Posted inଜାତୀୟ

ଅତିକ ଏବେ କଏଦୀ ନମ୍ବର ୧୭୦୫୨

ପ୍ରୟାଗରାଜ,୩୧ ।୩: ସାବରମତି ଜେଲରେ ଅତିକ ଅହମଦ ଏବେ କଏଦୀ ନମ୍ବର ୧୭୦୫୨ ଭାବେ ପରିଚିତ ହେବେ । ସଜା ଭୋଗୁଥିବା କଏଦୀ ଭାବେ ଶୁକ୍ରବାର ଜେଲ ପ୍ରଶାସନ ଅତିକଙ୍କ ନମ୍ବର ଜାରି କରିଛନ୍ତି । ସେ ଏବେ କଏଦୀଙ୍କ ପୋଷାକ ପିନ୍ଧିବେ ଓ ଜେଲରେ ଅନ୍ୟ କଏଦୀଙ୍କ ଭଳି କାମ ବି କରିବେ । ତାଙ୍କ ସାମ୍ନାରେ ଜେଲ ମାନୁଆଲ ହିସାବରେ ବିଭିନ୍ନ କାମର ସୂଚି ଦିଆଯାଇଛି । ଯେଉଁ କାମକୁ ସେ ବାଛିବେ ଅତିକ ସେହି କାମ କରିବେ ।
ସୂଚନାଯୋଗ୍ୟ, ପ୍ରୟାଗରାଜର ଏମପିଏମଏଲଏ କୋର୍ଟ ଉମେଶ ପାଲ ଅପହରଣ ମାମଲାରେ ଅତିକ ଅହମଦ ସମେତ ୩ ଜଣଙ୍କୁ ଆଜୀବନ ଦଣ୍ଡାଦେଶ ଦେଇଛନ୍ତି । କୋର୍ଟର ରାୟ ପରେ ଅତିକ ଅହମଦଙ୍କୁ ପୋଲିସ ଟିମ ବୁଧବାର ରାତି ପ୍ରାୟ ସାଢେ ୮ଟାରେ ସାବରମତି ଜେଲରେ ପହଞ୍ଚାଇ ଦେଇଥିଲେ । ଏହାସହ ପୋଲିସ ଜେଲ ପ୍ରଶାସନକୁ ଅତିକଙ୍କ ଆଜୀବନ କାରାବାସ ସମ୍ବନ୍ଧିତ କାଗଜପତ୍ର ହସ୍ତାନ୍ତର କରିଥିଲେ ।
ରାତିରେ ଅତିକଙ୍କୁ ପୁରୁଣା ବାରାକକୁ ପଠାଇ ଦିଆଯାଇଥିଲା । ଗୁରୁବାର ସାବରମତି ଜେଲ ଅଧିକାରୀ ଅତିକଙ୍କୁ ସଜାପ୍ରାପ୍ତ କଏଦୀ ଭାବେ ବାରକ ଯୋଗାଇ ଦେଇଥିଲେ । ସେ କଏଦୀ ନମ୍ବର ୧୭୦୫୨ ଭାବେ ପରିଚିତ ହେବେ ।


Enter your email to get our daily news in your inbox.

All Right Reserved By Dharitri.Com

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

Shukra Gochar: ୪ ରାଶିଙ୍କ ଅଯଥା ହେବ ଧନ ହାନୀ! ହଠାତ୍ ଚାକିରିରୁ ହେବେ ବିଦା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି, ଶୁକ୍ର ଗ୍ରହ ଉତ୍ତରାଫାଲଗୁନି ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ସକାଳ ୪:୫୬ ସମୟରେ ହୋଇଥିବା ଶୁକ୍ରଙ୍କ ଏହି ଗୋଚର ଶୁଭ, କିନ୍ତୁ ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri