର କାରବାର ଶେଷ, ସେନ୍‌ସେକ୍ସ ୭୪,୦୦୦ ନିକଟବର୍ତ୍ତୀ

ନୂଆଦିଲ୍ଲୀ,୨୯।୩: ଚଳିତ ଆର୍ଥିକ ବର୍ଷର ଅବଧି ଶେଷ ପୂର୍ବରୁ ଘରୋଇ ଶେୟାର ବଜାରର କାରବାର ଗୁରୁବାର ଶେଷ ହୋଇଛି। ବିଶେଷକରି ୨୦୨୩-୨୪ ଆର୍ଥିକ ବର୍ଷ ( ଏପ୍ରିଲ ୧ରୁ ମାର୍ଚ୍ଚ ୩୧) ମଧ୍ୟରେ ଦଲାଲ ଷ୍ଟ୍ରିଟ୍‌ ଅନେକ ରେକର୍ଡ ସୃଷ୍ଟି କରିଥିଲାବେଳେ ନିବେଶକମାନେ ମଧ୍ୟ ବହୁ କ୍ଷତି ସହିଛନ୍ତି। ଏପରିକି ଅନେକ ନିବେଶକ ସଂସ୍ଥା ଏକ ପ୍ରକାର ଧରାଶାୟୀ ହୋଇଥିବା ଦେଖିବାକୁ ମିଳିଛି।

ଉଲ୍ଲେଖଯୋଗ୍ୟ, ୨୦୨୩-୨୪ ଆର୍ଥକ ବର୍ଷରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୭୪,୦୦୦ ଅଙ୍କ ନିକଟବର୍ତ୍ତୀ ହୋଇଥିଲାବେଳେ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ନିଫ୍ଟି-୫୦ ମଧ୍ୟ ୭୩,୦୦୦ ନିକଟବର୍ତ୍ତୀ ହୋଇ ରେକର୍ଡସ୍ତରର କାରବାର କରିଛି। ସେହିଭଳି ଚଳିତ ଆର୍ଥିକ ବର୍ଷ ପ୍ରାରମ୍ଭରୁ ନିବେଶକମାନେ ଉଚ୍ଚ ପରିମାଣରେ କାରବାର କରିଥିଲାବେଳେ ଆର୍ଥିକ ବର୍ଷର ମଧ୍ୟମ ଭାଗ ଅବଧିରେ ଉଭୟ ବିଏସ୍‌ଇ ସେନ୍‌ସେକ୍ସ ଏବଂ ଏନ୍‌ଏସ୍‌ଇ ନିଫ୍ଟି-୫୦ରେ ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି।

ସେହିପରି ୨୦୨୩-୨୪ ଆର୍ଥିକ ବର୍ଷର ଶେଷ ତ୍ରୈମାସିକ ଅବଧି ମଧ୍ୟରେ ଉଭୟ ସେନ୍‌ସେକ୍ସ ଓ ନିଫ୍ଟି ରେକର୍ଡସ୍ତରୀୟ କାରବାର ସହ ସର୍ବୋଚ୍ଚ ପଏଣ୍ଟର କାରବାର ମଧ୍ୟ ହୋଇଛି। ଫଳରେ ନିବେଶକମାନେ କିଛି ପରିମାଣରେ କ୍ଷତି ହ୍ରାସ କରିଥିଲାବେଳେ ବୃହତ୍‌ ନିବେଶକ ଯଥା ରିଲାଏନ୍ସ, ଟାଟା, ଏଲ୍‌ଆଇସି ଏବଂ ଆଦାନୀ ଭଳି ପ୍ରମୁଖ ନିବେଶକ ସଂସ୍ଥା ସର୍ବୋଚ୍ଚ ସ୍ଥାନରେ ରହିଛନ୍ତି। ଅପରପକ୍ଷରେ ଶୁକ୍ରବାର ଉଭୟ ବିଏସ୍‌ଇ ସେନ୍‌ସେକ୍ସ ଓ ଏନ୍‌ଏସ୍‌ଇ ନିଫ୍ଟି-୫୦ରେ ମଧ୍ୟ କାରବାର ବୃଦ୍ଧି ଘଟିଛି। ଏପରିକି ବିଏସ୍‌ଇ ସେନ୍‌ସେକ୍ସ ୬୫୫.୦୪ ପଏଣ୍ଟ ବୃଦ୍ଧି ପାଇଁ ୭୩,୬୫୧.୩୫ଅଙ୍କରେ ପହଞ୍ଚତ୍ଥିଲାବେଳେ ଏନ୍‌ଏସ୍‌ଇ ନିଫ୍ଟି-୫୦ରେ ୨୦୩.୨୫ ପଏଣ୍ଟ ବଢ଼ି ୨୨,୩୨୬.୯୦ ଅଙ୍କରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?