ଭିଜିଲାନ୍ସ ଜାଲରେ ଆଟିଗାଁ ପଞ୍ଚାୟତ ଏଡିଇଓ, ପ୍ରଧାନମନ୍ତ୍ରୀ ଆବାସ ପାଇଁ ୬ ହଜାର ଲାଞ୍ଚ ନେବା ବେଳେ…

ଭବାନୀପାଟଣା,୫।୫(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଆଟିଗାଁ ପଞ୍ଚାୟତ ଏଡିଇଓ ଦେବେନ୍ଦ୍ର ସାହୁ । ପ୍ରଧାନମନ୍ତ୍ରୀ ଆବାସ ଘର ଯୋଗାଇ ଦେବା ପାଇଁ ଆଟିଗାଁର ଶ୍ରୀବତ୍ସ ଭୋଇଙ୍କ ଠାରୁ ୬୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ବ୍ଲକ ସମ୍ମୁଖରେ ଭିଜିଲାନ୍ସ ତାଙ୍କୁ ମାଡି ବସିଥିଲା। ବର୍ତ୍ତମାନ ବ୍ଲକ କାର୍ଯ୍ୟଳୟରେ ତଦନ୍ତ ଆରମ୍ଭ କରିଛନ୍ତି ଭିଜିଲାନ୍ସ ବିଭାଗ । ଖବର ଲେଖାଯିବା ସୁଦ୍ଧା ଭିଜିଲାନ୍ସ ଟିମ୍ ଦ୍ବାରା କଣ ଠାବ କରାଯାଇଛି ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨ ମାଟ୍ରିକ ପଢୁଆ ଛାତ୍ରୀଙ୍କୁ ଅପହରଣ, ଘରେ ପଡ଼ିଛି ଭାଳେଣି: ଖୋଜୁଛି ପୋଲିସ

ଦିଗପହଣ୍ଡି,୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ମାଟ୍ରିକ ପଢୁଥିବା ଛାତ୍ରୀ(୧୬)ଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଛାତ୍ରୀଙ୍କ…

ଭଞ୍ଜନଗର ଯାତ୍ରାରେ ଜମୁଛି ଭିଡ: ସରକାରଙ୍କ ଦ୍ୱାରା ହେବ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ

ଭଞ୍ଜନଗର,୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାରେ ଦିନକୁ ଦିନ ଭିଡ ଜମୁଛି। ମଙ୍ଗଳବାର ଯାତ୍ରା ୧୦ ଦିନରେ ପହଞ୍ଚିଛି। ସହର ଅପେକ୍ଷା ଗ୍ରାମାଞ୍ଚଳ ଲୋକ…

ପଶ୍ଚିମବଙ୍ଗରେ କିଏ ଧରିବ ମଙ୍ଗ? ଶାହାଙ୍କ ସହ ମୋହନଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା

ନୂଆଦିଲ୍ଲୀ/ଭୁବନେଶ୍ୱର,୫।୫: ଭାରତୀୟ ଜନତା ପାର୍ଟିର ସଂସଦୀୟ ବୋର୍ଡ ମଙ୍ଗଳବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଚୟନ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ…

ଇରାନୀ ଡ୍ରୋନ ଆକ୍ରମଣରେ ୩ ଭାରତୀୟ ଆହତ ଘଟଣାକୁ ନେଇ ଚେତାବନୀ ଜାରି କଲା ଦେଶ

ନୂଆଦିଲ୍ଲୀ,୫।୫: ପଶ୍ଚିମ ଏସିଆର ପରିସ୍ଥିତି ଏପର୍ଯ୍ୟନ୍ତ ସ୍ବାଭାବିକ ହୋଇନାହିଁ। ସୋମବାର (ମେ ୪) ଦିନ, ୟୁଏଇର ଫୁଜୈରାହ ପେଟ୍ରୋଲିୟମ ଇଣ୍ଡଷ୍ଟ୍ରିଜ ଜୋନ (FOIZ) ରେ ଡ୍ରୋନ ଆକ୍ରମଣ…

ଦାଦନ ଖଟିବାକୁ କେରଳ ଯାଇଥିଲେ ଅଭିମନ୍ୟୁ, ପାଲଟିଲେ ଶବ

ଚିକିଟି,୫।୫(ପ୍ରକାଶ ଚନ୍ଦ୍ର ସାହୁ): କେରଳସ୍ଥିତ ଥିରୁଭାନନ୍ତପୁରମ ଅଞ୍ଚଳରେ ଏକ ଘରୋଇ କମ୍ପାନୀରେ କାମ କରୁଥିବା ଓଡ଼ିଆ ଶ୍ରମିକଙ୍କ ରବିବାର ମୃତ୍ୟୁ ଘଟିଛି l ସେ ହେଲେ ଗଞ୍ଜାମ…

ବୈତରଣୀ ନଦୀ କୂଳରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ସୋମବାରଠୁ ଥିଲେ ନିଖୋଜ

ପାଟଣା,୫ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ କେନ୍ଦୁଯୋଡା ଗ୍ରାମ ନିକଟସ୍ଥ ବୈତରଣୀ ନଦୀ କୂଳରୁ ମଙ୍ଗଳବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି…

ଆସାମରେ ହାରିଲେ ୩ ପୂର୍ୱତନ ମୁଖ୍ୟମନ୍ତ୍ରୀଙ୍କ ପୁଅ, ଜାଣନ୍ତୁ….

ଗୁଆହାଟୀ,୫ା୫: ଆସାମ ବିଧାନସଭା ନିର୍ୱାଚନରେ ୩ ପୂର୍ୱତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ପରାଜିତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ରାଜ୍ୟ କଂଗ୍ରେସ ସଭାପତି ତଥା ଏମ୍‌ପି ଗୌରବ ଗୋଗୋଇ, ପୂର୍ୱ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri