Posted inଜାତୀୟ

ବାଜପେୟୀଙ୍କୁ ମନେପକାଇଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ମହାନ ରାଜନେତା ଭାରତ ରତ୍ନ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କର ଶୁକ୍ରବାର ଜନ୍ମବାର୍ଷିକୀ ପାଳନ କରାଯାଉଛି। ୩ ଥର ଦେଶର ପ୍ରଧାନମନ୍ତ୍ରୀ ହୋଇଥିବା ବିଂବଗତ ବାଜପେୟୀଙ୍କୁ ଜନ୍ମଦିନରେ ଅନେକ ବିଶିଷ୍ଟ ବ୍ୟକ୍ତି ଶୁଭେଚ୍ଛା ଜଣାଇ ତାଙ୍କୁ ମନେ ପକାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି କହିଛନ୍ତି, ପୂର୍ବତନ ପ୍ରଧାନମନ୍ତ୍ରୀ ଆଦରଣୀୟ ଅଟଳ ବିହାରୀ ବାଜପେୟୀ ଜୀଙ୍କୁ ତାଙ୍କ ଜନ୍ମ ଜୟନ୍ତୀରେ ଶତ ଶତ ପ୍ରଣାମ। ତାଙ୍କ ଦୂରଦର୍ଶୀ ନେତୃତ୍ୱ ଜରିଆରେ ସେ ଦେଶକୁ ବିକାଶର ଅଭୂତ ପୂର୍ବ ଉଚ୍ଚରେ ପହଞ୍ଚାଇ ଥିଲେ। ଏହାସହ ମୋଦି ଅଟଳ ସ୍ମାରକରେ ପହଞ୍ଚି ବାଜପେୟୀଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସଶକ୍ତ ଓ ସମୃଦ୍ଧ ଭାରତର ନିର୍ମାଣ ପାଇଁ ତାଙ୍କର ଉଦ୍ୟମ ସର୍ବଦା ସ୍ମରଣୀୟ। ବାଜପେୟୀଙ୍କ ି ୯୬ତମ ଜନ୍ମ ଦିନରେ ମୋଦି ବାଜପେୟୀଙ୍କ ଜୀବନକୁ ନେଇ ରଚିତ ଗୋଟିଏ ବହିର ଉନ୍ମୋଚନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପ୍ରାର୍ଥୀଙ୍କ କାର୍‌ରେ ଇଭିଏମ୍‌ ମିଳିବା ଘଟଣା: ୪ ଅଫିସର ନିଲମ୍ବିତ

ଦିସପୁର,୨।୪: ଆସାମ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନର କିଛି ଘଣ୍ଟା ପରେ ଗୁରୁବାର ସୋସିଆଲ ମିଡିଆରେ ଏକ ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓରେ...

ଗୋଡ଼ରେ କଲେ ମତଦାନ

ଅହମ୍ମଦାବାଦ,୫।୧୨: ଗୁଜରାଟ ବିଧାୟନସଭା ନିର୍ବାଚନ ପାଇଁ ସୋମବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି।୧୪ଟି ଜିଲାରେ ୯୩ ବିଧାନସଭା ଆସନରେ ସକାଳ ୮ଟାରୁ ସନ୍ଧ୍ୟା ୫ଟା...

୨୨ ବର୍ଷ ତଳର ବିବାହ ସମୟର ଫଟୋ ଶେୟାର କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୭।୭: ଏବେ ସୋସିଆଲ୍‌ ମିଡ଼ିଆରେ କେତେକ ଶାଢ଼ି ପିନ୍ଧିଥିବା ଫଟୋ ଶେୟାର କରୁଛନ୍ତି। ଏଥିରୁ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ ବାଦ୍‌...

କେନ୍ଦ୍ରକୁ କଂଗ୍ରେସର ପ୍ରଶ୍ନ:ଜିନ୍‌ଜିଆଙ୍ଗ୍‌କୁ ନେଇ ନୀରବ କାହିଁକି

ନୂଆଦିଲ୍ଲୀ,୧୧-୧୦:: କଶ୍ମୀରକୁ ନେଇ ଚାଇନା ବାରମ୍ବାର ମୁଣ୍ଡ ଖେଳାଉଥିବାବେଳେ ଜିନ୍‌ଜିଆଙ୍ଗ୍‌, ହଂକଂ ଓ ତିବ୍ବତ ପ୍ରସଙ୍ଗରେ ଭାରତ କାହିଁକି ନୀରବ ରହୁଛି ବୋଲି ଗୁରୁବାର କଂଗ୍ରେସ...

ଶହୀଦ ଭଗତ ସିଂଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, ୨୩।୩: ଶହୀଦ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ ବିପ୍ଳବୀ ଭାଗବତ ସିଂ, ସୁଖଦେବ ଏବଂ ରାଜଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଛନ୍ତି...

ସ୍ବଚ୍ଛତା ସିଟି ସର୍ଭେ ରିପୋର୍ଟ ପ୍ରକାଶ: ସବୁଠୁ ଅପରିଷ୍କାର ଏହି ସହର

ନୂଆଦିଲ୍ଲୀ,୨୨ା୮: ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ସ୍ବଚ୍ଛତା ପରିମାପକରେ ସହର ଏବଂ ରାଜ୍ୟର ର଼୍ୟାଙ୍କ ପ୍ରକାଶ ପାଇଛି। ୨୦୨୦ ସିଟି ସର୍ଭେରେ ଝାଡ଼ଖଣ୍ଡ ୧୦୦ରୁ କମ୍‌...

ସୁରକ୍ଷା ବାହିନୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ: ଜଣେ ପୋଲିସ, ୨ ଯବାନ ଶହୀଦ

ନୂଆଦିଲ୍ଲୀ,୧୩।୯: ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲାର କୋକରନାଗ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଗୁଳି ବିନିମୟରେ କର୍ନେଲ...

କହ୍ନେୟାଙ୍କ ହତ୍ୟାକାରୀଙ୍କ ଭାଜପା ଲିଙ୍କ୍‌ ନେଇ ରାଜନୀତି ଆରମ୍ଭ…

ଉଦୟପୁର, ୨।୭ : ଉଦୟପୁରରେ କହ୍ନେୟା ଲାଲଙ୍କ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ମହମ୍ମଦ ରିୟାଜ ଅତାରିଙ୍କ ରାଜନୈତିକ ଲିଙ୍କ୍‌ ଏବେ ସାମ୍ନାକୁ ଆସିଛି। ସୋସିଆଲ...

Advertisement
Archives

Model This Week