ଚାଇନା ଇଞ୍ଜିନିୟରମାନଙ୍କ ଉପରେ ଆକ୍ରମଣ…

ଇସଲାମାବାଦ,୧୩।୮ : ବାଲୁଚିସ୍ତାନର ଗ୍ବାଦର ସହରରେ ଚାଇନାର ଇଞ୍ଜିନିୟରମାନଙ୍କ କନଭେନ ଉପରେ ପ୍ରବଳ ଆକ୍ରମଣ ହୋଇଛି। ସୁରକ୍ଷାକର୍ମୀ ଏବଂ ଆକ୍ରମଣକାରୀଙ୍କ ମଧ୍ୟରେ ଅନେକ ଘଣ୍ଟା ଧରି ଗୁଳି ବିନିମୟ ଜାରି ରହିଛି।
ରବିବାର ପାକିସ୍ତାନର ବାଲୁଚିସ୍ତାନ ପ୍ରଦେଶରେ ସଶସ୍ତ୍ର ବିଦ୍ରୋହୀମାନେ ଚାଇନାର ଇଞ୍ଜିନିୟରଙ୍କ ଏକ ଦଳ ଉପରେ ଆକ୍ରମଣ କରିଥିଲେ। ସ୍ଥାନୀୟ ଖବରକାଗଜ ବାଲୁଚିସ୍ତାନ ପୋଷ୍ଟର ରିପୋର୍ଟ ଅନୁଯାୟୀ ବନ୍ଦର ସହର ଗ୍ବାଦରରେ ବିସ୍ଫୋରଣ ଏବଂ ଗୁଳି ବିନିମୟ ଶବ୍ଦ ଶୁଣିବାକୁ ମିଳୁଛି ଯେଉଁଠାରେ ଘଟଣାସ୍ଥଳରେ ଯାତାୟାତ ପାଇଁ ସମସ୍ତ ରାସ୍ତା ବନ୍ଦ ରହିଛି।

ଚାଇନାର ଇଞ୍ଜିନିୟରମାନଙ୍କ ଦଳ ଉପରେ ଆକ୍ରମଣ ପୂର୍ବାହ୍ନ ପ୍ରାୟ ସାଢ଼େ ୯ଟା ସମୟରେ ଘଟିଥିଲା। ଦୁଇ ଘଣ୍ଟା ପରେ ମଧ୍ୟ ଏହି ଗୁଳି ବିନିମୟ ଜାରି ରହିଛି।

ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ କରିଛି ଚାଇନାର ଇଞ୍ଜିନିୟରମାନଙ୍କ ଉପରେ ଆକ୍ରମଣ ଗ୍ବାଦରର ଫକିର କଲୋନୀ ନିକଟରେ ଘଟିଛି। ଏପର୍ଯ୍ୟନ୍ତ କୌଣସି ଗୋଷ୍ଠୀ ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ ବୋଲି ଦାବି କରିନାହାଁନ୍ତି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କର୍ତ୍ତୃପକ୍ଷ ସହରକୁ ଅଧିକ ସତର୍କ କରାଇ ଦେଇଛନ୍ତି ଏବଂ ସହରକୁ ପ୍ରବେଶ ଏବଂ ପ୍ରସ୍ଥାନ ପଥରେ କଟକଣା ଲଗାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri