ବାଜପେୟୀଙ୍କ ଉପରେ ନିର୍ମାଣ ହେବ ବାୟୋପିକ୍‌

ବମ୍ବେ: ପୂର୍ବ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୀବନକାହାଣୀ ଉପରେ ନିର୍ମାଣ ହେବ ଚଳଚ୍ଚିତ୍ର। ପ୍ରଯୋଜକ ସନ୍ଦୀପ ସିଂହ ଏହାର ପୋଷ୍ଟର ଶେୟାର କରି ବାୟୋପିକ୍‌ ନେଇ କରିଛନ୍ତି ଘୋଷଣା।

ଇନଷ୍ଟାଗ୍ରାମରେ ସନ୍ଦୀପ ଲେଖିଛନ୍ତି, ବାଜପେୟୀ ଭାରତର ରାଜନୈତିକ ଇତିହାସର ମହାନ ନେତାଙ୍କ ମଧ୍ୟରୁ ଜଣେ। ସେ ନିଜ ଶବ୍ଦରେ ଶତ୍ରୁଙ୍କ ହୃଦୟ ବି ଜିଣି ନେଉଥିଲେ। ବେଶ ସକରାତ୍ମକ ଢ଼ଙ୍ଗରେ ସେ ଦେଶର ନେତୃତ୍ୱ ନେଇଥିଲେ। ଜଣେ ଫିଲ୍ମନିର୍ମାତା ହୋଇଥିବା ହେତୁ ତାଙ୍କ ଜୀବନକାହାଣୀକୁ ଲୋକଲୋଚନକୁ ଆଣିବା ନେଇ ଚିନ୍ତା କରିଛି। ଫଳରେ ରାଜନୈତିକ ବିଚାରଧାରା ସହ ମାନବୀୟ ଗୁଣର ନିଦର୍ଶନ କରିହେବ। କାହିଁକି ସେ ବିରୋଧୀଙ୍କ ସବୁଠାରୁ ପ୍ରିୟ ଏବଂ ଦେଶର ସବୁଠାରୁ ପ୍ରଗତିଶୀଳ ପ୍ରଧାନମନ୍ତ୍ରୀ ହୋଇଥିଲେ ତାହା ସମସ୍ତେ ଜାଣିବେ।

ଫିଲ୍ମର ନାମ’ ମେ ରହୁ ୟା ନା ରହୁଁ ୟେ ଦେଶ ରହନା ଚାହିୟେ-ଅଟଳ’ ରଖାଯାଇଛି। ୨୦୨୩ରେ ଏହାର ଶୁଟିଂ ଆରମ୍ଭ ହେବ। ପରେ ବାଜପେୟୀଙ୍କ ୯୯ତମ ଜୟନ୍ତୀ ଅର୍ଥାତ କ୍ରିସମାସ୍‌ ୨୦୨୩ରେ ଏହାକୁ ରିଲିଜ କରାଯିବ। ଏଥିରେ ବାଜପେୟୀଙ୍କ ପିଲାଦିନରୁ ଆରମ୍ଭ କରି ରାଜନେତା ହେବା ଯାଏର କାହାଣୀ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ପ୍ଲାନ୍‌ରେ ଚାଲିବ ୪ଟି SIM! ମିଳିବ ଅନ୍‌ଲିମିଟେଡ୍‌ Calling ସହ 5G Data: ଜାଣନ୍ତୁ ଏହି ସୁବିଧା ସମ୍ପର୍କରେ…

ନୂଆଦିଲ୍ଲୀ,୩।୯: ଆଜିର ସମୟରେ ଗୋଟିଏ ପରିବାରର ଦୁଇ, ତିନି କିମ୍ବା ଚାରି ଜଣଙ୍କ ପାଖରେ ଅଲଗା ଅଲଗା Airtel SIM ରହିବା ସାଧାରଣ କଥା। ଏପରି ସ୍ଥିତିରେ…

ଆଜି ସକାଳୁ ବୃଷ ରାଶିରେ ପ୍ରବେଶ କଲେ ଚନ୍ଦ୍ର: ମେଷ ସମେତ ୪ ରାଶିଙ୍କ ଜୀବନରେ ଆସିବ ବଡ଼ ଖବର, ପଢନ୍ତୁ କ’ଣ ଘଟିବ…

