ହାତୀ କଙ୍କାଳ ମିଳିବା ଘଟଣା: ତଦନ୍ତ ପରିସରଭୁକ୍ତ ହେବେ ଡିଏଫ୍‌ଓ

ଆଠଗଡ଼,୧୩।୬(ଡି.ଏନ୍‌.ଏ.): କଟକ ଜିଲା ଆଠଗଡ ବଡମ୍ବାରେ ମାଟି ତଳୁ ହାତୀ କଙ୍କାଳ ମିଳିବା ଘଟଣାରେ ଡିଏଫଓଙ୍କୁ ତଦନ୍ତ ପରିସରଭୁକ୍ତ କରାଯିବ । ଯଦି ଘଟଣାରେ ତାଙ୍କର କୌଣସି ହାତ ଥିବା ଜଣାପଡ଼େ ତେବେ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଘଟଣାରେ ବର୍ତ୍ତମାନ ସୁଦ୍ଧା ୫ ଜଣଙ୍କୁ ଗିରଫ କରାଯାଇଛି । ଏଥିରେ ଜଣେ ରେଞ୍ଜର, ୨ ଫରେଷ୍ଟର ଓ ୨ ଫରେଷ୍ଟ ଗାର୍ଡ ଗିରଫ ହୋଇଛନ୍ତି । ଅନ୍ୟପକ୍ଷେ ୨ଜଣ ଫରେଷ୍ଟ ଗାର୍ଡ ଏବେ ବି ଫେରାର ଥିବା ଏ ନେଇ ପିସିସିଏଫ ଶଶୀ ପଲ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri