ଡିଜେଲ ଚୋରି ରାକେଟ ଉପରେ ଚଢ଼ାଉ: ଦୁଇ ବୋଲେରୋ ଜବତ, ୫ ଗିରଫ

କଣିହାଁ,୫।୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ଥାନା କୁମୁଣ୍ଡା ଗ୍ରାମରେ ଏକ ପଡିଆ ନିକଟରୁ ଶୁକ୍ରବାର ଭୋର୍‌ରୁ ଏକ ଡିଜେଲ ଚୋରି ରାକେଟ ଉପରେ ଜିଲା ପୋଲିସର ସ୍ବତନ୍ତ୍ର ସ୍କ୍ବାଡ ଚଢ଼ାଉ କରି ବିପୁଳ ପରିମାଣର ଡିଜେଲ, ଦୁଇଟି ବୋଲେରୋ, ଦୁଇଟି ବାଇକ, ଗୋଟିଏ ସ୍କୁଟି ଜବତ କରିବା ସହିତ ୫ ଜଣଙ୍କୁ ଘଟଣାସ୍ଥଳରୁ ଗିରଫ କରିଛି। ଏହି ଗ୍ୟାଙ୍ଗ ବିଭିନ୍ନ ଖଣି ଓ ଟ୍ରାନ୍ସପୋର୍ଟ କମ୍ପାନୀର ଗାଡ଼ିରୁ ଡିଜେଲ ଚୋରି କରିଥାନ୍ତି। ଏନେଇ ବିଭିନ୍ନ ଅଭିଯୋଗ ଆସିବାରୁ ଚଢ଼ାଉ କରାଯାଇଥିଲା। ଏହା ପୂର୍ବରୁ ପାଳଲହଡାରେ ଏକ ଗ୍ୟାଙ୍ଗକୁ କିଛିଦିନ ତଳେ ଧରାଯାଇଥିଲା । ଏଥିରେ ତାଙ୍କର ସଂପୃକ୍ତ ଥିବା ନେଇ ଅନୁମାନ କରାଯାଉଥିବା ସ୍ପେଶାଲ ସ୍କ୍ବାଡର ଅଧିକାରୀ ଦୀନକୃଷ୍ଣ ମିଶ୍ର ପ୍ରକାଶ କରିଛନ୍ତି। ସମସ୍ତ ଜବତ ଡିଜେଲ, ଗାଡି ଓ ଅଭିଯୁକ୍ତ୫ ଙ୍କୁ କଣିହାଁ ପୋଲିସକୁ ହସ୍ତାନ୍ତର କରାଯାଇଛି । ଏ ନେଇ ପୋଲିସ ଅଧିକ ଖୋଳତାଡ଼ କରିବା ସହିତ ତଦନ୍ତ ଜାରି ରହିଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ଉଦ୍ୟୋଗୀମାନଙ୍କୁ ମାଗଣାରେ ମିଳିବ ଋଣ-ସବସିଡ଼ି: ବିକଶିତ ଓଡ଼ିଶା ପାଇଁ ଏମଏସଏମଇ…

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ରେ ବ୍ଲକ ପ୍ରଶାସନ ପକ୍ଷରୁ ସୋମବାର ବିକଶିତ ଓଡ଼ିଶା…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ଭକ୍ତିଭାବରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା

ଭଞ୍ଜନଗର, ୨୯।୬ (ବାବୁଲା ପ୍ରଧାନ): ଭଞ୍ଜ ରାଜବଂଶ ଦ୍ୱାରା ପ୍ରତିଷ୍ଠିତ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହୋତ୍ସବ…

ଖେତ ବଚାଓ ଅଭିଯାନକୁ ମିଳିଲା ନୂଆ ଗତି: ଜୈବସାର ପ୍ରଚାରରେ ଅଗ୍ରଣୀ ଗଞ୍ଜାମ ଏଫପିସି

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ): ଭାରତୀୟ କୃଷି ଅନୁସନ୍ଧାନ ପରିଷଦ (ଆଇସିଏଆର୍‌) ଅଧୀନସ୍ଥ କେନ୍ଦ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନ (ସିଆରଆରଆଇ) ପକ୍ଷରୁ ଜୈବସାରର ବୈଜ୍ଞାନିକ ପ୍ରଚାର ଏବଂ ସନ୍ତୁଳିତ ସାର…

ପାନ ଦୋକାନୀ,ତାଙ୍କ ବାପାଙ୍କୁ ହତ୍ୟା ଉଦ୍ୟମ: ୨ ଗିରଫ

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

ଦିଗପହଣ୍ଡି ଛାତ୍ରଙ୍କ ଜାପାନ ଯାତ୍ରା: ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ      

ଦିଗପହଣ୍ଡି,୨୯|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମର ଛାତ୍ର ଦେବାଶିଷ ମିଶ୍ର ଜାପାନ ଯାତ୍ରା କରିଛନ୍ତି। ସେ ଗାଁ ସ୍କୁଲରୁ ପାଠ ପଢ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri