କଂଗ୍ରେସ ସଭାପତିଙ୍କ ଗାଡ଼ିକୁ ଆକ୍ରମଣ

ଆନନ୍ଦପୁର,୨୮।୬: କେନ୍ଦୁଝର ଜିଲା ଘସିପୁରା ବ୍ଲକ କଂଗ୍ରେସ ସଭାପତି ସୁବ୍ରତ ଚକ୍ରଙ୍କ ଗାଡ଼ି ଉପରକୁ ଆକ୍ରମଣ ହୋଇଥିବା ରାମଚନ୍ଦ୍ରପୁର ଥାନାରେ ଅଭିଯୋଗ ହୋଇଛି। ଗାଡି ଭଙ୍ଗାରୁଜା ନେଇ ରାମଚନ୍ଦ୍ରପୁର ପୋଲିସ ଏକ ମାମଲା (ନଂ.୧୦୬/୨୧) ରୁଜୁ କରି ତଦନ୍ତ ଚଳାଇଛି।
ସୂଚନା ଅନୁଯାୟୀ, ସୁବ୍ରତ ଘସିପୁରା ବ୍ଲକ ଶାଳଦେଇ ପଞ୍ଚାୟତ ଓଡପଡା ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରକୁ ନିଜ ଗାଡ଼ି (ଓଡି୦୫ଏଇ୮୬୩୬)ରେ ବ୍ୟକ୍ତିଗତ କାର୍ଯ୍ୟରେ ଯାଇ ଘରକୁ ଫେରୁଥିଲେ। ସାଇଁପାଳ ଛକ ନିକଟରେ ହଠାତ୍‌ ତାଙ୍କ ଉପରକୁ ଆକ୍ରମଣ ହୋଇଥିଲା। ଆକ୍ରମଣରେ ତାଙ୍କ ଗାଡ଼ି କାଚ ଭାଙ୍ଗିଥିବା ବେଳେ ସେ କୌଶଳକ୍ରମେ ଘଟଣାସ୍ଥଳରୁ ଖସି ପଳାଇଥିଲେ। ଏହି ଆକ୍ରମଣ ଘଟଣାରେ ଘସିପୁରା ବିଧାୟକଙ୍କ ପୁଅ ଦେବାଶିଷ ପାତ୍ର ସାମିଲ ଥିବା ରାମଚନ୍ଦ୍ରପୁର ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣା ସହିତ ତାଙ୍କର କୌଣସି ସମ୍ପର୍କ ନ ଥିବା ଏବଂ ବିରୋଧୀ ରାଜନୈତିକ ଆକ୍ରୋଶ ରଖି ତାଙ୍କ ନାମରେ ମିଥ୍ୟା ଅଭିଯୋଗ ଆଣିଥିବା ଦେବାଶିଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋଳାରେ ବୁହା ହେଲେ ଗର୍ଭବତୀ

ଫୁଲବାଣୀ ଅଫିସ/ବାଲିଗୁଡା(ଡି.ଏନ.ଏ.),୩ା୮: କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ସାରଙ୍ଗ ଥାନା  ଟେଟେରା ଗଁାକୁ ଭଲ ରାସ୍ତା ନ ଥିବାରୁ ପୁଣି ଜଣେ...

ଲଗାଣ ବର୍ଷାରେ ପ୍ରଭାବିତ ସିଂହପୁର

ସିଂହପୁର,୨୪।୧୦(ଡିଏନଏ)- ଲଘୁଚାପଜନିତ ବର୍ଷାରେ ଯାଜପୁର ଜିଲା ବିଞ୍ଝାରପୁର ବ୍ଲକର ସିଂହପୁର ସମେତ ସମଗ୍ର ବ୍ଲକରେ ବ୍ୟାପକ ପ୍ରଭାବିତ ହୋଇଛି। ଦୁଇଦିନ ଧରି ଲଗାଣ ବର୍ଷା ଯୋଗୁ...

