ଗଛ କଟାକୁ କେନ୍ଦ୍ରକରି ଫରେଷ୍ଟ ଗାର୍ଡଙ୍କୁ ଆକ୍ରମଣ: ଭିଡିଓ ଭାଇରାଲ୍‌

ବାରିପଦା,୨ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସଂରକ୍ଷିତ ଜଙ୍ଗଲରୁ ଗଛ କାଟିବାକୁ ବାରଣ କରିବାରୁ ଜଣେ ଫରେଷ୍ଟ ଗାର୍ଡଙ୍କୁ କେତେକ ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅନ୍ତର୍ଗତ ବାଙ୍ଗିରିପୋଷି ବନାଞ୍ଚଳର ଯୋକା ବିଟ୍‌ ଅଞ୍ଚଳରେ ଏହି ଘଟଣା ଘଟିଛି। ଏହି ଆକ୍ରମଣ ସମୟର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍‌ ହୋଇଛି।
ଅନୁଯାୟୀ, ଯୋକା ବିଟ୍‌ ଅଞ୍ଚଳରେ ଥିବା ଶାଳବଣରେ କେତେଜଣ ଲୋକ ଗଛ କାଟୁଥିବା ଖବରପାଇ ଫରେଷ୍ଟ ଗାର୍ଡ ବୁଧୁରାମ ସିଂ ପହଞ୍ଚି ଥିଲେ। ଗଛ କାଟିବାକୁ ସେ ଲୋକଙ୍କୁ ବାରଣ କରିବାରୁ ଉଭୟ ପକ୍ଷଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ଗଛ କାଟୁଥିବା ଲୋକେ ଉତ୍ତ୍ୟକ୍ତ ହୋଇ ଫରେଷ୍ଟ ଗାର୍ଡ ବୁଧିରାମଙ୍କ ଉପରେ ଆକ୍ରମଣ କରିଥିବା ବନ ବିଭାଗ ସୂଚନା ଦେଇଛି। ଅନ୍ୟପକ୍ଷେ ଘଟଣା ବାବଦରେ ତଦନ୍ତ କରି ବାଙ୍ଗିରିପୋଷି ଥାନାରେ ଅଭିଯୋଗ କରାଯିବ ବୋଲି ରେଞ୍ଜ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri