ଏଟିଏମ୍‌ ଭାଙ୍ଗି ଲୁଟିନେଲେ, କାରକୁ ଜଙ୍ଗଲରେ ଛାଡି ଚାଲିଗଲେ

ନବରଙ୍ଗପୁର,୩୧।୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ବ୍ଲକ କାର୍ଯ୍ୟାଳୟ ନିକଟ ୨୬ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ଏକ ଏଟିଏମ୍‌ରୁ ଲୁଟ ହୋଇଥିବା ଜଣାପଡ଼ିଛି। ଦୁର୍ବୃତ୍ତମାନେ ଏଟିଏମ୍‌ ତାଲା ଭାଙ୍ଗି ମେଶିନ୍‌କୁ କଟର ମାଧ୍ୟମରେ କାଟି ନେଇଥିବା ଜଣାପଡ଼ିଛି। ତେବେ କେତେଟଙ୍କା ଏଟିଏମ୍‌ରୁ ଲୁଟ ହୋଇଛି ତାହା ସ୍ପଷ୍ଟ ଜଣାପଡ଼ିନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା କୁହାଯାଉଛି । ତେବେ ପୋଲିସ ଏହି ଘଟଣାରେ ବିଭିନ୍ନ ସ୍ଥାରର ସିସି ଟିଭି ଫୁଟେଜ୍‌ ଯାଞ୍ଚ ଆରମ୍ଭ କରିଛି । ଏକ ଧଳାରଙ୍ଗର କାରରେ ଦୁର୍ବୃତ୍ତ ଆସି ଏହି ଲୁଟ କରିଥିବା ପୋଲିସ ଯାଞ୍ଚ ସମୟରେ ଜାଣିବାକୁ ପାଇଛି । ତେବେ ଡାବୁଗାଁ ସିକିଲି ଜଙ୍ଗଲ ଭିତରେ କାର ଛାଡି ଦୁର୍ବୃତ୍ତ ଚାଲିଯାଇଛନ୍ତି । ଉକ୍ତ କାରକୁ ପୋଲିସ ଜବତ କରିଛି । ପୋଲିସ ଏହି ଘଟଣାରେ ୨ ଜଣଙ୍କୁ ଅଟକ ରଖିଥିବା ସୂଚନା ମିଳିଛି । ଡାବୁଗାଁ ସିକିଲି ଜଙ୍ଗଲର ସବୁଠି ପୋଲିସଫୋର୍ସ ସର୍ଚ୍ଚ ଆରମ୍ଭ କରିଛି । ସାଇଣ୍ଟିଫିକ୍‌ ଟିମ୍‌ କାର ନିକଟରେ ପହଞ୍ଚି କିଛି ନମୁନା ସଂଗ୍ରହ କରି ଅଧିକ ଯାଞ୍ଚ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

RCB ମହିଳା ଟିମକୁ ଶୁଭେଚ୍ଛା ଜଣାଉ ଜଣାଉ ପୁରୁଷ ଟିମକୁ ଏମିତି କହିଲେ ବିଜୟ ମାଲ୍ୟା, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ RCB…

ଭାଲେଣ୍ଟାଇନ୍‌ ଡେ’ରୁ ଏହି ରାଶିର ଆରମ୍ଭ ହେବ ଭଲ ଦିନ, ଖୋଲିବ ବନ୍ଦ ଭାଗ୍ୟର ତାଲା

ଫେବୃଆରୀ ମାସ ମିଥୁନ ରାଶି ପାଇଁ ବିଶେଷ ହୋଇପାରେ। ୧୩ ଫେବୃଆରୀ ପରେ, ମିଥୁନ ରାଶିର ଭାଗ୍ୟ ସେମାନଙ୍କ ପାଇଁ ଅନୁକୂଳ ହୋଇପାରେ। ରାଶିର ଅଧିଷ୍ଠାତ୍ରୀ ଦେବତା…

ଆମେରିକା ସହିତ ‘ସିକ୍ରେଟ୍‌ ଟାରିଫ୍‌ ଡିଲ୍‌’ କରିବାକୁ ଯାଉଛି ବାଂଲାଦେଶ, ଭାରତ ପାଇଁ ବଢିଲା ଟେନସନ୍‌

