ମଦ ଆଡ୍ଡାରେ ଚଢ଼ାଉ

ଗଞ୍ଜାମ,୧୯।୧୧(ଡି.ଏନ୍‌.ଏ.) : ଗଞ୍ଜାମ ଥାନା ବଡ଼ ବଜାରଠାରେ ଚାଖଣl ଦୋକାନରେ ମଦ ଆଡ୍ଡା ଜମୁଥିବା ଖବର ପାଇ ଗଞ୍ଜାମ ଥାନା ଆଇଆଇସି ଶୁଭେନ୍ଦୁ କୁମାର ସାହୁଙ୍କ ନେତୃତ୍ୱରେ ଗୁରୁବାର ବିଳମ୍ବିତ ରାତିରେ ଚଢ଼ାଉ ହୋଇଥିଲା l ପୋଲିସକୁ ଦେଖି ମଦ ବୋତଲ ଛାଡି ଅସାମାଜିକ ମାନେ ଚମ୍ପଟ ମାରିଥିଲେ l ସେଠାରୁ ଚାଖଣl ବା ଫାଷ୍ଟଫୁଡ ଦୋକାନୀ କରିଥିବା ଦୋକାନୀଙ୍କୁ ପୋଲିସ ଥାନାରେ ଅଟକ ରଖିଥିବା ଜଣାପଡିଛି l

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri