ଅତାବିରା ବିଧାନସଭା: ଭାଜପା ୭୯୦୦ ଭୋଟରେ ଆଗୁଆ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ):ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ ଗଣତି ଚାଲିଛି। ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚତୁର୍ଥ ରାଉଣ୍ଡ ସୁଦ୍ଧା ଭାଜପା ୭୯୦୦ ଭୋଟରେ ଆଗୁଆ ରହିଛି। ଭାଜପା ପ୍ରାର୍ଥୀ ନିହାର ରଞ୍ଜନ ମହାନନ୍ଦଙ୍କୁ ୨୧ହଜାର ୪୧୯ ଭୋଟ ମିଳିଥିବା ବେଳେ ବିଜେଡ଼ି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ସପକ୍ଷରେ ୧୩ହଜାର ୫୧୯ ଖଣ୍ତ ଭୋଟ ପଡିଛି। କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠଙ୍କୁ ୧୭୫୩ ଖଣ୍ଡ ଭୋଟ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଆତ୍ମସମର୍ପଣ କଲେ କ୍ୟାଡର ମାଓବାଦୀ ମମିତା: ମିଳିବ ଏତିକି ଟଙ୍କା

କୋରାପୁଟ,୫।୨(ଅମିତାଭ ବେହେରା): ମାଓବାଦୀ ଏସିଏମ କ୍ୟାଡର ମମତା ପଡିଆମି ଓରଫ ମମିତା (୨୬)ଏସଏଲଆର ସହିତ ଗୁରୁବାର କୋରାପୁଟ ଦକ୍ଷିଣାପଶ୍ଚିମାଞ୍ଚଳ ଡିଆଇଜି କନୱାର ବିଶାଳ ସିଂ ନିକଟରେ ଆତ୍ମ…

ଏବେ ବି ଆପଣଙ୍କ ପାଖରେ ଅଛି କି ୨୦୦୦ ଟଙ୍କିଆ ନୋଟ: ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ ଅଛି, ତେବେ ଭବିଷ୍ୟତରେ ଏହାକୁ ବ୍ୟବହାର କରିବା କଷ୍ଟକର ହୋଇଯିବ। ନଭେମ୍ବର ୨୦୧୬ରେ ସରକାର…

ଡାଉନ ହେଲା Instagram, ୟୁଜର୍ସ କହିଲେ…

ନୂଆଦିଲ୍ଲୀ,୫।୨: ମେଟାର ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମ ଡାଉନ୍ । ହଜାର ହଜାର ୟୁଜର୍ସ ସମସ୍ୟାର ସମ୍ମୁଖୀନ ହେଉଥିବା ନେଇ ଅଭିଯୋଗ କରିଥିଲେ । ବୁଧବାର ସକାଳେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri