Posted inଜାତୀୟ

୨୪ଘଣ୍ଟାରେ ୧୩୦୦କି.ମି. ଅତିକ୍ରମ କରି ପ୍ରୟାଗରାଜର ସେଣ୍ଟ୍ରାଲ ଜେଲ୍‌ରେ ପହଞ୍ଚିଲା ଅତିକଙ୍କ କନ୍‌ଭେ

ପୟାଗରାଜ,୨୭।୩: ମାଫିଆରୁ ବାହୁବଳୀ ବିଧାୟକ ହୋଇଥିବା ଅତିକ ଅହମ୍ମଦଙ୍କୁ ଗୁଜରାଟର ଅହମ୍ମଦାବାଦର ସାବରମତୀ ଜେଲ୍‌ରୁ ଉତ୍ତରପ୍ରଦେଶ ପ୍ରୟାଗରାଜକୁ ଅଣାଯାଇଛି। କଡ଼ା ସୁରକ୍ଷା ବଳୟରେ ତାଙ୍କ କନ୍‌ଭେ ପ୍ରୟାଗରାଜର ନୈନି ସେଣ୍ଟ୍ରାଲ ଜେଲ୍‌ରେ ପହଞ୍ଚିଛି। ଜେଲ୍‌ରେ ଅତିକଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସୂଚନାଯୋଗ୍ୟ, ଉତ୍ତରପ୍ରଦେଶର ୪୫ଜଣିଆ ପୋଲିସ ଟିମ୍‌ ରବିବାର ସଡ଼କ ପଥ ଗୁଜରାଟ, ମଧ୍ୟପ୍ରଦେଶ, ରାଜସ୍ଥାନ ଦେଇ ତାଙ୍କୁ ପ୍ରୟାଗରାଜ ଆଣିଛି। ଏହି ଯାତ୍ରା ୧୩୦୦କିଲୋମିଟର ଅତିକ୍ରମ କରି ୨୪ଘଣ୍ଟାରେ ପୁରା କରାଯାଇଥିଲା। ଅତିକଙ୍କୁ ମଙ୍ଗଳବାର ସୁପ୍ରିମକୋର୍ଟ ସମ୍ମୁଖରେ ହାଜର କରାଯିବ। ଏକ ଅପହରଣ ମାମଲାରେ ତାଙ୍କ ବିରୋଧରେ କୋର୍ଟ ଏକ ନିର୍ଦ୍ଦେଶ ଜାରି କରିବାକୁ ଯାଉଛନ୍ତି, ଯେଉଁଥିରେ ସେ ଜଣେ ଅଭିଯୁକ୍ତ ରହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌, ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଲେ….

ନୂଆଦିଲ୍ଲୀ,୧୩।୧୦: ଭାଜପାର ବରିଷ୍ଠ ନେତା ତଥା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗନ୍‌ ମଙ୍ଗଳବାର ମୋଦି କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ଏପରିକି ଏଲ୍‌. ମୁରୁଗନ୍‌…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?