ଜ୍ୟୋତିଷ ଶାସ୍ତ୍ରରେ ଚନ୍ଦ୍ରଦେବଙ୍କୁ ମନ, ମାତା ଓ ଅର୍ଥର କାରକ ଭାବେ ବିବେଚନା କରାଯାଏ। ୩ ସେପ୍ଟେମ୍ବର ୨୦୨୬ରେ ଚନ୍ଦ୍ରମା ମେଷ ରାଶିରୁ ବାହାରି ନିଜର ଉଚ୍ଚ…

ରାଶି ପରିବର୍ତ୍ତନ କଲେ ଶୁକ୍ର; ବଢିବ ଆର୍ଥିକ ସଙ୍କଟ, ଅଯଥାରେ ଫଶିଯିବେ ଏହି ୩ ରାଶି…

ବୈଦିକ ଜ୍ୟୋତିଷରେ, ଶୁକ୍ରଙ୍କୁ ଆରାମ, ଧନ, ସମୃଦ୍ଧି, ପ୍ରେମ ଏବଂ ଭୌତିକ ସୁଖ ପାଇଁ ଦାୟୀ ଗ୍ରହ ଭାବରେ ବିବେଚନା କରାଯାଏ । ଯେତେବେଳେ ଶୁକ୍ର ତାଙ୍କ…

SBI Customer Alert: ଆସନ୍ତାକାଲି ଠପ୍‌ ହୋଇଯିବ UPI ସେବା, ନୋଟ୍‌ କରିନିଅନ୍ତୁ କେତେ ଟାଇମ୍‌…

ନୂଆଦିଲ୍‌ଲୀ,୩।୯: ଯଦି ଆପଣଙ୍କ ଆକାଉଣ୍ଟ ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ଅର୍ଥାତ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ୟୁପିଆଇ…

ପର୍ଯ୍ୟଟନ ଶିଳ୍ପ ପାଇଁ ପର୍ଯ୍ୟାପ୍ତ ମାନବ ସମ୍ବଳର ଆବଶ୍ୟକ ପଡ଼ିବ

ଭୁବନେଶ୍ୱର, ୩ା୯(ସନ୍ତୋଷ କୁମାର ବେହେରା): ସ୍ବସ୍ତି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାନେଜମେଣ୍ଟ ଆଣ୍ଡ ସୋସିଆଲ ଷ୍ଟଡିଜ୍‌ (ଏସ୍‌ଆଇଏମ୍‌ଏସ୍‌ଏସ୍‌)ର ନବାଗତ ଛାତ୍ରୀଛାତ୍ରମାନଙ୍କୁ ସ୍ଥାନୀୟ ଏକ ହେଟେଲରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସ୍ବାଗତ…

ଅନ୍ତର୍ଜାତୀୟ ବଜାରରେ ବଢୁଛି ଭାରତ ମସଲା ଚାହିଦା

କଟକ,୩ା୯: ଅନ୍ତର୍ଜାତୀୟ ବଜାରରେ ଭାରତୀୟ ମସଲାର ଚାହିଦା ବଢୁଥିବାବେଳେ ଭାରତୀୟ ମସଲା ଉତ୍ପାଦନକାରୀ ଉଦ୍ୟୋଗ, ରପ୍ତାନିକାରୀ ଏବଂ କୃଷକମାନଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି ହୋଇଛି। ଏହିକ୍ରମରେ…

ଆବାସ ଆଶା: କଟିଲେଣି ୨୦୦

ଭୁବନେଶ୍ୱର,୩ା୯(ରବିନାରାୟଣ ଜେନା): ରାଜଧାନୀର ନିମ୍ନବର୍ଗଙ୍କୁ ସୁଲଭ ମୂଲ୍ୟରେ ଆବାସ ଯୋଗାଇଦେବା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପକ୍ଷରୁ ଗ୍ରହଣ କରାଯାଇଥିବା ଆବେଦନ ଉପରେ ଖୁବ୍‌ଶୀଘ୍ର ଲଟେରି ଉଠାଣ…

ବିଶ୍ୱକପ ୨୦୨୭ ପାଇଁ BCCIର ମାଷ୍ଟରପ୍ଲାନ୍‌! ବୁଝନ୍ତୁ ବଡ଼ ସମୀକରଣ

ନୂଆଦିଲ୍ଲୀ, ୩।୯: ଟିମ ଇଣ୍ଡିଆର ଆଗାମୀ ବଡ଼ ଲକ୍ଷ୍ୟ ହେଉଛି ୨୦୨୭ ଦିନିକିଆ ବିଶ୍ୱକପ ଟ୍ରଫି ଜିତିବା। ଏହି ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ କଣ୍ଟ୍ରୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri