ନକଲି ଘିଅ କାରଖାନାରେ ଚଢ଼ାଉ : ୫୦ ଲକ୍ଷ ଟଙ୍କାର ସାମଗ୍ରୀ ଜବତ

କଟକସଦର,୨୬।୧୧(ଡି.ଏନ୍‌.ଏ.)- କଟକସଦର ଥାନା ହରିଅନ୍ତା ପଞ୍ଚାୟତ ଉଲ୍ଲାର ଗ୍ରାମରେ ଥିବା ଏକ ନକଲି ଘିଅ କାରଖାନାରେ ପୋଲିସ ଗୁରୁବାର ଚଢ଼ାଉ କରି ବିଭିନ୍ନ ନାମୀଦାମୀ ଘିଅ କମ୍ପାନୀର ଲୋଗୋ, ଜରି ପ୍ୟାକେଟ, ନକଲି ଘିଅ ପ୍ରସ୍ତୁତ ପାଇଁ ସାମଗ୍ରୀ, ଓଜନ ଯନ୍ତ୍ରୀ ସମେତ ବିଭିନ୍ନ ସାମଗ୍ରୀ ଜବତ କରିଛି। ଜବତ ସାମଗ୍ରୀର ମୂଲ୍ୟ ପ୍ରାୟ ୫୦ଲକ୍ଷ ଟଙ୍କା ହେବ ବୋଲି ମାଲଗୋଦାମ ଥାନାଧିକାରୀ ରବିନାରାୟଣ ଭଞ୍ଜ କହିଛନ୍ତି। ଏହାସହ କାରଖାନା ମାଲିକଙ୍କୁ ପୋଲିସ ଅଟକ ରଖି ପଚରାଉଚରା ଚଳାଇଛି। ଏ ନେଇ ମାଲଗୋଦାମ ଥାନାରେ ଏକ ମାମଲା(ନଂ.୨୩୩/୨୦) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?