Posted inଜାତୀୟ

ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଭାଜପାର କାର୍ଯ୍ୟକ୍ରମ, ପ୍ରଥମଥର ପାଇଁ ଏନ୍‌ଡିଏକୁ ନିମନ୍ତ୍ରଣ

ନୂଆଦିଲ୍ଲୀ, ୧୬।୮: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପଞ୍ଚମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଭାଜପା ଏକ କାର୍ଯ୍ୟକ୍ରମ ଆୟୋଜନ କରିଛି। ଏଥିନେଇ ଭାଜପାର ସମସ୍ତ ବଡ ନେତା ପହଞ୍ଚୁଛନ୍ତି। ବିଶେଷ କଥା ହେଉଛି ଶ୍ରାଦ୍ଧ ବାର୍ଷିକୀ କାର୍ଯ୍ୟକ୍ରମରେ ପ୍ରଥମ ଥର ପାଇଁ ଏନ୍‌ଡିଏର ନିର୍ବାଚନମଣ୍ଡଳୀକୁ ଭାଜପା ନିମନ୍ତ୍ରଣ କରିଛି। ବାଜପେୟୀଙ୍କ ମୃତ୍ୟୁ ବାର୍ଷିକୀରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଲୋକ ସଭା ବାଚସ୍ପତି ଓମ ର୍ବିଲା ସମେତ ସମସ୍ତ ଭାଜପା ନେତା ଅଂଶଗ୍ରହଣ କରିବାକୁ ପହଞ୍ଚୁଛନ୍ତି।

ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଟଳ ସମାଦିରେ ପହଞ୍ଚି ଫୁଲ ଚଢାଇ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍‌ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା,…

ଏଆଇ ପ୍ରତି ସତର୍କତା

ଇରାନ ଓ ଆମେରିକା ମଧ୍ୟରେ ଯୁଦ୍ଧ ଲାଗି ରହିଛି। ଇତିମଧ୍ୟରେ ୟେମେନ୍‌ର ଇରାନ ସମର୍ଥିତ ହାଉତି ବିଦ୍ରୋହୀମାନେ ଲୋହିତ ସାଗରର ଦକ୍ଷିଣ ପ୍ରବେଶ ପଥରେ ଥିବା ‘ମାୟୁନ୍‌’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?