ପୁରୀ ଜିଲାରେ ବାତ୍ୟା ପରବର୍ତ୍ତୀ ସ୍ଥିତି ପରଖିବେ ସ୍ବାସ୍ଥ୍ୟ ସଚିବ : ବାତ୍ୟା କ୍ଷତିଗ୍ରସ୍ତ ପୁରୀ, ଖୋର୍ଦ୍ଧା ଜିଲାରେ କାର୍ଯ୍ୟ କରିବେ ୨୦ ଡାକ୍ତର

ଭୁବନେଶ୍ୱର,୧୩।୫(ବ୍ୟୁରୋ)- ବାତ୍ୟା ପରବର୍ତ୍ତୀ ସ୍ବାସ୍ଥ୍ୟସେବା ତଦାରଖ ଲାଗି ବିଭାଗୀୟ ଶାସନ ସଚିବଙ୍କ ସହ ଅନ୍ୟ ଆଇଏଏସ୍‌ ଓ ଓଏଏସ୍‌ ଅଧିକାରୀମାନେ ସୋମବାର ପୁରୀ ଜିଲାର ବିଭିନ୍ନ...

ଆକାଉଣ୍ଟ ଖାଲି କରିଦେଲେ ସାଇବର ଠକ

ଅନୁଗୋଳ ଅଫିସ, ୩।୮: ଅନୁଗୋଳ ଜିଲାରେ ସାଇବର ଠକେଇ ଘଟଣା ବଢ଼ିବାରେ ଲାଗିଛି। ଦୈନିକ ଏପରି ଅଭିଯୋଗ ନେଇ ଏକାଧିକ ଲୋକ ଥାନାକୁ ଆସୁଥିବାରୁ ଏହା...

କରୋନାରେ ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥା

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଏବେ କରୋନା ମୁକାବିଲା କରୁଛି। ହେଲେ କରୋନା ଆଳରେ ବିଏମ୍‌ସି ଭୁବନେଶ୍ୱରବାସୀଙ୍କୁ ମୌଳିକ ସେବା ଦେବାରେ ଅବହେଳା...

ଶୋକାକୂଳ ପରିବେଶରେ ଯବାନଙ୍କ ଶେଷକୃତ୍ୟ ସମ୍ପର୍ଣ୍ଣ

ରତ୍ନଗିରି,୯।୬(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧିନସ୍ଥ ନାଥପୁର ଗ୍ରାମର ଯବାନ ବିକାଶ ଚନ୍ଦ୍ର ପଣ୍ଡା(୩୬)ଙ୍କ ଶେଷକୃତ୍ୟ ଶୋକାକୂଳ ପରିବେଶ ମଧ୍ୟରେ ମଙ୍ଗଳବାର ସମ୍ପର୍ଣ୍ଣ ହୋଇଛି।...

ପୋଖରୀରୁ ଅଖାରେ ବନ୍ଧା ମୁଣ୍ଡବିହୀନ ମୃତଦେହ ଉଦ୍ଧାର, ଯୋଜନାବଦ୍ଧ ଭାବେ ହତ୍ୟା ସନ୍ଦେହ

ବାଲିଗୁଡ଼ା,୬।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଖଡ଼ଗ ନଦୀସେତୁ ନିକଟ ଏକ ପୋଖରୀରୁ ଶୁକ୍ରବାର ଅଖାରେ ବନ୍ଧା ହୋଇଥିବା ଏକ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ହୋଇଛି।...

ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ପ୍ଳାବିତ ହେବ ୬୦ ହଜାର ହେକ୍ଟର ଚାଷ ଜମି

ଆନନ୍ଦପୁର, ୩୧।୧(ସ୍ବ.ପ୍ର.)-ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆନନ୍ଦପୁର ଗସ୍ତକରି ବହୁ ପ୍ରତିକ୍ଷୀତ ଆନନ୍ଦପୁର ବ୍ୟାରେଜର ଶୁଭ ଉଦ୍‌ଘାଟନ କରିଥିଲେ। ଏହି...

Advertisement
Archives

Model This Week