ଏଟିଏମ୍‌ରୁ ୨୬ ଲକ୍ଷ ୫୬ ହଜାର ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ୪ ଗିରଫ

ଢେଙ୍କାନାଳ ଅଫିସ, ୨୧।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନଂ. ଜାତୀୟ ରାଜପଥରୁ ପାର୍ଶ୍ୱ ନିମବାହାଲି ଛକରେ ଥିବା ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ଏକ ଏଟିଏମ୍‌ରୁ ଗତ ୧୪ ତାରିଖରେ ଚୋରି ହୋଇଥିଲା। ଦୁର୍ବୃତ୍ତ ଗ୍ୟାସ କଟର ସାହାଯ୍ୟରେ ଏଟିଏମ୍‌ରୁ ୨୬ ଲକ୍ଷ ୫୬ ହଜାର ଟଙ୍କା ଲୁଟି ନେଇଥିଲେ। ଏହି ଘଟଣାରେ ସୋମବାର ପୋଲିସ ୪ ଜଣଙ୍କୁ ଗିରଫ କରିଛି। ସେମାନେ ବିଶ୍ୱଜିତ୍‌ ନାୟକ(୧୮), ରତିକାନ୍ତ ସାହୁ(୧୮), ସଙ୍କେତ ବେହେରା(୧୯) ଓ ଶୁଭମ୍‌ ବେହେରା (୨୩) ବୋଲି ପୋଲିସ କହିଛି। ସେମାନଙ୍କଠାରୁ ୨୧ ହଜାର ୫୦୦ ଟଙ୍କା, ୨ ବାଇକ୍‌, ୪ ମୋବାଇଲ୍‌ ଇତ୍ୟାଦି ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛମୂଳରୁ ୩ ଦିନର ଶିଶୁକନ୍ୟା ଉଦ୍ଧାର

ବନ୍ତଳା,୯।୫(ଡି.ଏନ.ଏ.): ବିଶ୍ୱ ମାତୃ ଦିବସରେ ମମତା ଭୁଲିଗଲେ ମା’। ୩ ଦିନର ଶିଶୁକନ୍ୟାଙ୍କୁ ଏକ ଗଛମୂଳେ ଛାଡ଼ି କେହି କୁମାରୀ ମା’ ପଳାଇଯିବା ଅନୁଗୋଳ ଜିଲା ବନ୍ତଳା...

ରାଜସ୍ବ କର୍ମଚାରୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ୨ ଭାଇ ଗିରଫ

ପୁରୁଷୋତ୍ତମପୁର,୨୩ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ବାଲି ମାଫିଆମାନେ ଦିନକୁ ଦିନ ସେମାନଙ୍କ ପତିଆରା ବିସ୍ତାର କରି ଋଷିକୂଲ୍ୟା ନଦୀରୁ ବେଆଇନ ଭାବେ ବାଲି ଚୋରି...

ଜାଲ୍‌ ରସିଦ୍‌ ବହି କରି ଫସିଲେ କନଷ୍ଟେବଳ, ମାମଲା ଦାୟର ପରେ ଗିରଫ କଲା ପୋଲିସ

ବ୍ରହ୍ମପୁର ଅଫିସ,୨୦ା୬: ରେଡକ୍ରସ୍‌ ରସିଦ ବହି ନକଲି କରି ଟଙ୍କା ଠକେଇ କରିବାକୁ ଯୋଜନା କରିଥିବା ବ୍ରହ୍ମପୁର ପୋଲିସ ଜିଲାର ଜଣେ କନଷ୍ଟେବଳଙ୍କୁ ଗିରଫ କରାଯାଇଛି।...

୫୦ ଲକ୍ଷ ଜବତ ନେଇ ନିର୍ବାଚନୀ ଚର୍ଚ୍ଚା

ପିପିଲି,୬।୪ (ଡି.ଏନ୍‌.ଏ./ସ୍ବ.ପ୍ର.):ପିପିଲିର ତରାକାଜ ଓଭରବ୍ରିଜ୍‌ଠାରେ ସୋମବାର ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌ ମିଳିତ ଭାବେ ଚଢ଼ାଉ କରି ଏକ ବାଇକ ସମେତ ନଗଦ ୫୦ଲକ୍ଷ ଟଙ୍କା...

ସରକାରୀ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ

ପର୍ଲା, ୨୪।୨ (ଡି.ଏନ୍‌.ଏ.)- ସରକାର ଦିବ୍ୟାଙ୍ଗମାନକୁ ଭତା, ଆବସ ଯୋଜନାରେ ଘର, ସରକାରୀ ପୋରଛାହନ୍‌ ଆଦି ଯୁଗେଇ ଦେଇ ସମାଜର ମୁଖିଆ ଧାରରେ ସାମିଲ କରୁଛନ୍‌।...

କର୍ମ ନିଯୁକ୍ତି ଭିତ୍ତିଭୂମି ନାହିଁ

କେନ୍ଦ୍ରାପଡ଼ା ଅଫିସ,୬।୯: ସପ୍ତାହକ ମଧ୍ୟରେ କେନ୍ଦ୍ରାପଡ଼ା ଜିଲାର ରାଜକନିକା ଥାନା ଅଞ୍ଚଳରେ ୪ ଲୁଟ୍‌ ଘଟଣା ଘଟିଛି। କାଟଣା ଅଞ୍ଚଳର ଜଣେ ଛାତ୍ରୀଙ୍କ ମୋବାଇଲକୁ ୨...

ରାସ୍ତା ନିର୍ମାଣରେ ବିଳମ୍ବ: ଟାୟାର୍‌ ଜାଳି ରାସ୍ତାରୋକୋ

ମହାକାଳପଡ଼ା,୪।୯(ଡି.ଏନ.ଏ.): ମହାକାଳପଡା ବ୍ଲକ ଅଧୀନ ବିଜୟ ନଗର-ଓରତ ମୁଖ୍ୟ ପୂର୍ତ୍ତ ରାସ୍ତା ନିର୍ମାଣ ବିଳମ୍ବ ପ୍ରତିବାଦରେ ସ୍ଥାନୀୟ ଓଳିଆ ଗ୍ରାମରେ ଲୋକମାନେ ଟାୟାର ଜାଳି ରାସ୍ତା...

ବିକାଶ ପଥରେ ଜରାଙ୍ଗ

ସମ୍ବଲପୁର,୨୪ା୯(ବ୍ୟୁରୋ): ଘଞ୍ଚ ଜଙ୍ଗଲ ପରିବେଷ୍ଟିତ ଆଦିବାସୀ ଅଧ୍ୟୁଷିତ ଗ୍ରାମ ଜରାଙ୍ଗ। ଏକଦା ମାଓବାଦୀମାନେ ଏହି ଅଞ୍ଚଳରେ ସକ୍ରିୟ ଥିଲେ। ହେଲେ ରାଜ୍ୟ ସରକାରଙ୍କ ଦୃଷ୍ଟି ପଡିବାରୁ...

Advertisement
Archives

Model This Week