Posted inଜାତୀୟ

ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ଆତଙ୍କବାଦୀ ଶିବିରର ପର୍ଦ୍ଦାଫାଶ୍‌

ଶ୍ରୀନଗର, ୨୨।୭: ଭାରତରେ ଆକ୍ରମଣ ପାଇଁ ଆତଙ୍କବାଦୀମାନେ କରିଥିବା ଷଡ଼ଯନ୍ତ୍ର ପଣ୍ଡ ହୋଇଯାଇଛି। ରାଜୌରୀର ଥାନାମଣ୍ଡି ଅଞ୍ଚଳରେ ସର୍ଚ୍ଚ ଅପରେଶନ୍‌ ସମୟରେ ଏକ ଆତଙ୍କବାଦୀ ଶିବିରର ପର୍ଦ୍ଦାଫାଶ୍‌ ହୋଇଛି। ଏଠାରୁ ବିପୁଳ ପରିମାଣର ଗୁଳିଗୋଳା ସହିତ ଏକେ-୪୭ ରାଇଫଲ, ପିସ୍ତଲ, ଗ୍ରେନେଡ୍‌ ଆଦି ଜବତ କରାଯାଇଛି। ସ୍ଥାନୀୟ ମନପାଳ ଅଞ୍ଚଳରେ ଆତଙ୍କବାଦୀ ଶିବିର ରହିଥିବା ଗୋଇନ୍ଦା ରିପୋର୍ଟ ମିଳିଥିଲା। ଏହାର ଆଧାରରେ ୩୮-ଆର୍‌ଆର୍‌, ଜମ୍ମୁ-କଶ୍ମୀର ପୋଲିସ ଏବଂ ଭାରତୀୟ ସେନା ପକ୍ଷରୁ ମିଳିତ ଅଭିଯାନ ଆରମ୍ଭ ହୋଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ପାକିସ୍ତାନ ସହାୟତାରେ ଆତଙ୍କବାଦୀମାନେ ଏସବୁ ଗୁଳିଗୋଳା ଠୁଳ କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ କାରଖାନାରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ

ନାଗପୁର,୧।୩: ମହାରାଷ୍ଟ୍ରର ନାଗପୁର ଜିଲାରେ ରବିବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ନାଗପୁର ଜିଲାର କାଟୋଲ ତହସିଲରେ ଏକ ବିସ୍ଫୋରକ କାରଖାନାରେ ବିସ୍ଫୋରଣ ଘଟି ଅତି କମରେ…

ମୃତ୍ୟୁ ପୂର୍ବରୁ ଶେଷ ଭାଷଣ ଦେଇଥିଲେ ଖାମେନେଇ, ଜାଣନ୍ତୁ ଟ୍ରମ୍ପଙ୍କୁ ନେଇ କ’ଣ କହିଥିଲେ

ତେହେରାନ,୧।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ଆମେରିକା-ଇସ୍ରାଏଲ ଆକ୍ରମଣରେ ମୃତ୍ୟୁ ଘଟିଛି। ଇସ୍ରାଏଲ-ଆମେରିକୀୟ ଆକ୍ରମଣ ଇରାନରେ ଭୟର ବାତାବରଣ ସୃଷ୍ଟି କରିଛି। ଏହାକୁ ନେଇ…

ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ: ଚାଲିଗଲା ରୋଗୀଙ୍କ ଜୀବନ, ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଉତ୍ତେଜନା

ପାଟଣା,୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରବିବାର ମଧ୍ୟାହ୍ନରେ ରୋଗୀଙ୍କ ମୃତ୍ୟୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବା ନେଇ ନେଇ…

ନିଜେ ନିଜେ କାହିଁକି କୋର୍ଟ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ? ୭ ବର୍ଷ ପୁରୁଣା ମାମଲା ସହିତ ରହିଛି ସମ୍ପର୍କ

ହାଇଦ୍ରାବାଦ,୧।୩: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀ ହାଇଦ୍ରାବାଦର ନାମପାଲିରେ ଥିବା ସ୍ବତନ୍ତ୍ର ଲୋକ ପ୍ରତିନିଧି କୋର୍ଟରେ ବ୍ୟକ୍ତିଗତ ଭାବରେ ହାଜର ହୋଇଥିଲେ। ଏହି ହାଜର ୨୦୧୯…

ରକ୍ଷକ ହୋଇ ଭକ୍ଷକ ସାଜିଥିବା ପୂର୍ବତନ ବିଧାୟକ ଧର୍ମଶାଳାବାସୀଙ୍କୁ କ୍ଷମା ମାଗନ୍ତୁ, ଏପରି ଅଭିଯୋଗ ଆଣି…

ଧର୍ମଶାଳା,୧ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାରେ ପୂର୍ବ ସରକାର ସମୟରେ ଅନେକ ଦୁର୍ନୀତି ହୋଇଥିବା ବେଳେ ପୋଲିସ ପ୍ରଶାସନ, ଖଣି ଉପନିର୍ଦ୍ଦେଶକ ଏବଂ ତହସିଲ ପ୍ରଶାସନ ମିଳିତ…

ଧାନଜମିରେ ଇଲେକ୍ଟ୍ରି କରେଣ୍ଟ ଦେଇ ଷଣ୍ଢକୁ ମାରିଦେଲେ ଚାଷୀ, ତାତିଲା ବଜରଙ୍ଗ ଦଳ, ପ୍ରତିବାଦରେ…

ବାଲିଆପାଳ,୧ା୩(ଗୋପାଳ ଚନ୍ଦ୍ର ସାହୁ): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ଦିନକୁ ଦିନ ଲୋକେ ଷଣ୍ଢଗୁଡ଼ିକୁ ଇଲେକ୍ଟ୍ରି କରେଣ୍ଟ ଦେଇ ମାରି ଦେଉଛନ୍ତି। ଏନେଇ ବାଲିଆପାଳ ଥାନାରେ ଅଭିଯୋଗ…

ମୃତ୍ୟୁ ସମୟରେ କ’ଣ କରୁଥିଲେ ଖାମନେଇ, କେଉଁଠି ଥିଲେ, ସାଙ୍ଗରେ ଆଉ କିଏ ଥିଲେ? ଜାଣନ୍ତୁ ସୁପ୍ରିମ ଲିଡରଙ୍କ ମୃତ୍ୟୁର ଇନସାଇଡ ଷ୍ଟୋରୀ

ତେହରାନ,୧।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମନେଇଙ୍କ ମୃତ୍ୟୁ ଏବେ ଆନୁଷ୍ଠାନିକ ଭାବରେ ନିଶ୍ଚିତ ହୋଇଛି। ସରକାରୀ ପ୍ରେସ ଟିଭି ଏବଂ ଅନ୍ୟାନ୍ୟ ଗଣମାଧ୍ୟମ ରିପୋର୍ଟ…

ଇରାନ-ଇସ୍ରାଏଲ ଯୁଦ୍ଧ ଭିତରେ ପେଟ୍ରୋଲ ଦରରେ ନିଆଁ! ଭାରତରେ ମହଙ୍ଗା ହେବ…

ନୂଆଦିଲ୍ଲୀ,୧।୩: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ବିଶ୍ୱବ୍ୟାପୀ ହଇଚଇ ସୃଷ୍ଟି କରିଛି, ଏବଂ ଏହା ଭାରତର ଅର୍ଥନୀତି ଉପରେ ସିଧାସଳଖ ପ୍ରଭାବ ପକାଇବ ବୋଲି ଆଶଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri