ଟୋକିଓ,୨୧।୪: ଟୋକିଓ ଅଲିମ୍ପିକ୍ସ ଆରମ୍ଭ ହେବାକୁ ଆଉ ୩ ମାସ ବାକି ରହିଛି । ତେବେ ଏହି ମେଗା ଇଭେଣ୍ଟ ଆରମ୍ଭ ହେବା ପୂର୍ବରୁ ଟିକାକରଣ ପାଇଁ ଏ ପର୍ଯ୍ୟନ୍ତ କୌଣସି ଆଥ୍ଲେଟ ଅନୁରୋଧ କରିନାହାନ୍ତି ବୋଲି ଆୟୋଜକ କମିଟି ତରଫରୁ କୁହାଯାଇଛି। ଜାପାନରେ କିନ୍ତୁ ଟିକାକରଣ ପ୍ରକ୍ରିୟା ଅତ୍ୟନ୍ତ ଧିମା ଗତିରେ ଚାଲିଛି। ଜାପାନରେ ଏ ପର୍ଯ୍ୟନ୍ତ ମାତ୍ର ୧ ପ୍ରତିଶତ ଲୋକ ଟିକା ନେଇଛନ୍ତି। ତେଣୁ ଏବେ ଅଲିମ୍ପିକ ଆୟୋଜନ ନେଇ ଆଶଙ୍କା ସୃଷ୍ଟି ହୋଇଛି। ଟିକାକରଣ ପାଇଁ କୌଣସି ଆଥ୍ଲେଟ ଆନୁଷ୍ଠାନିକ ଭାବେ ଅନୁରୋଧ କରିନାହାନ୍ତି ବୋଲି ଆଥ୍ଲେଟିକ କମିଟି ନାଓକା ଟାକାହାସୀ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି।
ଯଦି ଅଲିମ୍ପିକ ଆୟୋଜନ ହୁଏ ତେବେ ଏହା ମନ୍ଥର ଟିକାକରଣ ପ୍ରକ୍ରିୟା ପାଇଁ ଖାଲି ଷ୍ଟାଡିୟମ ତଥା ଭେନ୍ୟୁରେ ଆୟୋଜିତ ହେବ। ବିଦେଶୀ ପ୍ରଶଂସକଙ୍କୁ ପୂର୍ବରୁ ଜାପାନରେ ପ୍ରବେଶ କରିବା ନେଇ ବାରଣ କରାଯାଇଛି। ତେଣୁ ଟିକା ନେଇ ନ ଥିବା ପ୍ରଶଂସକଙ୍କୁ ନେଇ ଅଲିମ୍ପିକ ଆୟୋଜନ କରିବା ଅବାସ୍ତବ ମନେହେଉଛି। ଜାପାନରେ ପ୍ରବେଶ କରୁଥିବା କେତେକ ଅଣଜାପାନୀଙ୍କୁ ଟିକାକରଣରେ ସାମିଲ କରାଯିବ। ଆଥ୍ଲେଟମାନଙ୍କୁ ଟିକାକରଣରେ ସାମିଲ କରାଯିବାର କୌଣସି ଯୋଜନା ନାହିଁ ବୋଲି ସରକାରଙ୍କ ତରଫରୁ କୁହାଯାଇଛି। ତେବେ ସବୁ ଆଥ୍ଲେଟଙ୍କୁ ପ୍ରତିଦିନ ପରୀକ୍ଷା କରାଯିବ। ଅନ୍ୟପଟେ ଆଥ୍ଲେଟମାନଙ୍କୁ ଟିକା ଦିଆଯିବାକୁ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ଅଧ୍ୟକ୍ଷ ଥୋମାସ ବାକ୍ ଉତ୍ସାହିତ କରିଛନ୍ତି।
ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…
ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…
ଆଇସିସି ପ୍ଲେୟର ଅଫ୍ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି
ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍ ଦି ମନ୍ଥ୍ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍ସନ ଏବଂ ପେସ୍ ବୋଲର…
IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି
ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…
IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..
ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…
୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!
ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…
ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ
ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…
‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍ କରିଥାଆନ୍ତି…
ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…
IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…
ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…
Archives

