କେଜ୍‌ରିଓ୍ବାଲଙ୍କ ସ୍ଥାନରେ ଅଗଷ୍ଟ ୧୫ରେ ପତାକା ଉତ୍ତୋଳନ କରିବେ ମନ୍ତ୍ରୀ ଆତିଶୀ

ନୂଆଦିଲ୍ଲୀ,୧୨ା୮: ଦିଲ୍ଲୀ ସରକାର ନିଷ୍ପତ୍ତି ନେଇଛନ୍ତି ଯେ, ସ୍ବାଧୀନତା ଦିବସରେ ମନ୍ତ୍ରୀ ଆତିଶୀ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲଙ୍କ ବଦଳରେ ପତାକା ଉତ୍ତୋଳନ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଦିଲ୍ଲୀ ସରକାରଙ୍କ ପରିବେଶ ମନ୍ତ୍ରୀ ଗୋପାଳ ରାୟ ତିହାର ଜେଲରେ ପହଞ୍ଚି କେଜ୍‌ରିଓ୍ବାଲଙ୍କୁ ଭେଟିଥିଲେ ଏବଂ ପରେ ଜିଏଡି ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ।

CM अरविंद केजरीवाल की जगह 15 अगस्त को मंत्री आतिशी फहराएंगी झंडा, आदेश जारी

ଗୋପାଳ ରାୟଙ୍କ ସହ କଥାବାର୍ତ୍ତା କରି କେଜ୍‌ରିଓ୍ବାଲ କହିଛନ୍ତି, ସ୍ବାଧୀନତା ଦିବସରେ ଏଥର କେବଳ ମନ୍ତ୍ରୀ ଆତିଶୀ ପତାକା ଉତ୍ତୋଳନ କରିବେ। ଏହି ପରିପ୍ରେକ୍ଷୀରେ ପତାକା ଉତ୍ତୋଳନ ପାଇଁ ଏସିଏସ୍‌ ଜିଏଡି ବିଭାଗ ଦ୍ୱାରା ସମସ୍ତ ପ୍ରସ୍ତୁତି ଚାଲିଛି। ମନ୍ତ୍ରୀ ଗୋପାଳ ରାୟ ଏକ ଚିଠି ଲେଖି ଏ ସମ୍ପର୍କରେ ନିର୍ଦ୍ଦେଶ ଦେଇଛନ୍ତି।

ଦିଲ୍ଲୀ ସରକାରୀ ମନ୍ତ୍ରୀ ଆତିଶୀଙ୍କର ମୋଟ୍‌ ୧୪ଟି ବିଭାଗ ଅଛି। ଏଥି ମଧ୍ୟରେ ଲୋକସମ୍ପର୍କ ବିଭାଗ, ଶିକ୍ଷା ବିଭାଗ, ଆଇନ ଏବଂ ନ୍ୟାୟ ବିଭାଗ ଏବଂ ଜଳ ବିଭାଗ ମଧ୍ୟ ଅନ୍ତର୍ଭୁକ୍ତ। କେଜ୍‌ରିଓ୍ବାଲଙ୍କ ପରେ ଆତିଶୀ ଦିଲ୍ଲୀର ସବୁଠାରୁ ଶକ୍ତିଶାଳୀ ନେତ୍ରୀ କାରଣ ତାଙ୍କ ନିକଟରେ ସର୍ବାଧିକ ବିଭାଗ ରହିଛି। ଏଏପିର ମହିଳା ନେତ୍ରୀ ଆତିଶୀ  ଅକ୍ସଫୋର୍ଡ ୟୁନିଭର୍ସିଟି ଜଣେ ସ୍ନାତକ ଏବଂ ଶିକ୍ଷାକ୍ଷେତ୍ରରେ ଉତ୍କୃଷ୍ଟ କାର୍ଯ୍ୟ ପାଇଁ ଜଣାଶୁଣା।


Enter your email to get our daily news in your inbox.

All Right Reserved By Dharitri.Com

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri