ଗଜପତି ଷ୍ଟାଡିୟମଠାରେ ଜିଲାପାଳ କଲେ ପତାକା ଉତ୍ତୋଳନ

ପାରଳାଖେମୁଣ୍ଡି,୨୬।୧: ଗଜପତି ଷ୍ଟାଡିୟମଠାରେ ଜିଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ କୋଭିଡ୍‌ କଟକଣାରେ ପାଳିତ ହୋଇଯାଇଛି। ଜିଲାପାଳ ଲିଙ୍ଗରାଜ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ପରେଡ ଅଭିବାଦନ ଗ୍ରହଣ କରିଛନ୍ତି। ପରେ ଜିଲାର ସ୍ବାଧିନତା ସଂଗ୍ରାମୀଙ୍କୁ ଜିଲାପାଳ ସ୍ମରଣ କରିଥିଲେ । ଏହି ଅବସରରେ ଜିଲାର ଉତ୍ସର୍ଗୀକୃତ କର୍ମଚାରୀ ଓ ପ୍ରତିଭାବାନ ଛାତ୍ରୀଛାତ୍ରଙ୍କୁ ପୁରସ୍କାର ବିତରଣ କରିଥିଲେ । ଏହି ଅବସରରେ ଆମ୍ବୁଲାନ୍ସ ସେବା ପାଇଁ ଆମ୍ବୁଲାନ୍ସ କର୍ମଚାରୀଙ୍କୁ ପ୍ରଶାସନ ପକ୍ଷରୁ ସମ୍ମାନିତ କରାଯାଇଥିଲା। ଏଥିରେ ପୋଲିସ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଷ୍ଟେଶନ ପରିଦର୍ଶନ କଲେ ଜେନେରାଲ ମ୍ୟାନେଜର

କେସିଙ୍ଗା,୨୬।୬.(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନକୁ ଜେନେରାଲ ମ୍ୟାନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆରଏମ ସୁବାସ ଚନ୍ଦ୍ର ଚୌଧୁରୀ ଏବଂ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି, ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ଭୁବନେଶ୍ୱର,୨୬।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ ଲିକ୍‌ ଘଟଣାରେ ଶୁକ୍ରବାର ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟରେ ବିରଳ ଅସ୍ତ୍ରୋପଚାର: ଯୁବକଙ୍କୁ ନୂଆ ଜୀବନ ଦେଲେ ଡାକ୍ତର

ନୂଆପଡ଼ା,୨୬/୬(ମକାରୁ ବେମାଲ): ସୀମିତ ସମ୍ବଳ କିନ୍ତୁ ଅସୀମ ସାହସ ଓ ଅସାଧାରଣ ଦକ୍ଷତା । ପୁଣିଥରେ ନିଜର ଚମତ୍କାରିତା ଦେଖାଇଛନ୍ତି ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟର ଅଭିଜ୍ଞ…

ଭେନେଜୁଏଲା ଭୂକମ୍ପର ଭଗ୍ନାବଶେଷ ଭିତରୁ ଖୋଜା ଚାଲିଛି ଜୀବନ, ଛାତି ଥରାଇ ଦେଉଛି ଶିଶୁଙ୍କ ସହ ନିର୍ବାକ ଜୀବଙ୍କ ଫଟୋ

କାରାକାସ୍‌,୨୬।୬: ଭେନେଜୁଏଲାରେ ଭୂମିକମ୍ପ ପରେ ଅତି କମରେ ୨୩୫ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୪,୩୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି, ଯେତେବେଳେ ହଜାର ହଜାର…

ମାଛଧରା ଟ୍ରଲରରେ ଲାଗିଲା ନିଆଁ: ହୁ ହୁ ହୋଇ ଜଳିଗଲା…

ଭଦ୍ରକ, ୨୬। ୬(ସନାତନ ରାଉତ) : ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତରଗତ ଧାମରା ମଧ୍ୟ ପୋତାଶ୍ରୟ ମଧ୍ୟରେ ଏକ ମାଛଧରା ଟ୍ରଲର ନିଆଁ ଲାଗି ଜଳିଯାଇଛି।…

Ketan Murder Case: କେତନଙ୍କ ମୁଣ୍ଡରେ କେଶ ନ ଥିଲା ସେଥିପାଇଁ ସିୟା ତାଙ୍କୁ ହତ୍ୟା କଲେ!

ପୁଣେ,୨୬।୬: ପୁନେର ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ଲୋହାଗଡ ଫୋର୍ଟରେ ହତ୍ୟା ମାମଲାରେ ନୂତନ ତଥ୍ୟ ଆସିବାରେ ଲାଗିଛି। ହତ୍ୟାର ଅଭିଯୁକ୍ତ ଭାବି ପତ୍ନୀ ସିୟା ଗୋଏଲ ଏବେ…

ଆମେରିକା- ଇରାନ ମଧ୍ୟରେ ପୁଣି ହେବ ଯୁଦ୍ଧ? ହର୍ମୁଜରେ ୧୦ ଲକ୍ଷ ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ଇରାନ

ତେହରାନ,୨୬।୬: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇଛି। ଶାନ୍ତି ଚୁକ୍ତିନାମା ବିଷୟରେ ଆଲୋଚନା ହେଉଥିଲେ ମଧ୍ୟ, ଉଭୟ ଦେଶ ପରସ୍ପର ଉପରେ…

ଭାରତକୁ ନେଇ ଏମିତି କହିଲେ ମେଲୋନି ସଭିଏଁ ଚକିତ, କହିଲେ ‘ଦିଲ୍ଲୀରେ ନିର୍ବାଚନ ଲଢିଥିଲେ…’

ରୋମ/ନୂଆଦିଲ୍ଲୀ,୨୬।୬: ଏକ ନୂତନ ପୁସ୍ତକରେ, ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ତାଙ୍କ 2023 ଭାରତ ଗସ୍ତର ଏକ ଆକର୍ଷଣୀୟ କାହାଣୀ ବାଣ୍ଟିଛନ୍ତି, ଯେଉଁଥିରେ ସେ ବର୍ଣ୍ଣନା କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri