ବିଏମ୍‌ସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ: ସାମୂହିକ ଛୁଟିରେ ରହିବା ନିଷ୍ପତ୍ତିକୁ ସ୍ଥଗିତ କଲା OAS ସଂଘ

ଭୁବନେଶ୍ୱର,୧ା୭: ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ କାର୍ଯ୍ୟାଳୟ ପରିସରରେ ଆକ୍ରମଣ ପ୍ରସଙ୍ଗକୁ ନେଇ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଅଫିସର ସଂଘ କଡ଼ା ନିନ୍ଦା କରିଛି। ସଂଘର ରାଜ୍ୟ ସଭାପତି ଜ୍ୟୋତିରଞ୍ଜନ ମିଶ୍ର କହିଛନ୍ତି, ଏଭଳି ବର୍ବରୋଚିତ ଘଟଣାକୁ ଯେତେ କଡ଼ା ଭାଷାରେ ନିନ୍ଦା କଲେ ବି କମ୍‌ ହେବ । ଘଟଣାକୁ ନେଇ ମଙ୍ଗଳବାରଠାରୁ ସମସ୍ତ ଓଏଏସ୍‌ ଅଫିସର ଛୁଟିରେ ରହିବାକୁ ନିଷ୍ପତ୍ତି ନିଆଯାଇଥିଲା। ହେଲେ ଛୁଟିରେ ରହିବାକୁ ନିଷ୍ପତ୍ତି ନେଇଥିବା ଓଏଏସ ସଂଘ ମଙ୍ଗଳବାର ଏହାକୁ ସ୍ଥଗିତ ରଖିଛି ।

ସୋମବାରେ ରାତିରେ ସଂଘ ସଦସ୍ୟଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଲୋଚନା କରିଥିଲେ। ସାଙ୍ଗରେ ମୁଖ୍ୟ ଶାସନ ସଚିବ, ଡିଜିପି ଏବଂ ଟୁଇନ ସିଟି ପୋଲିସ କମିଶନର ମଧ୍ୟ ଉପସ୍ଥିତ ରହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ କ୍ରମେ ଆଜିଠୁ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଥିବା ସଂଘ ଏଥିରୁ ବିରତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri