ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଭୁଜାଲିରେ ଆକ୍ରମଣ: ଜଣେ ଗୁରୁତର

ଆନନ୍ଦପୁର ୨୦।୧୨(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ କଣ୍ଟିପାଳ ପଞ୍ଚାୟତ କଣ୍ଟିପାଳ ଖିଲାର ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆଜି ସକାଳୁ ବିଜୁ ପରିଡ଼ାକୁ ଏକ ଭୁଜାଲିରେ ମରଣାନ୍ତକ ଆକ୍ରମଣ ହୋଇଛି l ପ୍ରମିଳା ପଲେଇ ଆହତ ହୋଇ ଆନନ୍ଦପୁର ଚିକତ୍ସାଳୟରେ ଭର୍ତ୍ତି ହୋଇଛନ୍ତି l
ସୂଚନାରୁ ଜଣାପଡିଛି, ବିଜୁ ପରିଡା ଆଜି ସକାଳୁ ଏକ ଖାସି ନେଇ ବିକ୍ରି କରିବାକୁ ଯାଉଥିବାବେଳେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କ ଭୁଜାଲିର ଆକ୍ରମଣର ଶିକାର ହୋଇ ଗୁରୁତର ହୋଇଥିଲେ ତାଙ୍କୁ ଉଦ୍ଧାର କରିବାକୁ ଯାଇ ଶାଶୁ ପ୍ରମିଳା ପଲେଇ ଆହତ ହୋଇ ଆନନ୍ଦପୁର ମେଡିକାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ମା’ ରାମଚଣ୍ଡୀ ମହୋତ୍ସବର ଦ୍ୱିତୀୟ ସଂଧ୍ୟା: ଦର୍ଶକଙ୍କ ମନ ମୋହିଲା ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍‌ର ନୃତ୍ୟ 

ଗଞ୍ଜାମ, ୭।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମ ନିକଟରେ ତିନିଦିନ ଧରି ହେବାକୁ ଥିବା ମାଁ ରାମଚଣ୍ଡୀ ମହୋତ୍ସବର ଶୁକ୍ରବାର ଶୁଭାରମ୍ଭ…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri