ରାଜ୍ୟରେ ହେବ କି ମେଣ୍ଟ ସରକାର: ଓଡ଼ିଶାରେ ଡବଲ ଇଞ୍ଜିନ ସରକାର କାହିଁକି କହିଲେ…

ଭୁବନେଶ୍ୱର,୧।୩: ଆଗାମୀ ନିର୍ବାଚନରେ ବିଜେଡି-ଭାଜପା ମେଣ୍ଟ ନେଇ ଚର୍ଚ୍ଚା ଜୋର୍‌ ଧରିଥିବା ବେଳେ ଶୁକ୍ରବାର ରାଜ୍ୟ ଭାଜପା ସହ ପ୍ରଭାରୀ ଲତା ଉସେଣ୍ଡି ମେଣ୍ଟ ଚର୍ଚ୍ଚାକୁ ନେଇ ବୁଲେଇ ବଙ୍କେଇ କହିଛନ୍ତି। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେବ ବୋଲି ସେ ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ।
ଅନ୍ୟପକ୍ଷେ ବିଜେଡି ବିଧାୟକ ନୃସିଂହ ସାହୁ ମଧ୍ୟ ଦିନକ ପୂର୍ବରୁ ମେଣ୍ଟ ଚର୍ଚ୍ଚାକୁ ଖଣ୍ଡନ କରିଥିଲେ । ସେ କହିଥିଲେ, ମେଣ୍ଟର ଆବଶ୍ୟକତା ନାହିଁ ବିଜେଡି ଏକାକୀ ଲଢ଼ିବ ।  ଅନ୍ୟପକ୍ଷେ ବିଜେଡି-ଭାଜପା ମେଣ୍ଟ ହେଲେ କଂଗ୍ରେସକୁ ଫାଇଦା ହେବ ବୋଲି ଆତ୍ମ ବିଶାସ ରଖିଛନ୍ତି କଂଗ୍ରେସ ନେତା ।

Enter your email to get our daily news in your inbox.

All Right Reserved By Dharitri.Com

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

F-16 ଫାଇଟର ଜେଟ୍‌ ଦୁର୍ଘଟଣା, ହୁତୁହୁତୁ ହୋଇ…

ଓ୍ବାଶିଂଟନ,୧୮।୯: ଆମେରିକାର ମିଚିଗାନରେ ନିୟମିତ ପ୍ରଶିକ୍ଷଣ ଉଡ଼ାଣ ସମୟରେ ଟେକ୍ସାସ ଏୟାର ନ୍ୟାସନାଲ ଗାର୍ଡର ଏକ F-16 ଫାଇଟର ଜେଟ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗ୍ରାଣ୍ଡ ଟ୍ରାଭର୍ସ…

ଏଇ ଭାରତରେ

ତାମିଲନାଡୁର ସତ୍ୟମଙ୍ଗଳମ୍‌ ବ୍ୟାଘ୍ର ସଂରକ୍ଷିତ ଜଙ୍ଗଲରେ ଲାଟାନା ଘାସ ଏବେ ଆଦିବାସୀଙ୍କ ପାଇଁ ଜୀବିକାର ସାହାରା ପାଲଟିଛି। କେବଳ ଏତିକି ନୁହେଁ ଜଙ୍ଗଳ ଅର୍ଥନୀତିକୁ ମଧ୍ୟ ସଶକ୍ତ…

ବିକାଶ ବେଦିରେ ବଳି

ଓଡ଼ିଶାର ଆଦିବାସୀମାନଙ୍କ ଅସ୍ତିତ୍ୱ ଦିନକୁ ଦିନ ଅଧିକ ବିପନ୍ନ ହେଉଥିବା ଦେଖିବାକୁ ମିଳୁଛି। ସେମାନଙ୍କର ମାଟି, ପାଣି, ଜଙ୍ଗଲ, ଝରଣା, ପାହାଡ଼ ଧୀରେ ଧୀରେ ସେମାନଙ୍କ କବଳରୁ…

ନିଜକୁ ଚିହ୍ନିବା

ଓଡ଼ିଆରେ ଗୋଟିଏ ଢଗ ଅଛି, ”ନିଜ ବୁଦ୍ଧିରେ ଶୃଗାଳ ହେବ ପଛେ, ପର ବୁଦ୍ଧିରେ ସିଂହ ହେବନାହିଁ।“ ଏହି ଢଗଟି ପରୋକ୍ଷରେ ପ୍ରସଙ୍ଗ ‘ନିଜକୁ ନିଜେ ଚିହ୍ନିବା’ର…

ଡାଟା ସେଣ୍ଟରକୁ ବିରୋଧ

ଦି ଗ୍ରେଟ୍‌ ରିପ୍ଲେସମେଣ୍ଟ’ ଧାରଣା ଦର୍ଶାଏ ଯେ ସ୍ଥାନୀୟ ଲୋକଙ୍କୁ ଉଦ୍ଦେଶ୍ୟମୂଳକ ଭାବରେ ପ୍ରବାସୀମାନଙ୍କ ଦ୍ୱାରା ହଟାଯାଉଛି। ଫ୍ରାନ୍ସର ଲେଖକ ରେନାଡ୍‌ କାମୁସ ଏହି ଶବ୍ଦ ପ୍ରଥମେ…

ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ…

ବୈଜ୍ଞାନିକଙ୍କୁ ବଡ଼ ସଫଳତା, ମୂଷା ମସ୍ତିଷ୍କରେ ଲାବ୍‌-ନିର୍ମିତ ମାନବ କୋଷିକା ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୯ (ପି.ଟି.): ପ୍ରୟୋଗଶାଳାରେ ପ୍ରସ୍ତୁତ ମାନବ ମସ୍ତିଷ୍କର ନରମ କୋଷିକାକୁ ମୂଷା ମସ୍ତିଷ୍କରେ ସଫଳତାର ସହ ପ୍ରତିରୋପଣ କରାଯାଇପାରିଛି। ପ୍ରତିରୋପଣ ପରେ ଏହି ମାନବ କୋଷିକାଗୁଡ଼ିକ ମୂଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?