କିରୋସିନ ଡିପୋରେ ଚଢ଼ାଉ

ସୋରଡ଼ା,୧୯ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ାର ଗୁରୁମୂର୍ତ୍ତି ନାମକ ଏକ କିରୋସିନ ଡିପୋରେ ଓଡ଼ିଶା ଭିଜିଲାନ୍ସ ବିଭାଗ ନିର୍ଦ୍ଦେଶରେ ବ୍ରହ୍ମପୁର ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଡିଏସ୍‌ପିଙ୍କ ନେତୃତ୍ୱରେ ୫ ଜଣିଆ ଦଳ ଅପରାହ୍ନରେ ପହଞ୍ଚି ଡିପୋର କର୍ମଚାରୀମାନଙ୍କୁ ବିଭିନ୍ନ ବିଷୟରେ ପଚାରିବା ସହ କାଗଜପତ୍ର ଯାଞ୍ଚ କରିଛନ୍ତି। ଡିପୋର ଟାଙ୍କି, ଓଜନ ମାପ ଯନ୍ତ୍ରର ତନଖି କରିଛନ୍ତି। ତେବେ ବିତରଣ ତାଲିକାରେ ପେନ୍‌ସିଲ ବ୍ୟବହାର, ରସିଦ ବହିର ନମ୍ବରରେ ତ୍ରୁଟି ଥିବା ନେଇ ଅଧିକାରୀମାନେ ବିରକ୍ତ ପ୍ରକାଶ କରିଥିବା ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୈତରଣୀରୁ ବନ୍ୟଜୀବନ ମୋହ

ତାଙ୍କ କାନ୍ଧରେ ବିଭିନ୍ନ ସରକାରୀ ଯୋଜନା ଏବଂ ଜନକଲ୍ୟାଣ କାର୍ଯ୍ୟର ଗୁରୁଦାୟିତ୍ୱ। ଓଡ଼ିଶା ପ୍ରଶାସନିକ ସେବାର ଜଣେ ଅଧିକାରୀ ଭାବେ ଜନମଙ୍ଗଳ କାର୍ଯ୍ୟ କରିବା ଲକ୍ଷ୍ୟ...

ଶପଥ ନେଲେ ପିପିଲି ବିଧାୟକ

ଭୁବନେଶ୍ୱର,୫।୧୦(ବ୍ୟୁରୋ): ପିପିଲିର ନବନିର୍ବାଚିତ ବିଧାୟକ ରୁଦ୍ର ପ୍ରତାପ ମହାରଥୀ ମଙ୍ଗଳବାର ଶପଥ ଗ୍ରହଣ କରିଛନ୍ତି। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭାରେ ତାଙ୍କୁ ପଦ ଓ...

ବ୍ରହ୍ମପୁରରେ ଲକ୍‌ଡାଉନ, ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ: ପ୍ରଶାସନ ପକ୍ଷରୁ ଗଣେଶ ମାର୍କେଟ ସିଲ୍‌

ବ୍ରହ୍ମପୁର ଅଫିସ,୧୫।୬: କରୋନା ସଂକ୍ରମଣକୁ ଏଡ଼ାଇବା ନେଇ ଗଞ୍ଜାମ ଜିଲାରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ପୁଣି ଲକ୍‌ଡାଉନ ଘୋଷଣା କରାଯାଇଛି। ତେବେ ଏହା ଘୋଷଣା...

ଡାକମଣ୍ଡଳ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ

ପାତ୍ରପୁର,୨୧ା୪(ଡି.ଏନ୍‌.ଏ.): ଲକ୍‌ଡାଉନ ଯୋଗୁ ଗ୍ରାମାଞ୍ଚଳର ଜନସାଧାରଣଙ୍କ ପାଖରେ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ପହଞ୍ଚିପାରୁନି। ଏଭଳି ସ୍ଥିତିରେ ଡାକ ବିଭାଗ ପକ୍ଷରୁ ଗରିବଙ୍କୁ ଶୁଖିଲା ଖାଦ୍ୟ ଓ...

ଜିଲା ମୁଖ୍ୟଚିକିତ୍ସାଳୟ: ମେଡିଶିନ ବିଭାଗରେ ଲାଗିବ ଲିଫ୍ଟ, ର଼୍ୟାମ୍ପ

ବାଲେଶ୍ୱର ଅଫିସ, ୮।୧୨-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ମେଡିସିନ ବିଭାଗରେ ଲିଫ୍ଟ ଓ ର଼୍ୟାମ୍ପ ନିର୍ମାଣ ହେବ। ଶନିବାର ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ...

ବିପଜ୍ଜନକ କାର୍ଯ୍ୟରେ ନାହିଁ ଲଗାମ: ବିଦ୍ୟୁତ୍‌ କରେଣ୍ଟ ଦେଇ ମାଛଧରା, କମ୍‌ ଖର୍ଚ୍ଚରେ ମିଳୁଛି ବେଶି ଲାଭ

ନୟାଗଡ଼ ଅଫିସ/ଓଡଗାଁ,୭।୬(ସ୍ବ.ପ୍ର.): ମାଛ ମାରିବାକୁ ନୂଆ କୌଶଳ ଆପଣେଇଛନ୍ତି କେତେଜଣ ଯୁବକ। ଜାଲ ବଦଳରେ ବିଦ୍ୟୁତ୍‌ କରେଣ୍ଟ ଦେଇ ବିନା ପରିଶ୍ରମ ଓ କମ୍‌ ଖର୍ଚ୍ଚରେ...

୨୬ରେ ସୈନିକ ନିଯୁକ୍ତି ପାଇଁ ପରୀକ୍ଷା

କଟକ ଅଫିସ, ୯ା୧୦: ସୈନିକ ନିଯୁକ୍ତି କାର୍ଯ୍ୟାଳୟ ପକ୍ଷରୁ ଆସନ୍ତା ୨୬ରେ କଟକ ବାରବାଟୀ ଷ୍ଟାଡିୟମରେ ସାଧାରଣ ପ୍ରବେଶିକା ପରୀକ୍ଷା(ସିଇଇ) ଅନୁଷ୍ଠିତ ହେବ। ପାରାଦୀପସ୍ଥିତ ଗୋପବନ୍ଧୁ...

ଧର୍ମଗଡ଼ ବିଧାନସଭା: ବିଜେଡି ଆଗୁଆ

ଭବାନୀପାଟଣା,୨୩।୫: ଧର୍ମଗଡ଼ ବିଧାନସଭା ଆସନରୁ ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡିର ମୌଷଦୀ ବାଗ ଆଗୁଆ ରହିଛନ୍ତି। ମୌଷଦୀ ୧୫୩୮ ଭୋଟ ପାଇଥିବାବେଳେ ନିକଟତମ...

Advertisement


Archives

Model This Week