ସଙ୍ଘବଦ୍ଧ ଆକ୍ରମଣ: ମହିଳାଙ୍କ ସମେତ ୪ ଆହତ

ଛତ୍ରପୁର,୨୪ା୪: ଗଞ୍ଜାମ ଥାନା ଅନ୍ତର୍ଗତ ଛତ୍ରପୁର ବ୍ଲକ ଅଧୀନ ଅଗସ୍ତିନୂଆଗାଁରେ ଶନିବାର ରାତି ପ୍ରାୟ ସାଢେ ୮ଟାରେ ସଂଘବଦ୍ଧ ଆକ୍ରମଣରେ ମହିଳାଙ୍କ ସମେତ ୪ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଝୁନୁ ଗୌଡ଼, ବିନାୟକ ଗୌଡ଼, ନୀବାସୀ ଗୌଡ଼ ଓ ସୁକାନ୍ତ ନାହାକ। ଏମାନଙ୍କୁ ଚିକିତ୍ସା ପାଇଁ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆକ୍ରମଣର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ଖଣ୍ଡାରେ ଆକ୍ରମଣ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଷାକ୍ତ ହେଲାଣି ରେଙ୍ଗାଳି ଦକ୍ଷିଣ କେନାଲ ପାଣି

ତାଳଚେର,୧୮ା୩(ନି.ପ୍ର.) – ତାଳଚେର ସହର ଦେଇ ଯାଇଥିବା ରେଙ୍ଗାଳି ଦକ୍ଷିଣ ପାର୍ଶ୍ୱ କେନାଲ ଏବେ ଡ୍ରେନ୍‌ରେ ପରିଣତ ହୋଇଥିବା ପଞ୍ଚାୟତ ସମିତି ଅଧ୍ୟକ୍ଷ ବୃନ୍ଦାବନ ବେହେରା...

ପାନୀୟଜଳ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ

ଖୋର୍ଦ୍ଧା ଅଫିସ,୧ା୩: ଏବେଠାରୁ ତାପମାତ୍ରା ବଢ଼ିଲାଣି। ଗ୍ରୀଷ୍ମଜନିତ ଅଂଶୁଘାତ ଓ ଜଳକଷ୍ଟ ନିରାକରଣ ଲାଗି ମଙ୍ଗଳବାର ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଜିଲାପାଳଙ୍କ ସମ୍ମିଳନୀ...

ବାତ୍ୟା ‘ଅମ୍ଫନ’ ପ୍ରଭାବରେ ବାଲେଶ୍ୱରରେ ବ୍ୟାପକ କ୍ଷତି

ବାଲେଶ୍ୱର ଅଫିସ, ୨୧।୫-ବାତ୍ୟା ‘ଅମ୍ଫନ’ ପ୍ରଭାବରେ ବାଲେଶ୍ୱର ଜିଲାର ବିଭିନ୍ନ ବ୍ଲକରେ ସର୍ବାଧିକ ଚାଷଜମି ନଷ୍ଟ ହୋଇଛି। ଏହାସହ ବହୁତଗୁଡିଏ କଚ୍ଚାଘର ଭାଙ୍ଗିଯିବା, ବିଦ୍ୟୁତ୍‌ ଭିତ୍ତିଭୂମି...

ଟ୍ରକ୍‌ -୧୦୮ ଆମ୍ବୁଲାନ୍‌ସ ମୁହାଁମୁହିଁ ଧକ୍କା: ଜଣେ ମୃତ, ୩ଗୁରୁତର

ଦେବଗଡ଼,୧୭।୪(ସ୍ବ.ପ୍ର.)-ଦେବଗଡ ଜିଲା ତିଲେଇବଣି ବ୍ଲକ ପ୍ରଭାଶୁଣି ଗ୍ରାମ ନିକଟରେ ବୁଧବାର ଭୋର ଏକ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଓ ଆମ୍ବୁଲାନ୍‌ସ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।...

୨ ଶିକ୍ଷକଙ୍କ ଦରମା ବନ୍ଦ

ଚମ୍ପୁଆ, ୧ା୧୨(ଡି.ଏନ.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଅନ୍ତର୍ଗତ ଗୋପୀନାଥପୁର ପ୍ରାଥମିକ ବିଦ୍ୟାଳୟରେ ଜିଲା ଶିକ୍ଷା ଅଧିକାରୀଙ୍କ ମନିଟରିଂ ପରେ ଚମ୍ପୁଆ ବ୍ଲକ ଶିକ୍ଷା ଅଧିକାରୀ...

ଦଦ୍‌ରା କୁରିଆରେ ବିତୁଛେ ଜୀବନ୍‌

ସମ୍ବଲପୁର,୧୩ା୧୦(ବ୍ୟୁରୋ)- ପରିବାରର ଦୁଖ୍‌ କହେଲେ ନାଇଁସରେ। ଦୁଇବେଲା ଖାଏବାକେ ମିଲବାରଟା ଭିଡ଼ ହେଇଯାଉଛେ। ମୁଡ଼ ରଖବାର ଲାଗି ଛାତ୍‌ଟେ ନାଁଇଁନ। କୁଟୁମବସିଆ ଗୁଟେ ଦଦ୍‌ରା କୁରିଆରେ...

କରୋନା ଟିକା ପ୍ରସ୍ତୁତ କରିଥିବା ଦାବିକଲେ ଯୁବକ: ଡ୍ରଗ୍ସ ଇନ୍ସପେକ୍ଟରଙ୍କ ଖୋଳତାଡ଼ ଆରମ୍ଭ

ବରଗଡ଼ ଅଫିସ,୨୬।୯: ବିଶ୍ୱରେ କରୋନା(କୋଭିଡ-୧୯) ସଂକ୍ରମଣ ବ୍ୟାପି ଚାଲିଛି । ଏ ପର୍ଯ୍ୟନ୍ତ ଏହାର କୌଣସି ଠୋସ ପ୍ରତିଷେଧକ ଔଷଧ କିମ୍ବା ଭ୍ୟାକସିନ୍‌ ବାହାରି ପାରି...

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ: ବ୍ରହ୍ମପୁରରେ ରକ୍ତଦାନ ଶିବିର, ପୂଜାର୍ଚ୍ଚନା

ବ୍ରହ୍ମପୁର ଅଫିସ୍‌,୧୬।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୪ ତମ ଜନ୍ମଦିନ ଅବସରରେ ବୁଧବାର ବ୍ରହ୍ମପୁର ବିଜେଡି ପକ୍ଷରୁ ରକ୍ତଦାନ ଶିବିର ଆୟୋଜିତ ହୋଇଛି। ଟାଉନ୍‌ହଲ୍‌ଠାରେ ଅନୁଷ୍ଠିତ...

Advertisement
Archives

Model This Week