Posted inଜାତୀୟ

ସିଆର୍‌ପିଏଫ୍‌ ପାଟ୍ରୋଲିଂ ଟିମ୍‌ ଉପରେ ଆକ୍ରମଣ: ଜଣେ ଯବାନ ଶହୀଦ୍‌, ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର, ୩୦।୮: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ ଜାରି ରହିଛି। ଶନିବାର ବିଳମ୍ବିତ ରାତ୍ରରେ ସିଆର୍‌ପିଏଫ୍‌ ପାଟ୍ରୋଲିଂ ଟିମ୍‌ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଏଥିରେ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। ଏନ୍‌କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଶ୍ରୀନଗର ଜିଲାର ପନ୍ଥ ଚୌକ ଅଞ୍ଚଳରେ ଏଭଳି ଘଟିଛି। ଏନ୍‌ କାଉଣ୍ଟର କରାଯାଇଥିବା ଆତଙ୍କବାଦୀଙ୍କ ମୃତଦେହ ଜବତ କରାଯାଇଛି। ଏହା ସହିତ ବନ୍ଧୁକ, ଗୁଳି, ଗୋଳା ଆଦି ମଧ୍ୟ ଜବତ ହୋଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ ଦିନ ମଧ୍ୟରେ ଜମ୍ମୁ-କଶ୍ମୀରରେ ୧୦ ଜଣ ଆତଙ୍କବାଦୀଙ୍କର ଏନ୍‌କାଉଣ୍ଟରରେ ମୃତ୍ୟୁ ଘଟିଛି। ଶୁକ୍ରବାର କଶ୍ମୀରରେ ଏନ୍‌କାଉଣ୍ଟରରେ ୪ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିଲା। ସେହିପରି ଶନିବାର ସକାଳେ ଜଦୁରାରେ ସର୍ଚ୍ଚ ଅପରେଶନ୍‌ ସମୟରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିଲା ଏବଂ ଜଣେ ଆତଙ୍କବାଦୀ ଆତ୍ମସମର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର! ମନ୍ତ୍ରୀଙ୍କ ଘରେ ପାଣି ପଶିବା ପରେ ବାଲି ପକାଇବାକୁ ଯାଉଥିଲେ ଶ୍ରମିକ, ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ଶ୍ରମିକ…

ପାଟନା,୨୬।୮: ବିହାରର ଭାଗଲପୁରରେ ଗଙ୍ଗା ନଦୀରେ ଏକ ବଡ଼ ଅଘଟଣ ଘଟିଛି । ନବଗଛିଆ ଅନ୍ତର୍ଗତ ଖରୀକ ବ୍ଲକର ରାଘୋପୁର ତଟବନ୍ଧ ନିକଟରେ ୨୨ ଜଣ ଶ୍ରମିକଙ୍କୁ…

ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ

କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ…

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ…

ବୋମା ଗିଳିଦେଲା ଷଣ୍ଢ, ଚାଲିଗଲା ଜୀବନ

ବାଙ୍କୀ,୨୬ା୮(ଶୁଭେନ୍ଦୁ ମହାପାତ୍ର): ବାର୍‌ହା ଶିକାର ପାଇଁ ଖଞ୍ଜା ହୋଇଥିଲା ବୋମା। କିନ୍ତୁ ବାର୍‌ହା ବଦଳରେ ଶିକାର ସାଜିଲା ଷଣ୍ଢ। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ…

ବଡ଼ ଆଲର୍ଟ ଜାରି କଲା RBI, ଚିନି-ପିଆଜ ପରେ ଆହୁରି ମହଙ୍ଗା ହେବ…

ନୂଆଦିଲ୍ଲୀ, ୨୬।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ୨୫ ଅଗଷ୍ଟ ୨୦୨୬ରେ ଜାରି କରିଥିବା ନିଜର ମାସିକ ବୁଲେଟିନ୍‌ରେ ଅଗଷ୍ଟ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ…

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri