ଏଟିଏମ୍‌ ଲୁଟ୍‌ ଉଦ୍ୟମ

ଭଦ୍ରକ ଅଫିସ,୧୩ା୯: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାଣିତାଲ ଛକରେ ଥିବା ଆକ୍ସିସ ବ୍ୟାଙ୍କ ଏଟିଏମ୍‌ ଶନିବାର ବିଳମ୍ବିତ ରାତିରେ ଲୁଟ ଉଦ୍ୟମ ହୋଇଛି। ଗ୍ୟାସ କଟର ସାହାଯ୍ୟରେ ଏହାର ଚେଚିସ ବକ୍ସକୁ କଟା ଯାଇଥିବାର ଦେଖିବାକୁ ମିଳିଛି। ଗ୍ରାମାଞ୍ଚଳ ପୋଲିସ ଓ ଏଟିଏମ୍‌ ଅଧିକାରୀ ତଦନ୍ତ କଲେ କେତେ ଟଙ୍କା ଚୋରି ହୋଇଛି ଓ କ’ଣ କ୍ଷତି ହୋଇଛି ତାହା ସ୍ପଷ୍ଟ ଜଣାପଡ଼ିବ। ରବିବାର ହୋଇଥିବାରୁ ବ୍ୟାଙ୍କ ଅଧିକାରୀମାନେ ପହଞ୍ଚି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଟର କାଟି ଲୁଗା ଦୋକାନରୁ ଲୁଟ

ଯାଜପୁର ଟାଉନ,୧୭।୧୦(ଡି.ଏନ୍‌.ଏ.): ସଟର କାଟି ଲୁଗା ଦୋକାନରୁ ଲୁଟ ହୋଇଛି। ଯାଜପୁର ସଦର ଥାନା ଅନ୍ତର୍ଗତ ଖଇରାବାଦ ଗାଁ ର ମା’ ଲଷ୍ମୀ ଟେକ୍ସଟାଇଲ ଦୋକାନରୁ...

ବିଭିନ୍ନ ଦାବି ନେଇ ଧାରଣାରେ ବସିଲେ ସୁରକ୍ଷା କର୍ମୀ

ବ୍ରହ୍ମପୁର ଅଫିସ,୧ା୭-  ଏମ୍‌କେସିଜି ମେଡିକାଲରେ କାର୍ଯ୍ୟରତ ଶତାଧିକ ସୁରକ୍ଷା କର୍ମୀ ବିଭିନ୍ନ ଦାବି ନେଇ ରବିବାର ଅପରାହ୍ନରେ ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ।...

ମୋବାଇଲ ଟାୱାର ସ୍ଥାପନ ନଁ।ରେ ଠକେଇ: ୪ ଗିରଫ, ନକଲି ନୋଟ ଜବତ

ବାରିପଦା ଅଫିସ, ୭।୧୦- ମୋବାଇଲ ଟାଓ୍ବାର ସ୍ଥାପନ ନଁ।ରେ ଠକେଇ ଅଭିଯୋଗରେ ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ପୋଲିସ ସୋମବାର ୪ ଜଣଙ୍କୁ ଗିରଫ କରିଛି।...

ଚିନିକଳ ପୁନଃ ଚାଲୁ ଦାବିରେ ନୟାଗଡ଼ରେ ବନ୍ଦ ପାଳନ

ନୟାଗଡ଼ ଅଫିସ,୬।୩: ଚିନିକଳ ପୁନଃ ଚାଲୁ ଦାବିରେ ଶୁକ୍ରବାର ନୟାଗଡ଼ରେ ବନ୍ଦ ପାଳନ ହୋଇଛି । ଆନ୍ଦୋଳନକାରୀମାନେ ଖୋର୍ଦ୍ଧା – ବଲାଙ୍ଗୀର ରେଳପଥର ନୟାଗଡ଼ ଟାଉନ...

କନ୍ଧମାଳ ଜିଲା: ପ୍ରଥମ ପର୍ଯ୍ୟାୟରେ ୬୦୦ ଆଦର୍ଶ ଅଙ୍ଗନୱାଡ଼ି ଲକ୍ଷ୍ୟ

ଫୁଲବାଣୀ ଅଫିସ, ୨୨ା୧-ଆଜିକାଲିର ପ୍ରତିଯୋଗୀଭାବ ସମ୍ପନ୍ନ ସମାଜରେ ପିଲାକୁ ପଢ଼ାଇବା ପାଇଁ ଅଭିଭାବକମାନେ ପ୍ରଥମେ ପ୍ଲେ ସ୍କୁଲ ପରଖୁଛନ୍ତି। ଯେଉଁଠି ପିଲା ପ୍ରିନର୍ସରୀ ସାରି ନର୍ସରୀ...

ରେଖାଙ୍କିତ ଚିହ୍ନ ମଧ୍ୟରେ ଠିଆହୋଇ ରାଶନ କିଣିବାକୁ ପୋଲିସର ପରାମର୍ଶ

ଦିଗପହଣ୍ଡି,୨୫।୩(ଡି.ଏନ୍‌.ଏ.): ଦିଗପହଣ୍ଡି ଥାନା ପୋଲିସ ପକ୍ଷରୁ ସହରରେ ଥିବା ରାଶନ ଦୋକାନଗୁଡିକର ଭିଡ଼ ନିୟନ୍ତ୍ରଣ କରି ସତର୍କତା ଅବଲମ୍ବନ କରିବାକୁ ପଦକ୍ଷେପ ନିଆଯାଇଛି। ପ୍ରତି ଦୋକାନ...

ଝଡ ବର୍ଷାରେ ବ୍ୟାପକ କ୍ଷୟକ୍ଷତି

ବାମରା, ୨୬।୪ (ଡି.ଏନ.ଏ.): ସମ୍ବଲପୁର ଜିଲା ବାମରା ବ୍ଲକର ବିଭିନ୍ନ ଅଞ୍ଚଳରେ ଶୁକ୍ରବାର ଦିନ ପ୍ରବଳ ଝଡ ବର୍ଷା ହେବା ଫଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି।...

ଦିବ୍ୟ କୃପା ଲାଭରୁ ବଞ୍ଚିିତ ହେବେ ଶ୍ରଦ୍ଧାଳୁ

ପୁରୀ ଅଫିସ,୩୦।୬: ଆଷାଢ ଶୁକ୍ଳ ଦ୍ୱିତୀୟାଠାରୁ ଆରମ୍ଭ ହୋଇଥିବା ଶୀଗୁଣ୍ଡିଚା ଯାତ୍ରାର ଅଷ୍ଟମ ଦିବସ ତଥା ନବମୀ ତିଥିରେ ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କର ସନ୍ଧ୍ୟା ଦର୍ଶନ...

Coronavirus Update


Archives

Model This Week

Why Dharitri