ଯାଜପୁରରେ ନକଲି ଜର୍ଦ୍ଦା କାରଖାନାରେ ଚଢ଼ାଉ

ଛତିଆ,୨୪।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଛତିଆ ବିଦ୍ୟାଧରପୁରରେ ଚାଲିଥିବା ଏକ ନକଲି ଜର୍ଦ୍ଦା କାରଖାନା ଉପରେ ରବିବାର ଅଚାନକ ଚଢାଉ ହୋଇଛି। ଏଥିରେ ବିପୁଳ ପରିମାଣରେ ନକଲି ଜର୍ଦ୍ଦା ଜବତ ହେବା ସହ ୨ ଜଣଙ୍କୁ ଅଟକ ରଖାଯାଇଛି। ଖବରପାଇ ସ୍ପେସିଆଲ ସ୍କ୍ବାଡ ଉକ୍ତ ନକଲି ଜର୍ଦ୍ଦା କାରଖାନାରେ ଚଢାଉ କରିଥିଲେ। ଏହା ସହିତ ୨ ଜଣଙ୍କୁ ଅଟକ ରଖି ପୋଲିସ ଅଧିକ ପଚରାଉଚରା କରୁଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri