Posted inଜାତୀୟ

ଅତିକଙ୍କୁ ଆଜୀବନ ଜେଲ

ପ୍ରୟାଗରାଜ,୨୮।୩: ଉତ୍ତରପ୍ରଦେଶ ପ୍ରୟାଗରାଜର ଏମ୍‌ପି-ଏମ୍‌ଏଲ୍‌ଏ କୋର୍ଟ ମଙ୍ଗଳବାର ଉମେଶ ପାଲଙ୍କ ଅପହରଣ ଏବଂ ହତ୍ୟା ମାମଲାର ଶୁଣାଣି କରିଛନ୍ତି। ବାହୁବଳୀ ଅତିକ ଅହମ୍ମଦଙ୍କ ସମେତ ୩ଜଣ ଅଭିଯୁକ୍ତ ହନିଫ, ଦିନେଶ ପାସିଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏହି ମାମଲା ଗତ ୧୭ବର୍ଷରୁ ଚାଲୁଥିବା ବେଳେ କୋର୍ଟ ଆଜି ରାୟ ପ୍ରକାଶ କରି ସମସ୍ତ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ କୋର୍ଟ ୩ଜଣଙ୍କ ଉପରେ ୧-୧ଲକ୍ଷ ଟଙ୍କାର ଜରିମାନା ଲଗାଇଛନ୍ତି। ଆଉ ଏହି ଜରିମାନାକୁ ଉମେଶ ପାଲଙ୍କ ପରିବାରକୁ ହସ୍ତାନ୍ତର କରାଯିବ ବୋଲି ଜଣାପଡ଼ିଛି। ଅନ୍ୟପଟେ ଅତିକଙ୍କ ଭାଇ ଅଶରଫ ଅହମ୍ମଦ ସମେତ ୭ଜଣଙ୍କୁ କୋର୍ଟ ନିର୍ଦ୍ଦୋଷରେ ଖଲାସ୍‌ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ୟୁନୁସଙ୍କୁ କଡ଼ା ଜବାବ ଦେଲା ଭାରତ: ନେଲା ବଡ଼ ପଦକ୍ଷେପ, ବାଂଲାଦେଶରେ…

ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ସରକାର ଡିସେମ୍ବର ୧୭, ୨୦୨୫ରେ ବାଂଲାଦେଶର ରାଜଧାନୀ ଢାକାରେ ଥିବା ଭାରତୀୟ ଭିସା ଆବେଦନ କେନ୍ଦ୍ର (IVAC)କୁ ବନ୍ଦ କରିବାକୁ ଏକ ନୋଟିସ...

୬ ଆହତ ଛୁଆହାତୀକୁ ଉଦ୍ଧାର କଲା ବନବିଭାଗ: କରାଯାଉଛି ଚିକିତ୍ସା

କେସିଙ୍ଗା୧୮।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିନସ୍ଥ ନୂନମାଠ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଖାଦ୍ୟ ଅନ୍ବେଷଣରେ ୩୫ ଟିକିଆ ହାତୀପଲ ଗତକାଲି ଗାଁ...

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

ସଙ୍ଗୀତା ସିଂଦେଓ ସର୍ବୋତ୍ତମ ମହିଳା ଏମ୍‌ପି: ୮ ଏମ୍‌ପିଙ୍କୁ ଲୋକମତ ପାର୍ଲାମେଣ୍ଟାରି ପୁରସ୍କାର

ନୂଆଦିଲ୍ଲୀ,୧୮ା୧୨(ପି.ଟି.):ଲୋକ ସଭାରେ ବଲାଙ୍ଗୀର ସଂସଦୀୟ ଆସନରୁ ପ୍ରତିନିଧିତ୍ୱ କରୁଥିବା ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବୁଧବାର ସର୍ବୋତ୍ତମ ମହିଳା ଏମ୍‌ପି ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଦୋମାରିଅୟାଗଞ୍ଜର...

‘ଆପଣଙ୍କ ସହ ସାକ୍ଷାତ ପରେ ଲାଗିଲା ଯେମିତି ଭଗବାନଙ୍କ ଦର୍ଶନ ମିଳିଗଲା’, ଓମାନରେ ମୋଦିଙ୍କ ସହ ସାକ୍ଷାତ ପରେ…

ମସ୍କଟ,୧୮।୧୨: ବୁଧବାର ଓମାନର ମସ୍କଟରେ ଏକ ହୋଟେଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ବାଗତ କରିଥିଲେ। ଶହ ଶହ ଲୋକ ଭାରତୀୟ...

ପ୍ରବଳ ବର୍ଷା, ତୁଷାରପାତ ସହ ଶୀତଳ ଲହରୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ସବୁ ସ୍ଥାନରେ…

ନୂଆଦିଲ୍ଲୀ,୧୮।୧୨: ସାରା ଦେଶରେ ପାଗ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି, ଏବଂ ଆଗାମୀ ୨୪ରୁ ୪୮ ଘଣ୍ଟା ଅନେକ ରାଜ୍ୟ ପାଇଁ ଚ୍ୟାଲେଞ୍ଜିଂ ସାବ୍ୟସ୍ତ ହୋଇପାରେ।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬...

ଆରଏସଏସର ସାଧାରଣ ସମ୍ପାଦକ ଦତ୍ତାତ୍ରେୟଙ୍କ ବିବାଦୀୟ ବୟାନ, କହିଲେ ମୁସଲମାନ ନଦୀକୁ ପୂଜା କରନ୍ତୁ…

ନୂଆଦିଲ୍ଲୀ,୧୮।୧୨: ଡିସେମ୍ବର ୧୭, ୨୦୨୫ ରେ, ଗୋରଖପୁରର ଖୋରାବାରରେ ଥିବା ମାଲବ୍ୟ ନଗର ଶ୍ରୀରାମ ବସ୍ତି ଖେଳପଡ଼ିଆରେ ଏକ ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ରାଷ୍ଟ୍ରୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri