ନକଲି ଜର୍ଦ୍ଦା କାରଖାନାରେ ଚଢ଼ାଉ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜବତ

ଭଦ୍ରକ ଅଫିସ,୨୩।୧: ଭଦ୍ରକ ଜିଲା ପୁରୁଣାବଜାର ଥାନା ଅଞ୍ଚଳରୁ ନକଲି ଜର୍ଦ୍ଦା କାରଖାନା ଠାବ ହୋଇଛି। ତେବେ ପୋଲିସ ଆଖିରେ ଧୂଳି ଦେଇ ଘଟଣାସ୍ଥଳରୁ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି।
ସୂଚନାନୁଯାୟୀ, ପୁରୁଣାବଜାର ଥାନା ଅନ୍ତର୍ଗତ ଛଡ଼ାକମହଲା ଅଞ୍ଚଳରେ ଏକ ଘରେ ନକଲି ଜର୍ଦ୍ଦା କାରଖାନା ଚାଲୁଥିବା ପୋଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ରାତିରେ ପୁରୁଣାବଜାର ପୋଲିସର ଏକ ଟିମ ଚଢ଼ାଉ କରି, ଲକ୍ଷାଧିକ ଟଙ୍କାର ନକଲି ଜର୍ଦ୍ଦା, ବିଭିନ୍ନ ନାମୀଦାମୀ କମ୍ପାନୀର ଲୋଗୋ, ଯନ୍ତ୍ରାଂଶ ସହ ଏଥିରେ ବ୍ୟବହୃତ ଅନେକ ସାମଗ୍ରୀ ଜବତ କରିଛି। ମାତ୍ର ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଧରିବାରେ ପୋଲିସ ବିଫଳ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧାରୀ ମୁଲକର ଆଲୋକ

ବରଗଡ ଅଫିସ, ୮ା୩ ବରଗଡ଼ ଜିଲା ମାଓବାଦୀ ଅଧ୍ୟୁଷିତ ପାଇକମାଲ ବ୍ଲକ ଟେମରି ଗ୍ରାମର ଚାରୁବାଳା ବାରିକ । ଡାକ ନାମ ଦୀପା । ଏକ...

ଅଦାଲତ କୋଠା, ଚିହ୍ନଟ ଜାଗା ଦେଖିଲେ ହାଇକୋର୍ଟ ବିଚାରପତି

ଶେରଗଡ଼/ହିଞ୍ଜିଳିକାଟୁ/ଆସିକା/ କବିସୂର୍ଯ୍ୟନଗର ୫ା୧୨(ଡି.ଏନ୍‌.ଏ.):ଶେରଗଡ଼ଠାରେ ଜେଏମ୍‌ଏଫ୍‌ସି କୋର୍ଟ ଅଛି। ଏହା ବର୍ତ୍ତମାନ ବ୍ଲକର ଏକ କୋଠାରେ ଚାଲିଛି। କୋର୍ଟର ସ୍ଥାୟୀ କୋଠା ନୂତନ ଭାବେ କାମ ସରିଛି।...

ଫେସ୍‌ବୁକ୍‌ ଲାଇଭ୍‌ରେ ସମଲେଇଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ

ସମ୍ବଲପୁର,୨୩।୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇରେ  ନୂଆ ଖାଇବା ପରେ ବିଭନ୍ନ ଦେବୀଦେବଙ୍କୁ ଲୋକେ ଦର୍ଶନ କରିଥାନ୍ତି। ସେହିପରି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କ...

ପ୍ରେମିକଙ୍କ ନିର୍ଯାତନାରୁ ଅଧ୍ୟାପିକାଙ୍କ ଆତ୍ମହତ୍ୟା

ସମ୍ବଲପୁର,୨୮ା୯(ବ୍ୟୁରୋ): ପ୍ରେମିକ ଓ ତାଙ୍କ ପରିବାର ମାନସିକ ନିର୍ଯାତନା ଦେବା ସହ ବିବାହ ପ୍ରସ୍ତାବକୁ ଅଗ୍ରାହ୍ୟ କରିବାରୁ ସମ୍ବଲପୁର ସଦର ଥାନା ରାଶନପୁର ତୁରିପଡାର ଅଧ୍ୟାପିକା...

ନିଯୁକ୍ତି ଦାବିରେ ଧାରଣାରେ ବସିଲେ ସ୍ଥାନୀୟ ଲୋକେ

ଜେନାପୁର,୨୭ା୩(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜେନାପୁର ଥାନା ଅଧୀନ ୫୩ ନମ୍ବର ଜାତୀୟ ରାଜପଥର ତାରିଣୀ ଛକ ନିକଟସ୍ଥ ଏଭର ସଣ୍ଡାଇ ନାମକ...

କଙ୍କଡ଼ାହାଡ଼ ଥାନା ଆଇଆଇସି ସସ୍‌ପେଣ୍ଡ

ଢେଙ୍କାନାଳ ଅଫିସ,୩୦ା୧: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଆଇଆଇସି ପ୍ରମୋଦ କୁମାର ଲେଙ୍କାଙ୍କୁ ଗୁରୁବାର ସସ୍‌ପେଣ୍ଡ କରାଯାଇଛି। ଜଣେ ଅସହାୟା ମହିଳାଙ୍କ ଅଭିଯୋଗ ନ ରଖିବାରୁ...

ମା’ ବିରଜାଙ୍କ ରଥଯାତ୍ରାକୁ ଅନୁମତି: ଜିଲାପାଳଙ୍କୁ ଦାୟିତ୍ୱ ଦେଲେ ହାଇକୋର୍ଟ

କଟକ ଅଫିସ/ଯାଜପୁର ଟାଉନ,୯।୧୦: ଯାଜପୁରର ପ୍ରସିଦ୍ଧ ବିରଜା ମନ୍ଦିରର ରଥଯାତ୍ରାକୁ ଅନୁମତି ପ୍ରଦାନ କରିବା ସହ ଏହାର ଆୟୋଜନ ଦାୟିତ୍ୱ ଯାଜପୁର ଜିଲାପାଳଙ୍କ ଉପରେ ହାଇକୋର୍ଟ...

ବେଆଇନ କମ୍ପ୍ୟୁଟର ଶିକ୍ଷାକେନ୍ଦ୍ରକୁ ଲଗାମ ନାହିଁ

କେନ୍ଦ୍ରାପଡ଼ା ଅଫିସ, ୧୧।୧୨: ବୈଷୟିକ ଶିକ୍ଷା ପ୍ରତି ଯୁବତୀଯୁବକଙ୍କ ମଧ୍ୟରେ ସାମ୍ପ୍ରତିକ ସମୟରେ ଆକର୍ଷଣ ବୃଦ୍ଧି ପାଉଛି। କମ୍ପ୍ୟୁଟର ବିନା କାର୍ଯ୍ୟ କରିବା ଅସମ୍ଭବ ହେଉଥିବାରୁ...

Advertisement
Archives

Model This Week