ନୂଆଦିଲ୍ଲୀ,୬।୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଆମେରିକା ସହିତ ଏକ ଗୁପ୍ତ ଟାରିଫ୍‌ ଚୁକ୍ତି କରିବାକୁ ଯୋଜନା କରୁଛି। ଦେଶର ସଂସଦୀୟ ନିର୍ବାଚନର ମାତ୍ର ତିନି ଦିନ ପୂର୍ବରୁ,…

ଏମିତି ମିଛ କହିଲେ ଟ୍ରମ୍ପ: ପୋଲ୍‌ ଖୋଲି ଦେଲା ଚାଇନା

ଓ୍ବାଶିଂଟନ୍‌,୬।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ଫୋନ କଲ୍‌ ପରେ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଅନେକ ସାହସିକ ଦାବି…

ଝିଅ ଜନ୍ମ ହେବା ମାତ୍ରେ ମିଳିବ ୨୧,୦୦୦ ଟଙ୍କା, ପଢିବା ଖର୍ଚ୍ଚ ମଧ୍ୟ ବହନ କରିବେ ସରକାର, ଜାଣନ୍ତୁ ଏହି ଯୋଜନା କ’ଣ…

ନୂଆଦିଲ୍ଲୀ,୬।୨: ଝିଅମାନଙ୍କୁ ଶିକ୍ଷା ଏବଂ ପାଳନପୋଷଣ ପାଇଁ ସରକାର ଅନେକ ଯୋଜନା ଚଳାନ୍ତି। ରାଜ୍ୟ ସରକାରଗୁଡ଼ିକ ମଧ୍ୟ ରାଜ୍ୟ ସ୍ତରରେ ଅନେକ ଯୋଜନା ଚଳାନ୍ତି, ଯେପରିକି ଉତ୍ତର…

କୁମୁତାଲପେଟାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି

ଜେକେପୁର,୬ା୨(ରାଜେଶ ବିଶ୍ୱାଳ): ରାୟଗଡା ବ୍ଲକର କୁମୁତାଲପେଟା ପଞ୍ଚାୟତ ଅନ୍ତର୍ଗତ କୁମୁତାଲପେଟା ଗ୍ରାମରେ ଥିବା ପଞ୍ଚାୟତ କମ୍ପ୍ଲେକ୍ସର ଏକ ଦୋକାନରେ ଶୁକ୍ରବାର ଭୋର୍‌ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।…

‘ଆପଣଙ୍କୁ କେବଳ ପବ୍ଲିସିଟି ଦରକାର’, କାହିଁକି ପ୍ରଶାନ୍ତ କିଶୋରଙ୍କୁ ଏମିତି କହିଲେ ସୁପ୍ରିମକୋର୍ଟ? ଜାଣନ୍ତୁ…

ପାଟନା,୬।୨: ୨୦୨୫ ବିହାର ବିଧାନସଭା ନିର୍ବାଚନକୁ ଚ୍ୟାଲେଞ୍ଜ କରି ଏବଂ ନୂତନ ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋରଙ୍କ ଜନ ସୂରଜ ପାର୍ଟି ଦ୍ୱାରା ଦାୟର କରାଯାଇଥିବା ଆବେଦନର…

ଅଟୋ ଛାତରେ ବସି କୁକୁରର ସହର ପରିକ୍ରମା, ଭିଡିଓ ଭାଇରାଲ୍

ପୁଣେ,୬।୨: ମହାରାଷ୍ଟ୍ରର ପୁଣେ ସହରରେ ଏକ ଅଦ୍ଭୁତ ଘଟଣା ଦେଖିବାକୁ ମିଳିଛି। ସହରର ବ୍ୟସ୍ତବହୁଳ ‘ଡାଙ୍ଗେ ଛକ’ ଅଞ୍ଚଳରେ ଏକ ଚଳନ୍ତା ଅଟୋ-ରିକ୍ସା ଛାତ ଉପରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri