ନାବାଳିକା ଝିଅକୁ ବଳାତ୍କାର କରିଥିଲେ ବାପା :ଆସିଲା ବଡ଼ ରାୟ

ଭୁବନେଶ୍ୱର,୧୭।୯(ସତ୍ୟଜିତ୍‌ ରାଉତ): ନାବାଳିକା ଝିଅକୁ ବଳାତ୍କାର ମାମଲାରେ ଅଭିଯୁକ୍ତ ବାପା ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ମଙ୍ଗଳବାର ଭୁବନେଶ୍ୱର ଆଡ୍‌ ହକ୍‌ ଅତିରିକ୍ତ ଦୌରା ଜଜ୍‌ ତଥା ଫାଷ୍ଟଟ୍ରାକ୍‌ ସ୍ବତନ୍ତ୍ର କୋର୍ଟ (ପୋକ୍ସୋ) ଏହି ମାମଲାର ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ସୁଶାନ୍ତ ମଲ୍ଲିକଙ୍କୁ କୋର୍ଟ ଆଜୀବନ ଜେଲଦଣ୍ଡାଦେଶ ଦେଇଛନ୍ତି। ଏଥିସହ ତାଙ୍କୁ ୫ ହଜାର ଜରିମାନା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଜରିମାନା ଅନାଦାୟ ଅଧିକ ୩ ମାସ ଜେଲଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ବିଚାରପତି ସରୋଜ କୁମାର ସାହୁ ରାୟରେ କହିଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ପୀଡ଼ିତାଙ୍କ ମା’ ଓ ବାପା ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଘର ଭଡ଼ା ନେଇ ରହୁଥିଲେ। ମା’ ଘରୋଇ ସହାୟିକା ଭାବେ କାମ କରୁଥିବାବେଳେ ୨୦୧୯ ନଭେମ୍ବର ୧୭ ତାରିଖ ସକାଳେ କାମରୁ ଫେରି ସ୍ବାମୀଙ୍କ ଉପରେ ସନ୍ଦେହ ପ୍ରକଟ କରିଥିଲେ। ୧୩ ବର୍ଷର ଝିଅକୁ ଏନେଇ ପଚାରିବାରୁ ତାଙ୍କୁ ବାପା ବଳାତ୍କାର କରିଥିବା କହିଥିଲେ। ସୁଶାନ୍ତ ୧୧ ମାସ ଧରି ଏହି ଘୃଣ୍ୟ କାଣ୍ଡ ଭିଆଇଥିଲେ। ବାପାଙ୍କଠୁ ଧମକ ପାଇ ଭୟରେ ସେ ଘଟଣା ସମ୍ପର୍କରେ କିଛି କହୁ ନ ଥିଲେ। ଏନେଇ ପୀଡ଼ିତାଙ୍କ ମା’ଙ୍କ ପକ୍ଷରୁ ଏତଲାକ୍ରମେ ମଞ୍ଚେଶ୍ୱର ଥାନା ପୋଲିସ ଏକ ମାମଲା (ନଂ. ୫୪୦/୨୦୧୯) ରୁଜୁ କରି ସୁଶାନ୍ତଙ୍କୁ ଗିରଫ କରିଥିଲା। କୋର୍ଟ ୧୧ଜଣଙ୍କ ସାକ୍ଷ୍ୟ ଓ ୧୦୪ଟି ପ୍ରଯୁଜ୍ୟ ଦସ୍ତାବିଜ ଆଧାରରେ ରାୟ ଶୁଣାଇଥିଲେ। ସ୍ବତନ୍ତ୍ର ପବ୍ଲିକ୍‌ ପ୍ରସିକ୍ୟୁଟର ରାଜୀବ ସାସମଲ ଏବଂ ଅତିରିକ୍ତ ପବ୍ଲିକ୍‌ ପ୍ରସିକ୍ୟୁଟର ବଳରାମ ଦେଓ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri